ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ, ସ୍ବାମୀ ଗିରଫ

ବଇଣ୍ଡା,୧୫।୯(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ଅରଖକୁଦ ଗ୍ରାମର ବୈଜୟନ୍ତୀ ଭୋଇ(୨୬)ଙ୍କୁ ତାଙ୍କ ସ୍ବାମୀ ଅକ୍ଷୟ ଭୋଇ, ଶାଶୁ ଉମା ଭୋଇ, ଶ୍ୱଶୁର ସଞ୍ଜୟ ଭୋଇ ନିର୍ଯାତନା ଦେଉଥିବା ରବିବାର ଠାକୁରଗଡ଼ ଥାନାରେ ଅଭିଯୋଗ ହୋଇଛି। ପୋଲିସ ନଂ. ୯୪/୧୯ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତ ଅକ୍ଷୟଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ପୋଲିସ କହିଛି, ଅକ୍ଷୟ ୨୦୧୪ରେ କରଡ଼ାବାହାଳି(ଖ) ଗ୍ରାମର ବୈଜୟନନ୍ତୀଙ୍କୁ ବିବାହ କରିଥିଲେ। ହେଲେ ଗତ କିଛିମାସ ହେବ ବାରମ୍ବାର ଶାଶୁଘର ପରିବାର ଲୋକ ମାନସିକ ନିର୍ଯାତନା ଦେବା ସହ ମାଡ଼ ମାରୁଥିବା ଅଭିଯୋଗପତ୍ରରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟର ପ୍ରତିଷ୍ଠା ଦିବସରେ ଛାତ୍ରୀଛାତ୍ରଙ୍କ ଉତ୍ସାହିତ କଲେ ବିଧାୟକ, ଉପଜିଲାପାଳ; ଭବିଷ୍ୟତ ଗଠନ ପାଇଁ…

ଭଞ୍ଜନଗର/ବେଲଗୁଣ୍ଠା,୨୬/୭(ବାବୁଲା ପ୍ରଧାନ ): ଗଞ୍ଜାମ ଜିଲା, ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠାନର ୪୩ତମ ପ୍ରତିଷ୍ଠା ଦିବସ ରବିବାର…

ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ଉଦ୍‌ଯାପିତ, ବାଜି ମାରିଲା ଆସାମ ଆର୍ମୀ ପବ୍ଲିକ ସ୍କୁଲ

ଭବାନୀପାଟଣା,୨୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟ ପରିସରରେ ଗତ ୨୪ ତାରିଖରୁ ଚାଲିଥିବା ସିବିଏସ୍‌ଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ରବିବାର ଉଦଯାପିତ…

ଶେଷ ପର୍ଯ୍ୟନ୍ତ ମିଳିଲାନି ସରକାରୀ ବ୍ୟବସ୍ଥା: ଶେଷରେ ୭ ବର୍ଷର ଆଦିବାସୀ ଶିଶୁର ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୬ା୭ (ଦୁର୍ଗା କୀର୍ତ୍ତି): ସରକାରୀ ବ୍ୟବସ୍ଥାର ଫମ୍ପା ପ୍ରତିଶ୍ରୁତି, ପ୍ରଶାସନିକ ଅବହେଳା ଓ ସ୍ଥାନୀୟ ଜନପ୍ରତିନିଧିଙ୍କ ଆନ୍ତରିକତାର ଅଭାବ ଯୋଗୁ ସହାୟତା ପାଇବା ପୂର୍ବରୁ…

ଅଙ୍ଗନବାଡି ସଂଘର ବଡ଼ ଘୋଷଣା: ଏହିଦିନ ହେବ ରାଲି

ଗୁଡାରି,୨୬।୭(ପ୍ରମୋଦ କୁମାର ପତି ): ରବିବାର ଗୁଡାରି ବ୍ଲକ ଅଙ୍ଗନବାଡି ସଂଘ ପକ୍ଷରୁ ସ୍ଥାନୀୟ ଦୁର୍ଗାପୂଜା ମଣ୍ଡପରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ସଙ୍ଘର ନିଷ୍ପତ୍ତି…

ଅଞ୍ଚଳରେ ଚାଞ୍ଚଲ୍ୟ: ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ହାଣିଲେ, ଲୋକେ ପାଟିକରିବାରୁ…

ପୁରୁଷୋତ୍ତମପୁର,୨୬।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ପଷ୍ଟ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ନିର୍ମମ ଭାବରେ ହାଣି ହତ୍ୟା ଉଦ୍ୟମ କରିବା…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ଚାଲିଗଲା ପ୍ରାଣ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ଜକା ଗ୍ରାମରେ ଅଭାବନୀୟ ଘଟଣା। ବିଲକୁ କାମ କରିବାକୁ ଯାଇ ପୋଖରୀରେ ଗାଧୋଉଥିବା ବେଳେ ଗୋଡ଼ ଖସି…

ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ

ପୁରୀ,୨6ା୭(ଅଜିତ୍‌ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri