ସ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ, ସ୍ବାମୀ ଗିରଫ

ନୂଆଗାଁ, ୧୧।୩ (ଡି.ଏନ୍‌.ଏ.): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର କଇଁଆ ସାହିରେ ମଙ୍ଗଳବାର ସ୍ବାମୀଙ୍କ ଆକ୍ରମଣରେ ସ୍ତ୍ରୀ ଗୁରୁତର ହୋଇଛନ୍ତି। ଗୁରୁତର ହେଲେ ଲକ୍ଷ୍ମୀ ନାୟକ।
ମିଳିଥିବା ସୂଚନା ଅନୁଯାୟୀ, ମହିପୁର ଗ୍ରାମର ବସନ୍ତ ନାୟକ ମଦ୍ୟପାନକରି ସ୍ତ୍ରୀ ଲକ୍ଷ୍ମୀଙ୍କୁ ସବୁବେଳେ ଗାଳିଗୁଲଜ କରିବା ସହ ମାରପିଟ କରୁଥିଲେ। ତେଣୁ ଲକ୍ଷ୍ମୀ ଗତ କିଛିଦିନ ହେବ ନିଜ ବାପଘରେ ରହୁଥିଲେ। ମଙ୍ଗଳବାର ସନ୍ଧ୍ୟାରେ ଲକ୍ଷ୍ମୀଙ୍କୁ ଆଣିବା ପାଇଁ ବସନ୍ତ ଶ୍ୱଶୁରଘରକୁ ଯାଇଥିଲେ। ସେଠାରେ ଲକ୍ଷ୍ମୀଙ୍କୁ ବାହାରକୁ ଡାକି ଅଣ୍ଟାରେ ରଖିଥିବା ଛୁରି ସାହାଯ୍ୟରେ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ଲକ୍ଷ୍ମୀଙ୍କୁ ନୟାଗଡ଼ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ଘଟଣା ପରେ ବସନ୍ତ ଫେରାର ହୋଇଯାଇଥିଲେ। ଅଭିଯୋଗ ପାଇ ମହିପୁର ଫାଣ୍ଡି ପୋଲିସ ବସନ୍ତଙ୍କୁ ଗିରଫ କରିଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

ଗଞ୍ଜାମ ପୋଲିସ ଜିଲାର ଅପରାଧ ସମୀକ୍ଷା ବୈଠକ: ପେଣ୍ଡିଂ ମାମଲାର ତୁରନ୍ତ ଫଇସଲା ସହ ଅପରାଧୀଙ୍କ ଉପରେ…

ଛତ୍ରପୁର, ୧୪।୭ (ଦିଲ୍ଲୀପ ସାମଲ): ଛତ୍ରପୁରସ୍ଥିତ ଗଞ୍ଜାମ ପୋଲିସ ମୁଖ୍ୟାଳୟ ସମ୍ମିଳନୀ କକ୍ଷଠାରେ ମଙ୍ଗଳବାର ଦିନ ଗଞ୍ଜାମ ପୋଲିସ ଜିଲାର ଅପରାଧ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।…

ଦିନକ ପରେ ରଥଯାତ୍ରା: ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ, ଚଳଚଞ୍ଚଳ ଗଞ୍ଜାମ ସହର

ଗଞ୍ଜାମ, ୧୪।୭ (ବିଦ୍ୟାଧର ସାହୁ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା ପାଇଁ ଆଉ ମାତ୍ର ଦିନକର ସମୟ ବାକି ଅଛି। ଜୁଲାଇ ୧୬ ତାରିଖରେ ମହାପ୍ରଭୁଙ୍କ…

ଶିକ୍ଷୟିତ୍ରୀଙ୍କ ଘରୁ କରିଥିଲେ ଚୋରି: ୩ ଗିରଫ, ଜଣେ ଫେରାର; ସୁନା, ରୁପା ଅଳଙ୍କାର ସହ…

ତୁମୁଡିବନ୍ଧ, ୧୪।୭ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ପୋଲିସ ଏକ ଚୋରି ମାମଲାର ପର୍ଦ୍ଦାଫାଶ କରିବାରେ ସଫଳ ହୋଇଛି। ପ୍ରାୟ ମାସେ ତଳେ…

କୋର୍ଟରେ ହାଜର ନ ହେବାରୁ ବାନ୍ଧିଲା ପୋଲିସ, ଜାମିନ ନାମଞ୍ଜୁର ପରେ ଜେଲ ଗଲେ…

ଦିଗପହଣ୍ଡି, ୧୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଏକ ଜାମିନବିହୀନ ୱାରେଣ୍ଟ ବଳରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

କେସିଙ୍ଗା ମହାବିଦ୍ୟାଳୟରେ ବନମହୋତ୍ସବ ପାଳିତ: ବିଭିନ୍ନ ପ୍ରଜାତିର ବୃକ୍ଷ ରୋପଣ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅନ୍ୟତମ ସରକାରୀ ଅଗ୍ରଣୀ ଶିକ୍ଷନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟ ପରିସର ମଧ୍ୟରେ ଯୁବ ରେଡକ୍ରସ (YRC) ଓ ରାଷ୍ଟ୍ରୀୟ ସେବା ଯୋଜନା (NSS)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri