Posted inଜାତୀୟ

ସ୍ତ୍ରୀଙ୍କ ଇଚ୍ଛାକୁ କରିବେ ପୂରଣ, ଚାକିରିରୁ ଅବସର ନେବା ଦିନ ହେଲିକପ୍ଟରରେ ଗାଁକୁ ଆସିବେ ଏହି ବ୍ୟକ୍ତି

ଗାଜିଆବାଦ୍‌,୩୦।୮: ସ୍ତ୍ରୀଙ୍କ ଇଚ୍ଛାକୁ ପୂରଣ କରିବାକୁ ଯାଇ ଚାକିରିରୁ ଅବସର ନେବା ଦିନ ହେଲିକପ୍ଟରରେ ଗାଁକୁ ଆସିବେ ଗାଜିଆବାଦ୍‌ର ଜଣେ ବ୍ୟକ୍ତି। ଏଥିପାଇଁ ଆଗୁଆ ୪ଲକ୍ଷ ଟଙ୍କା ଦେଇ ହେଲିକପ୍ଟର ବୁକ୍‌ କରିଛନ୍ତି। ନରେନ୍ଦ୍ର କୁମାର ନାମକ ଏହି ବ୍ୟକ୍ତି ଜଣଙ୍କ ଗାଜିଆବାଦ ନଗର ନିଗମରେ ଦୀର୍ଘ ୩୩ ବର୍ଷ ହେବ ଚାକିରି କରିଆସୁଛନ୍ତି। ଅଗଷ୍ଟ ୩୧ରେ ସେ ଅବସର ନେବେ। ଏହା ପୂର୍ବରୁ ତାଙ୍କ ସ୍ତ୍ରୀ ଏହି ଦିନକୁ ଅଭୁଲା କରିବା ପାଇଁ ଅବସର ଦିନ ଗାଁକୁ ହେଲିକପ୍ଟରରେ ଆସିବାକୁ ସ୍ବାମୀଙ୍କୁ ଅନୁରୋଧ କରିଥିଲେ। ସ୍ତ୍ରୀଙ୍କ କଥାକୁ କାଟି ନ ପାରି ହେଲିକପ୍ଟରରେ ଆସିବାର ବନ୍ଦୋବସ୍ତ କରିଥିଲେ ନରେନ୍ଦ୍ର। ଗାଁ ପାଖରେ ଏକ ହେଲିପ୍ୟାଡ୍‌ ନିର୍ମାଣ କରାଯାଇଛି। ଅବସର ଦିନ ଅପରାହ୍ନ ୪ଟାବେଳେ କବିନଗର ରାମଲୀଳା ମୈଦାନରୁ ହେଲିକପ୍ଟରରେ ଉଡାଣ ଭରିବ।


Enter your email to get our daily news in your inbox.

All Right Reserved By Dharitri.Com

‘କେଜ୍‌ରିଓ୍ବାଲଙ୍କୁ ଧୀର ମୃତ୍ୟୁ ଦିଆଯାଉଛି’

ନୂଆଦିଲ୍ଲୀ,୨୦।୪: ମଦ ଦୁର୍ନୀତି ମାମଲାରେ ତିହାର ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଦେହରେ ମଧୁମେହ ସ୍ତର ବୃଦ୍ଧି ନେଇ ରାଜନୀତି ସରଗରମ ରହିଛି। ଗୋଟିଏ...

କଂଗ୍ରେସକୁ ବଡ଼ ଝଟ୍‌କା, ହାତ ଛାଡି ପଦ୍ମ ଧରିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ

ନୂଆଦିଲ୍ଲୀ, ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଲାଗିଲା ବଡ ଝଟକା। ହାତ ଛାଡିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ ସହଯୋଗୀ। ହାତ ଛାଡିଛନ୍ତି ହିମାଚଳ ପ୍ରଦେଶ କଂଗ୍ରେସ...

Featured Video Play Icon

ମାର୍କେଟକୁ ଆସିଲା ଏସି ହେଲମେଟ୍‌, ଦାମ୍‌ ମାତ୍ର ଏତିକି…

ନୂଆଦିଲ୍ଲୀ,୨୦।୪: କେବଳ ରାଜ୍ୟରେ ନୁହେଁ ସାରା ଦେଶରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅସହ୍ୟ ତାତିକୁ ନିଆଁବର୍ଷା ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ବାହାରେ ହେଉ କି...

‘ଯେମିତି କଂଗ୍ରେସ ରାଜକୁମାର ଆମେଠି ଛାଡ଼ିଛନ୍ତି, ଓ୍ବାୟନାଡ ବି ଛାଡ଼ିବେ’

ନୂଆଦିଲ୍ଲୀ,୨୦।୪: ମହାରାଷ୍ଟ୍ରର ନନ୍ଦେଡ଼ରେ ନିର୍ବାଚନ ରାଲିକୁ ସମ୍ବୋଧିତ କରିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସର ରାଜକୁମାରଙ୍କୁ ଓ୍ବାୟନାଡ଼ରେ ବିପଦ...

କଂଗ୍ରେସକୁ ବଡ଼ ଝଟ୍‌କା: ଭାଜପାରେ ସାମିଲ ହେବେ ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ନେତା ତାଜିନ୍ଦର ସିଂ

ସିମ୍‌ଲା,୨୦।୪: ହିମାଚଳ ପ୍ରଦେଶରେ କଂଗ୍ରେସକୁ ଲାଗିଛି ବଡ଼ ଝଟ୍‌କା। ରାଜ୍ୟ ପ୍ରଭାରୀ ସଚିବ ତଥା ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ତାଜିନ୍ଦର ସିଂ ବିଟ୍ଟୁ ଦଳରୁ...

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri