ସ୍ତ୍ରୀହନ୍ତାଙ୍କୁ ଆଜୀବନ ଜେଲ

ଢେଙ୍କାନାଳ ଅଫିସ, ୨୧।୨ – ଢେଙ୍କାନାଳ ଜିଲା ରାସୋଳ ଥାନା ଅଞ୍ଚଳରେ ୨୦୧୮ରେ ଘଟିଥିବା ରଶ୍ମିତା ନାୟକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ଜିଲା ଦୌରାଜଜ୍‌ ମଳୟ ରଞ୍ଜନ ଦାସ ଅଭିଯୁକ୍ତ ସ୍ବାମୀ ମହେନ୍ଦ୍ର ନାୟକଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ମାମଲାକୁ ସରକାରୀ ପବ୍ଲିକ ପ୍ରସିକ୍ୟୁଟର ଗଣେଶ କୁମାର ବେହେରା ପରିଚାଳନା କରିଥିଲେ।
ମାମଲାର ବିବରଣୀ ଅନୁଯାୟୀ, ଅର୍ଜୁନ ନାୟକଙ୍କ ଭଉଣୀ ରଶ୍ମିତା (୨୦)ଙ୍କୁ ୨୦୧୭ରେ କୁଟୁଣିଆ ଗ୍ରାମର ମହେନ୍ଦ୍ର ନାୟକ (୩୦) ବାବନ୍ଧ ଶିବ ମନ୍ଦିରରେ ବୈଦିକ ରୀତିରେ ବିବାହ କରିଥିଲେ। ବିବାହର କିଛିଦିନ ପରେ ମହେନ୍ଦ୍ର ଯୌତୁକ ଦାବି କରି ରଶ୍ମିତାଙ୍କୁ ନିର୍ଯାତନା ଦେବା ଆରମ୍ଭ କରିଥିଲେ। ଏ ନେଇ ରଶ୍ମିତା ପରିବାର ଲୋକଙ୍କ ସମେତ ସମ୍ପର୍କୀୟଙ୍କୁ ଅବଗତ କରାଇଥିଲେ। ୨୦୧୮ ଜୁନ୍‌ ୬ରେ ରଶ୍ମିତାଙ୍କୁ ତଣ୍ଟି ଚିପି ମହେନ୍ଦ୍ର ହତ୍ୟା କରିଥିବା ନେଇ ଅର୍ଜୁନ ସୂଚନା ପାଇଥିଲେ। ତାଙ୍କ ଅଭିଯୋଗକୁ ଭିତ୍ତିକରି ସେହି ସମୟରେ ଥାନାରେ ନଂ. ୫୧/୨୦୧୮, ଦଫା ୪୯୮ (ଏ), ୩୦୪ (ବି), ୩୦୨ ଓ ୪ ଡିପି


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri