ସ୍ତ୍ରୀ ମୀରାଙ୍କ ପ୍ରଶଂସାରେ ଶତମୁଖ ଶାହିଦ

ପ୍ରଥମେ ଅଭିନେତ୍ରୀଙ୍କ ପ୍ରେମରେ ପଡ଼ିବା ପରେ ହଠାତ୍‌ ମୀରା ରାଜପୁତଙ୍କୁ ବିବାହ କରି ସମସ୍ତଙ୍କୁ ଚକିତ କରିଥିଲେ ଅଭିନେତା ଶାହିଦ କପୁର। ଫିଲ୍ମ ଜଗତ ସହ ମୀରା ଜଡ଼ିତ ନ ଥିବାରୁ ଜଣେ ଅଭିନେତାଙ୍କ ସ୍ତ୍ରୀ ଭାବେ ମିଳାମିଶା କରିବାରେ ଅସୁବିଧା ହେବ ବୋଲି ସମସ୍ତେ କହୁଥିଲେ। ହେଲେ ଏସବୁକୁ ମିଛ ସାବ୍ୟସ୍ତ କରିଛନ୍ତି ମୀରା। ବିବାହ ପରେ ଉଭୟ କ୍ୟାମେରା ସମ୍ମୁଖକୁ ଆସିବା ସମୟରେ ସେ ବେଶ ସ୍ବାଭାବିକ ବ୍ୟବହାର କରିଥିଲେ। ଏହାପରେ ବମ୍ବେରେ ହୋଇଥିବା ଉତ୍ସବରେ ମୀରା ସମସ୍ତଙ୍କ ସହ ଭଲରେ ମିଶିବା ସହ ନିଜର ସ୍ଥାନ ନିଜେ ନିରୂପଣ କରିଥିଲେ ବୋଲି ଏକ ସାକ୍ଷାତକାରରେ କହିଛନ୍ତି ଶାହିଦ। ମୀରା ଯେପରି ଅଛନ୍ତି ସମସ୍ତଙ୍କୁ ପସନ୍ଦ ଆସି ସାରିଛନ୍ତି। ଏଣୁ ତାଙ୍କୁ ବଦଳିବା ଆବଶ୍ୟକ ନାହିଁ ବୋଲି ଶାହିଦ କହିଛନ୍ତି।

ନିକଟରେ ନିର୍ଦ୍ଦେଶକ କରନ ଜୋହରଙ୍କ ପାର୍ଟିରେ ମୀରାଙ୍କୁ ଏକ ଭିନ୍ନ ଅନ୍ଦାଜରେ ଦେଖିବାକୁ ମିଳିଥିଲା। ଅନ୍ତର୍ଜାତୀୟ ପପ୍‌ ଷ୍ଟାର କୈଟି ପେରୀଙ୍କ ସହ ସେ କଥା ହେଉଥିବା ବେଳର ଏକ ଭିଡିଓ ଭାଇରାଲ ହୋଇଥିଲା। ଏଥିରେ କୈଟିଙ୍କୁ ମୀରା କିଛି କହୁଥିବା ଏବଂ ସେ ଚକିତ ହୋଇଯାଇଥିଲେ। ସେହି ସମୟରେ ନିକଟରେ ଛିଡ଼ା ହୋଇଥିବା ଶାହିଦ ଏବଂ କରନ ହସୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

ଟିଏମ୍‌ସି ନେତା ଅଭିଷେକଙ୍କୁ ଆକ୍ରମଣ

କୋଲକାତା,୩୦।୫: ଟିଏମ୍‌ସି ନେତା ତଥା ସାଂସଦ ଅଭିଷେକ ବାନାର୍ଜୀଙ୍କ ଉପରେ ଶନିବାର ସନ୍ଧ୍ୟାରେ କିଛି ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଅଭିଷେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri