Posted inଖେଳ

ସ୍ତ୍ରୀ ସାକ୍ଷୀଙ୍କ ସହ କେମିତି ଖୁସିରେ ଅଛନ୍ତି, ରାଜ୍‌ ଖୋଲିଲେ ଧୋନୀ

ଭାରତୀୟ କ୍ରିକେଟ ଟିମର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଗତ ପାଞ୍ଚମାସ ଧରି କ୍ରିକେଟରୁ ଦୂରରେ ଅଛନ୍ତି। ଏଭଳି ସ୍ଥିତିରେ ଧୋନୀ ପୁଣିଥରେ ଅନ୍ତର୍ଜାତୀୟ କ୍ରିକେଟକୁ କେବେ ଫେରିବେ, ତାହା ବଡ ପ୍ରଶ୍ନ ହୋଇ ରହିଛି। କିନ୍ତୁ ଅବସରକୁ ନେଇ ଚିନ୍ତିତ ନାହାନ୍ତି ଧୋନୀ। ଏବେ ସେ ନିଜ ପରିବାର ସହ ସମୟ ବିତାଉଛନ୍ତି। ଚେନ୍ନାଇରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭାଗ ନେଇ ଧୋନୀ ବ୍ୟକ୍ତିଗତ ଜୀବନୀକୁ ବଡ ଖୁଲାସା କରିଛନ୍ତି। ଏହି କାର୍ଯ୍ୟକ୍ରମରେ ତାଙ୍କ ବିବାହକୁ ନେଇ ପ୍ରଶ୍ନ ପଚରାଯିବାରୁ ଧୋନୀ କହିଥିଲେ, ବିବାହର ପ୍ରକୃତ ଅର୍ଥ ୫୫ ବର୍ଷରେ ଜଣାପଡେ। ମୁଁ ଏଥିପାଇଁ ଭଲ ସ୍ବାମୀ ବୋଲି ନିଜକୁ କହିବି, କାରଣ ସାକ୍ଷୀ ଯାହା ଇଚ୍ଛା କରନ୍ତି ବା ତାଙ୍କୁ ଯାହା ଭଲ ଲାଗେ ମୁଁ ତାଙ୍କୁ ତାହା କରିବାକୁ ଅନୁମତି ଦିଏ। କାରଣ ସେ ଖୁସି ରହିଲେ ହିଁ ମୁଁ ଖୁସିରେ ରହିପାରିବି। ବିବାହ ପୂର୍ବରୁ ସବୁ ପୁରୁଷ ସିଂହ ଭଳି ଥାନ୍ତି କିନ୍ତୁ ବିବାହ ପରେ ଆପଣ କ’ଣ ତାହା ୫୫ ବର୍ଷରେ ହିଁ ଜଣାପଡେ ବୋଲି ଧୋନୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାପଟେନ୍ସି ଯିବା ପରେ ପ୍ରଥମଥର ବଡ଼ ରାଜ୍‌ ଖୋଲିଲେ ସୂର୍ଯ୍ୟକୁମାର, କହିଲେ- ୩ ଦିନ ପୂର୍ବରୁ…

ନୂଆଦିଲ୍ଲୀ,୨୯।୮: ଭାରତୀୟ ଟି-୨୦ ଦଳର କ୍ୟାପ୍ଟେନ୍ସି ହରାଇବା ଏବଂ ଏହା ପରେ ଦଳରୁ ବାଦ ପଡ଼ିବା ନେଇ ପ୍ରଥମଥର ପାଇଁ ଖୋଲାଖୋଲି ମୁହଁ ଖୋଲିଛନ୍ତି ସୂର୍ଯ୍ୟକୁମାର ଯାଦବ।…

୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର…

FD ରେ ଟଙ୍କା ରଖୁଛନ୍ତି କି? ସେପ୍ଟେମ୍ୱର ୧ରୁ ବଦଳିବ…

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ନିଜର କଷ୍ଟଉପାର୍ଜିତ ଟଙ୍କାକୁ ବ୍ୟାଙ୍କରେ ଫିକ୍ସଡ ଡିପୋଜିଟ (Bank FD) ରେ ନିବେଶ କରିବାକୁ ଭାବୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

ଭାତପୁରା ସ୍କୁଲରେ ଅବ୍ୟବସ୍ଥା: ବିପଦରେ ୧୬୨ ଛାତ୍ରଛାତ୍ରୀ

ଜମନକିରା,୨୯।୮(ରବିନ୍ଦ୍ର ପ୍ରସାଦ ଦାନୀ): ଜମନକିରା ବ୍ଲକ ଡିମିରୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଭାତପୁରା ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭିତ୍ତିଭୂମିର ଦୁରବସ୍ଥା ଯୋଗୁଁ ୧୬୨ ଛାତ୍ରଛାତ୍ରୀ ବିପଦସଙ୍କୁଳ…

ସରକାରଙ୍କ ଚେଷ୍ଟା ଫେଲ୍‌! ପିଆଜ ଦର ୮୦ ଟଙ୍କା ପାର୍‌, ଜାଣନ୍ତୁ ନୂଆ ରେଟ୍‌ ଲିଷ୍ଟ

ନୂଆଦିଲ୍ଲୀ,୨୯।୮: ରୋଷେଇ ଘରରେ ପିଆଜ ଦର ପୁଣିଥରେ ସାଧାରଣ ଲୋକଙ୍କ ବଜେଟକୁ ପ୍ରଭାବିତ କରୁଛି। ଦେଶର ଅନେକ ଅଞ୍ଚଳରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖାଦେଇଛି। କିଛି…

ପୁଣି ସୃଷ୍ଟି ହେଲା ଲଘୁଚାପ: ୬ ଜିଲାରେ ଅତିପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୯।୮: ବଙ୍ଗୋପସାଗର ପାର୍ଶବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସକାଳ ୫ଟା ୩୦ପେଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବାର ଜଣାପଡ଼ିଛି।…

ପୁନଃରୁଦ୍ଧାର ହେବ କେସିଙ୍ଗା କୋଣାର୍କ ସୂତାକଳ: ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା କୋଣାର୍କ ସୂତାକଳର ପୁନରୁଦ୍ଧାର,କାର୍ଯ୍ୟକ୍ଷମ ଓ ଘରୋଇକରଣ କରାଯିବା ପାଇଁ ରାଜ୍ୟ ସରକାରଙ୍କ ସମବାୟ ତଥା ହସ୍ତତନ୍ତ ଓ ବୟନଶିଳ୍ପ…

୩ ମାସ ମଧ୍ୟରେ ଟିମ୍‌ ଇଣ୍ଡିଆରେ ହେବ ବଡ଼ ପରିବର୍ତ୍ତନ ଆସିବ: ବାଦ୍‌ ପଡ଼ିପାରନ୍ତି ୪ ଖେଳାଳି

ନୂଆଦିଲ୍ଲୀ,୨୯।୮: IPL 2026 ଶେଷ ହେବା ପରେ ଭାରତୀୟ ଦଳ ତାର ଟେଷ୍ଟ କ୍ରିକେଟ ସିଜିନର ଏକ ଦୃଢ଼ ଆରମ୍ଭ କରିଛି। ଆଫଗାନିସ୍ତାନ ବିପକ୍ଷରେ ଏକ ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri