Posted inଜାତୀୟ

ସ୍ତ୍ରୀ, ୩ ସନ୍ତାନଙ୍କୁ ହତ୍ୟା କରି ଶଳାଙ୍କୁ ଭିଡିଓ ପଠାଇଲେ ଜଣେ ଇଞ୍ଜିନିୟର

ଗାଜିଆବାଦ, ୨୨।୪: ଉତ୍ତର ପ୍ରଦେଶର ଗାଜିଆବାଦ ସହରରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ସ୍ତ୍ରୀ ଓ ୩ ସନ୍ତାନଙ୍କ ହତ୍ୟା କରି ଶଳାକୁ ଭିଡିଓ ପଠାଇଛନ୍ତି ଜଣେ ଇଞ୍ଜିନିୟର। ଇନ୍ଦିରାପୁରମ୍‌ ଜ୍ଞାନଖଣ୍ଡ-୪ରେ ରହୁଥିବା ସୁମିତ କୁମାର(୩୭) ଶନିବାର ଏବଂ ରବିବାର ରାତିରେ ସ୍ତ୍ରୀ ଓ ପିଲାଙ୍କୁ ହତ୍ୟା କରି ଏହାର ଏକ ଭିଡିଓ ପ୍ରସ୍ତୁତ କରିଥିଲେ। ଏହାପରେ ଏହି ଭିଡିଓଟିକୁ ନିଜ ଶଳାଙ୍କୁ ପଠାଇଥିଲେ। ସୂଚନାଯୋଗ୍ୟ, ସୁମିତ ବେଙ୍ଗାଲୁରୁର ଏକ କମ୍ପାନୀରେ ସଫ୍ଟଓ୍ବେୟାର ଇଞ୍ଜିନିୟର ଭାବେ ଚାକିରି କରୁଥିଲେ। ଗତ ଜାନୁଆରୀ ମାସରୁ ଚାକିରି ଛାଡି ଆସି ଘରେ ରହୁଥିଲେ। ଘରେ ସ୍ତ୍ରୀ ଅଶୁଂବାଳା(୩୫), ପୁଅ ପ୍ରଥମେଶ(୬), ଏବଂ ଦୁଇ ଯମଜ ସନ୍ତାନ ଆରବ, ଆକୃତିଙ୍କ ସହ ରହୁଥିଲେ। ଆର୍ଥିକ ଅନାଟନ କାରଣରୁ ବେଧହୁଏ ଏଭଳି କାଣ୍ଡ ସୁମିତ ଘଟାଇଥାଇ ପାରନ୍ତି ବୋଲି ପୋଲିସ ସନ୍ଦେହ କରୁଛି। ଅଭିଯୁକ୍ତ ଏପର୍ଯ୍ୟନ୍ତ ଫେରାର ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

ଜଳବାୟୁ ସମ୍ମିଳନୀରେ ବଡ଼ ବାର୍ତ୍ତା ଦେଲେ ମୋଦି, କହିଲେ, ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ନୂଆଦିଲ୍ଲୀରେ ‘ପରିବେଶ ଏବଂ ଜଳବାୟୁ ଗତିଶୀଳତାର ଭବିଷ୍ୟତ’ (The Future of Environment and Climate Dynamics) ବିଷୟ ଉପରେ…

୨୪ ଘଣ୍ଟା ନ ପୂରୁଣୁ ମମତାଙ୍କୁ ପୁଣି ବଡ଼ ଝଟକା: ନିର୍ବାଚନରୁ ଓହରିଯିବା ନେଇ ଘୋଷଣା କଲେ…

କୋଲକାତା,୧୯।୯: ପଶ୍ଚିମବଙ୍ଗର ଆଗାମୀ ଉପନିର୍ବାଚନକୁ ନେଇ ରାଜନୈତିକ ଚିତ୍ର ଦ୍ରୁତ ବଦଳୁଛି। ନନ୍ଦୀଗ୍ରାମ ପରେ ଏବେ ରେଜିନଗରରେ ମଧ୍ୟ ମମତା ବାନାର୍ଜୀଙ୍କ ଶିବିରକୁ ଝଟକା ଲାଗିଛି। ରେଜିନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?