ସ୍ଥିତି ସ୍ବାଭାବିକ ନ ହେଲେ ଭାରତ ଫେରିବେନି ସୋନୁ

ନୂଆଦିଲ୍ଲୀ,୨୧।୩: ଭାରତରେ ଲଗାତାର ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦେଖି ବଲିଉଡ୍‌ ଗାୟକ ସୋନୁ ନିଗମ ଏକ ନିଷ୍ପତ୍ତି ନେଇଛନ୍ତି। ଏବେ ସୋନୁ ଦୁବାଇରେ ଥିବା ବେଳେ କରୋନାକୁ ନେଇ ସାରା ବିଶ୍ୱର ପରିସ୍ଥିତି ସ୍ବାଭାବିକ ନ ହେଲେ ସେ ଭାରତ ଫେରିବେ ନାହିଁ ବୋଲି କହିଥିବା ଜଣାପଡିଛି। ସୋନୁଙ୍କ ପୁଅ ଦୁବାଇରେ ପାଠ ପଢୁଥିବାରୁ ଏବେ ସେ ପରିବାର ସହ ଦୁବାଇରେ ଅଛନ୍ତି। ଆଉ ପୁଅର ସ୍କୁଲ ଛୁଟି ଥିବାରୁ ଏବେ ପରିବାରର ସମସ୍ତ ସଦସ୍ୟ ଆଇସୋଲେଶନରେ ଥିବା ସେ କହିଛନ୍ତି। ଭାରତ ଫେରିଲେ ତାଙ୍କୁ ପୁଣିଥରେ କ୍ୱାରାଣ୍ଟାଇନରେ ରହିବାକୁ ପଡିବ ଯାହା ସ୍ବାସ୍ଥ୍ୟକର୍ମୀ ଓ ଡାକ୍ତରଙ୍କ ପାଇଁ ଆଉ ଏକ ସମସ୍ୟା ବୋଲି ସେ କହିଛନ୍ତି। ଏହାସହ ରବିବାର ପାଳନ କରାଯାଉଥିବା ‘ଜନତା କର୍ଫ୍ୟୁ’ରେ ସେ ଏକ ଲାଇଭ୍‌ କନସର୍ଟର ବ୍ୟବସ୍ଥା କରିଥିବା କହିଛନ୍ତି। ଏହା ଭାରତୀୟ ସମୟ ରାତି ୮ଟାରେ ସୋନୁଙ୍କ ସମସ୍ତ ସୋସିଆଲ ମିଡିଆ ପ୍ଲାଟଫର୍ମରେ ପ୍ରସାରଣ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri