ସ୍ନାନମଣ୍ଡପରେ ଶ୍ରୀ ବଳଦେବଜୀଉ: ମନ୍ଦିର ନିକଟରେ ୧୪୪ ଧାରା ଜାରି, ଦର୍ଶନରୁ ବଞ୍ଚିତ ଶ୍ରଦ୍ଧାଳୁ

କେନ୍ଦ୍ରାପଡ଼ା ଅଫିସ,୫ା୬: ତୁଳସୀ କ୍ଷେତ୍ରାଧିପତି ଶ୍ରୀ ବଳଦେବଜୀଉଙ୍କ ସ୍ନାନଯାତ୍ରା ନୀତି ଶୁକ୍ରବାର ଅରମ୍ଭ ହୋଇଛି। ପ୍ରତ୍ୟୁଷରୁ ମଙ୍ଗଳାର୍ପଣ ପରେ ଶ୍ରୀ ବଳଦେବଜୀଉଙ୍କ ସହିତ ପ୍ରଭୁ ଜଗନ୍ନାଥ ଏବଂ ମା’ ସୁଭଦ୍ରାଙ୍କୁ ସ୍ନାନମଣ୍ଡପକୁ ସୀମିତ ସଂଖ୍ୟକ ସେବାୟତମାନେ ନେଇଥିଲେ। ଶ୍ରୀଜିଉଙ୍କ ସ୍ନାନ ନୀତି ଆରମ୍ଭ ହୋଇଥିଲା ବେଳେ ଅପରାହ୍ନରେ ଗଜବେଶ ହେବ।
ସୂଚନାଯୋଗ୍ୟ ଯେ, କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଶ୍ରୀଜିଉଙ୍କ ମନ୍ଦିର ନିକଟରେ ୧୪୪ ଧାରା ଜାରି ହୋଇଛି। ଫଳରେ ଶ୍ରଦ୍ଧାଳୁମାନେ ଶ୍ରୀଜିଉଙ୍କ ସ୍ନାନ ଯାତ୍ରା ଉତ୍ସବ ଦର୍ଶନରୁ ବଞ୍ଚିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri