ସ୍ନାନଯାତ୍ରା ପ୍ରସ୍ତୁତି : ଆଜି ୧୦ ନିଯୋଗ ସହ ବୈଠକ

ପୁରୀ ଅଫିସ,୨୧।୫: ଆସନ୍ତା ଜୁନ୍‌ ୫ତାରିଖରେ ସ୍ନାନଯାତ୍ରା। ସ୍ନାନମଣ୍ଡପରେ ପ୍ରତ୍ୟକ୍ଷ ସ୍ନାନ କରିବେ ଦାରୁଦିଅଁ। ତେଣୁ ସ୍ନାନଯାତ୍ରାକୁ କିପରି ଶୃଙ୍ଖଳିତ ଭାବେ ସମ୍ପନ୍ନ କରାଯିବ ସେ ନେଇ ବିଭିନ୍ନ ନିଯୋଗ ସହ ଆଲୋଚନା କରୁଛି ଶ୍ରୀମନ୍ଦିର ପ୍ରଶାସନ। ଗତ ୧୨ ତାରିଖରେ ଦଇତାପତି ନିଯୋଗ ସହ ଆଲୋଚନା ହୋଇଥିବାବେଳେ ଗୁରୁବାର ସ୍ନାନଯାତ୍ରା ସହ ସମ୍ପୃକ୍ତ ଅନ୍ୟ ୧୦ଟି ନିଯୋଗ ସହ ବୈଠକ ହେବ। ମଧ୍ୟାହ୍ନ ୧୨ଟାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହେବାର କାର୍ଯ୍ୟକ୍ରମ ରହିଛି। ବିଶେଷକରି ସରକାରଙ୍କ କୋଭିଡ-୧୯ ଗାଇଡଲାଇନକୁ ମାନି କିପରି ଠାକୁରଙ୍କ ନୀତିକାନ୍ତି କରାଯିବ ସେନେଇ ଆଲୋଚନା ହେବ। ସେହିପରି ସାମାଜିକ ଦୂରତା ଉପରେ ଯେପରି ସମସ୍ତେ ଗୁରୁତ୍ୱ ଦେବେ ସେ ସମ୍ପର୍କରେ ସେବାୟତମାନଙ୍କୁ କୁହାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତି ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

ସାନଖେମୁଣ୍ଡିରେ ବନ ବିଭାଗ ପ୍ରକଳ୍ପରୁ ସାମଗ୍ରୀ ଚୋରି: ପାଣି ମୋଟର-ସୋଲାର ପ୍ୟାନେଲ ଜବତ, ଜେଲ୍‌ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ପଞ୍ଚାୟତ ଅନ୍ତର୍ଗତ ସଅଁଢେପ ଗ୍ରାମର ଏକ ବନ ବିଭାଗ ଜଳାଶୟ ପ୍ରକଳ୍ପରୁ ବିଭିନ୍ନ ସାମଗ୍ରୀ ଚୋରି…

ଭଞ୍ଜନଗରରେ ଖରିଫ୍ ଧାନକିଣା: ଅଗଷ୍ଟ ୩୧ ପର୍ଯ୍ୟନ୍ତ ଚାଲିବ ପଞ୍ଜୀକରଣ, ତାଲିମ୍ ଶିବିରରେ…

ଭଞ୍ଜନଗର,୧୨।୮(ବାବୁଲା ପ୍ରଧାନ)- ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଖରିଫ୍ ଧାନକିଣା ପାଇଁ ଚାଷୀ ପଞ୍ଜୀକରଣ ଉପରେ ଏକ ଉପଖଣ୍ଡସ୍ତରୀୟ…

ଆଉ ନାହାନ୍ତି ଖେଳ ଶିକ୍ଷକ ଲକ୍ଷ୍ମୀଧର, ହାଟଡିହୀରେ ଶୋକର ଛାୟା

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ହାଇସ୍କୁଲର ପୂର୍ବତନ ଖେଳ ଶିକ୍ଷକ ଲକ୍ଷ୍ମୀଧର ପହିଙ୍କର ୮୨ ବର୍ଷ ବୟସରେ ପରଲୋକ ଘଟିଛି। କିଛିଦିନ ହେବ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri