ସ୍ନାୟୁରୋଗରୁ ଦୂରେଇ ରହିବା ପାଇଁ ସପ୍ତାହରେ ୨ ଥର ୧୫ ମିନିଟ୍‌ କରନ୍ତୁ ଏହି ଆସନ…

ସିଂହାସନ ଆସନର ନାମ ଅନୁସାରେ ଏହାକୁ ସେଭଳି କରିବାକୁ ମଧ୍ୟ ପଡିଥାଏ। ଏହି ଆସନରେ ସିଂହ ଭଳି ବସିବାକୁ ପଡିଥାଏ। ସିଂହାସନ କରିବା ଦ୍ୱାରା ଆଖି,ମୁହଁ ଓ ବେକର ବ୍ୟାୟାମ ହୋଇଥାଏ। ଏହାଦ୍ୱାରା ଶରୀର ଭିତରକୁ ପର୍ଯ୍ୟାପ୍ତ ପରିମାଣରେ ଅମ୍ଳଜାନ ଯିବା ସହ ରକ୍ତ ସଞ୍ଚାଳନ ଭଲଭାବେ ହୋଇଥାଏ। ପ୍ରତିଦିନ ସକାଳୁ ଅବା ସପ୍ତାହରେ ୨-୩ ଥର ୧୫ ମିନିଟ୍‌ ଏହି ଆସନ କରିବା ଫଳରେ ସ୍ନାୟୁରୋଗ ଦୂର ହୋଇଥାଏ। ଏହି ଆସନ କଲେ ମାନସିକ ଚାପ ହ୍ରାସ ପାଇଥାଏ। ସିଂହାସନ କରିବା ଲାଗି ପ୍ରଥମେ ଦୁଇ ଗୋଡକୁ ଆଣ୍ଠୁପାଖରୁ ଅଧାଭାଙ୍ଗି ଏକାଠି କରାଯାଇଥାଏ। ଏହାଉପରେ ବସିବାକୁ ହୋଇଥାଏ। ଡାହାଣ ହାତକୁ ଡାହାଣ ଆଣ୍ଠୁ ଓ ବାମ ହାତକୁ ବାମ ଆଣ୍ଠୁରେ ରଖି ପାଟିବାଟେ ଧୀରେ ଧୀରେ ନିଶ୍ୱାସ ଛାଡିବାକୁ ହୋଇଥାଏ। ଏହାପରେ ପାଟି ଖୋଲି ଜିଭ ବାହାରକୁ କରି ବାରମ୍ବାର ନିଶ୍ୱାସ ପ୍ରଶ୍ୱାସ ନେବାକୁ ହୋଇଥାଏ। ଥରକେ ଏଭଳି ୫-୬ ଥର କଲେ ସୁଫଳ ମିଳେ। ଏହି ସମୟରେ ମେରୁଦଣ୍ଡକୁ ସିଧା ରଖିବା ଆବଶ୍ୟକ। ଏହି ଆସନ ଦ୍ୱାରା ମେରୁଦଣ୍ଡ ହାଡ ମଧ୍ୟ ମଜବୁତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….

ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?