Posted inଜାତୀୟ

ସ୍ପାଇସ୍‌ ଜେଟ୍‌ ବିମାନରୁ କରୋନା ସନ୍ଦେହରେ ଯାତ୍ରୀଙ୍କୁ ଓହ୍ଲାଇ ଦିଆଗଲା

ନୂଆଦିଲ୍ଲୀ,୧୩।୨: ସ୍ପାଇସ୍‌ ଜେଟ୍‌ ବିମାନରୁ କରେନା ସନ୍ଦେହରେ ଜଣେ ଯାତ୍ରୀଙ୍କୁ ଓହ୍ଲାଇ ଦିଆଯାଇଛି। ବ୍ୟାଙ୍କକରୁ ଦିଲ୍ଲୀ ଆସୁଥିବା ଏସ୍ଜି-୮୮ ବିମାନରେ ଯାତ୍ରୀ ଜଣକ ଥିଲେ। ତାଙ୍କୁ କରୋନା ସଂକ୍ରମଣ ହୋଇଥିବା ଆଶଙ୍କା କରି ତୁରନ୍ତ ଏଭଳି କରାଯାଇଥିବା କୁହାଯାଇଛି। ଦିଲ୍ଲୀ ପହଞ୍ଚିବା ପରେ ଯାତ୍ରୀଙ୍କୁ ବିମାନ ବନ୍ଦର ସ୍ବାସ୍ଥ୍ୟ ସେବା ସଂଗଠନଙ୍କୁ ହସ୍ତାନ୍ତର କରାଯାଇଛି। ଯାତ୍ରୀ ଜଣକ ଏଫ୍‌-୩୧ ସିଟ୍‌ରେ ଯାତ୍ରା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

୧୨ ବର୍ଷ ପରେ ସିଂହ ରାଶିରେ ଘଟୁଛି ଅଦ୍ଭୁତ ଘଟଣା: ୨୦୨୭ ଯାଏ ୩ ରାଶି ପାଇଁ ସୁବର୍ଣ୍ଣ ସମୟ, ମାଲାମାଲ ସହ ନୂଆ ଚାକିରି…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଆସନ୍ତା ୩୧ ଅକ୍ଟୋବର ୨୦୨୬ରେ ଗୁରୁ ଗ୍ରହ ଏକ ବଡ଼ ରାଶି ପରିବର୍ତ୍ତନ କରିବେ। ଦିନ ୧୨ଟା ୦୧ ମିନିଟରେ ଗୁରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?