ସ୍ପେନରେ ୨୪ ଘଣ୍ଟାରେ ୭,୦୨୬ ନୂଆ କରୋନା ସଂକ୍ରମିତ ଚିହ୍ନଟ

ମାଡ୍ରିଡ଼,୪।୪:ସ୍ପେନ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ ଶନିବାର ସୁଦ୍ଧା ସେଠାରେ ୭,୦୨୬ ନୂଆ କରୋନା ସଂକ୍ରମିତ ଚିହ୍ନଟ ହେଵା ସହ ୮୦୯ ଜଣଙ୍କ ମୃତ୍ୟୁ ହୋଇଛି। ୟୁରୋପ ଗଣମାଧ୍ୟମର ସୂଚନା ଅନୁଯାୟୀ ଏବେସୁଦ୍ଧା ୟୁରୋପରେ ୧୧,୭୪୪ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ରହିଛି ୧୨୪,୭୩୬ ଏମାନଙ୍କ ମଧ୍ୟରୁ ୩୪,୨୧୯ ଜଣ ସୁସ୍ଥ ହୋଇଛନ୍ତି। ୬,୫୦୦ ଜଣ ଆଇସିୟୁରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍‌ରେ ପିଟି ପିଟି ମାରିଦେଲେ

କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ…

ମଙ୍ଗଳ-ଗୁରୁଙ୍କ ମହାଯୁତି: ପୂରା ଅକ୍ଟୋବର ଏହି ୩ ରାଶିଙ୍କ ପାଇଁ ସୁବର୍ଣ୍ଣ ସମୟ, ଅଯାଚିତ ଟଙ୍କା ମିଳିବ…

ମଙ୍ଗଳ ଏବଂ ବୃହସ୍ପତି (ଗୁରୁ) ଜ୍ୟୋତିଷ ଶାସ୍ତ୍ରର ଦୁଇଟି ପ୍ରମୁଖ ଗ୍ରହ ଭାବରେ ବିବେଚନା କରାଯାଏ, ଯାହାଙ୍କର ପ୍ରଭାବ ଜାତକମାନଙ୍କ ଜୀବନ ଉପରେ ବେଶ ଗୁରୁତ୍ୱପୂର୍ଣ୍ଣ ରହିଥାଏ।…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି, କୃଷକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୯: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଏବଂ ଅର୍ଥନୈତିକ ବ୍ୟାପାର ସମ୍ୱନ୍ଧୀୟ କ୍ୟାବିନେଟ କମିଟି (CCEA)ରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ‘ପିଏମ…

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

ମଝି ଆକାଶରେ ଝଗଡ଼ା ଲାଗିଲେ ୨ ପାଇଲଟ୍‌, ବିମାନ ଜରୁରୀ ଅବତରଣ କରିବା ପରେ…

ଦୁବାଇ,୩୦ା୯: ବୁଧବାର ଦୁବାଇରୁ ତେଲ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନ ଏଫ୍‌ ଜେଡ୍‌ ୧୦୭୩କୁ ସାଉଦି ଆରବର ତାବୁକ ବିମାନବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ବିମାନଟି ଜରୁରୀକାଳିନ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?