ସ୍ପେନ୍‌ରେ ଦିନକରେ ୨ ହଜାର ସଂକ୍ରମିତ

ମାଡ୍ରିଡ୍‌,୧୬।୩ : ଚାଇନାରେ କରୋନା ଭୂତାଣୁ ସଂକ୍ରମଣ ହାର କମିଥିବାବେଳେ ୟୁରୋପୀୟ ଦେଶଗୁଡ଼ିକରେ ଏହା ଦ୍ରୁତବେଗରେ ମାଡିଚାଲିଛି। ସ୍ପେନ୍‌ରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦୦୦ ନୂଆ ରୋଗୀ ଚିହ୍ନଟ ହୋଇଥିବାବେଳେ ୧୦୦ରୁ ଅଧିକ ପ୍ରାଣ ହରାଇଛନ୍ତି। ଇଟାଲୀ ପରେ ସ୍ପେନ୍‌ ୟୁରୋପରେ ସର୍ବାଧିକ ପ୍ରଭାବିତ ଦେଶ। ସେଠାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୭୫୩ରେ ପହଞ୍ଚତ୍ଥିବାବେଳେ ୨୮୮ ଜଣଙ୍କ ଜୀବନ ଗଲାଣି। ସ୍ପେନ୍‌ ସରକାର ଦେଶବ୍ୟାପୀ ଶିକ୍ଷାନୁଷ୍ଠାନ, ପର୍ଯ୍ୟଟନସ୍ଥଳ ଆଦି ବନ୍ଦ କରିଦେଇଥିବାବେଳେ ଅତି ଜରୁରୀ ନ ଥିଲେ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି।
ସେହିପରି ଇରାନରେ ମଧ୍ୟ ଗତ ୨୪ ଘଣ୍ଟା ମଧ୍ୟରେ ୧୨୦୯ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୧୧୩ ଜଣଙ୍କ ମୃତ୍ୟୁ ଘଟିଛି। ଆମେରିକା କଟକଣା ଯୋଗୁ ଆର୍ଥିକ ସଙ୍କଟର ସମ୍ମୁଖୀନ ହୋଇଥିବା ଇରାନ କରୋନା ଦ୍ୱାରା ସର୍ବାଧିକ ପ୍ରଭାବିତ ମଧ୍ୟପ୍ରାଚ୍ୟ ରାଷ୍ଟ୍ର। ଏଠାରେ ସଂକ୍ରମିତଙ୍କ ସଂଖ୍ୟା ୧୩,୯୩୮ରେ ପହଞ୍ଚତ୍ଥିବାବେଳେ ମୃତ୍ୟୁସଂଖ୍ୟା ୭୨୪।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଯନ୍ତରମନ୍ତର ଘେରାଉ ପାଇଁ ସିଜେପିର ଆହ୍ୱାନ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ରେ ବ୍ୟାପକ ଅନିୟମିତତା ଏବଂ ୧୩ କୋଟି ଭୋଟରଙ୍କ ନଁା କାଟିବା ଅଭିଯୋଗରେ ମୁଖ୍ୟ ନିର୍ୱାଚନ…

ସିସେଲ୍ସରେ ମଣିଷକୁ ଟପିଲେଣି କଇଁଛ

ଭିକ୍ଟୋରିଆ,୧୧ା୧୦: ଦିନେ ବିଲୁପ୍ତ ହେବାକୁ ବସିଥିବା ଆଲଡାବ୍ରା କଇଁଛଙ୍କ ସଂଖ୍ୟା ବର୍ତ୍ତମାନ ମଣିଷଙ୍କୁ ମଧ୍ୟ ଟପିଗଲାଣି। ବ୍ୟାପକ ଶୋଷଣ ଏବଂ ଅତ୍ୟଧିକ ଶିକାର ଯୋଗୁଁ ଆଲଡାବ୍ରାର କଇଁଛ…

ସିଇସି ଜ୍ଞାନେଶ ହଟାଅ ଦାବିରେ ସିଜେପିର ବିକ୍ଷୋଭ: ଦିଲ୍ଲୀରେ ୭ ହଜାରରୁ ଊର୍ଦ୍ଧ୍ୱ ଅଟକ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ମୁମ୍ୱାଇରୁ ବିମାନ ଯୋଗେ ଦିଲ୍ଲୀ ପହଞ୍ଚିବା ପରେ ସିଜେପି ପ୍ରତିଷ୍ଠାତା ଅଭିଜିତ୍‌ ଦୀପ୍‌କେ, ପ୍ରବକ୍ତା ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କୁ ଇନ୍ଦିରା…

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?