Posted inଖେଳ

ସ୍ପେନ୍‌ରେ ପ୍ରଫେଶନାଲ ଫୁଟ୍‌ବଲ ସସ୍‌ପେଣ୍ଡ୍‌

ମାଡ୍ରିଡ୍‌, ୨୪ା୩ (ଏଏଫ୍‌ପି)- କରୋନା ଭାଇରସ୍‌ ସଂକ୍ରମଣ ଭୟରେ ପୁନର୍ବାର ନୋଟିସ ଜାରି ନ ହେବା ପର୍ଯ୍ୟନ୍ତ ସ୍ପେନରେ ପ୍ରଫେସନାଲ ଫୁଟ୍‌ବଲକୁ ସସ୍‌ପେଣ୍ଡ କରାଯାଇଛି। ଲା ଲିଗା ଓ ସ୍ପାନିଶ ଫୁଟ୍‌ବଲ ଫେଡେରେଶନ (ଆର୍‌ଏଫ୍‌ଇଏଫ୍‌) ପକ୍ଷରୁ ସୋମବାର ଏହା ଘୋଷଣା କରାଯାଇଛି। ସ୍ବାସ୍ଥ୍ୟଗତ ରିସ୍କ୍‌ ନ ଥିବା ବିଷୟ ହୃଦୟଙ୍ଗମ କରି ସ୍ପାନିଶ ସରକାର ଯେତେବେଳେ ନିଷ୍ପତ୍ତି ନେବେ ସେତେବେଳେ ଦୁଇ ଟପ୍‌ ଡିଭିଜନର ମ୍ୟାଚ ଗୁଡ଼ିକ ଖେଳାଯିବ ବୋଲି ଲା ଲିଗା ଓ ଆର୍‌ଏଫ୍‌ଇଏଫ୍‌ ପ୍ରକାଶ କରିଛନ୍ତି। ପୂର୍ବରୁ ମାର୍ଚ୍ଚ ୧୨ରୁ ଦୁଇ ସପ୍ତାହ ପର୍ଯ୍ୟନ୍ତ କାର୍ଯ୍ୟସୂଚୀକୁ ସସ୍‌ପେଣ୍ଡ କରାଯାଇଥିଲା। ଚଳିତ ସପ୍ତାହ ଶେଷ ଭାଗରେ ଖେଳ ଆରମ୍ଭ କରିବା ଲାଗି ସ୍ଥିର କରାଯାଇଥିଲା। ମାତ୍ର ସଂକଟ ଜାରି ରହିବାରୁ ଶେଷରେ ଫୁଟ୍‌ବଲକୁ ସସ୍‌ପେଣ୍ଡ କରିବା ଲାଗି ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ICC ଦିନିକିଆ ମାନ୍ୟତା: ଶୀର୍ଷରେ ରୋହିତ, ଦ୍ୱିତୀୟ ସ୍ଥାନକୁ ଉଠିଲେ କୋହଲି

ମୁମ୍ବାଇ,୧୦।୧୨: ଆଇସିସି ଦ୍ୱାରା ବୁଧବାର ପ୍ରକାଶିତ ସଦ୍ୟତମ ଦିନିକିଆ ମାନ୍ୟତାରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଶୀର୍ଷ ସ୍ଥାନ ବଜାୟ ରଖିଥିବାବେଳେ ବିରାଟ କୋହଲି ଦୁଇଟି...

ମାଓବାଦୀଙ୍କ ଯୋଜନା ପଣ୍ଡ: ବିଏସଏଫ ପକ୍ଷରୁ କୋମ୍ବିଂ ଅପରେଶନ ବେଳେ ବିପୁଳ ମାଓ ସାମଗ୍ରୀ ଜବତ

ବାଲିଗୁଡା,୧୦।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ୧୩୬ ବିଏସଏଫ ଯବାନମାନେ କୋମ୍ବିଂ ଅପରେଶନ କରୁଥିବା ବେଳେ ଏକ ବଡ଼ଧରଣର ମାଓ ହମଲା ଉଦ୍ୟମକୁ...

ହାର୍ଦ୍ଦିକଙ୍କ ବଡ଼ ବୟାନ, ପ୍ରେମିକା ମାହିକାଙ୍କୁ ନେଇ କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ,୧୦।୧୨: କଟକରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ହାର୍ଦ୍ଦିକଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁଁ ଟିମ ଇଣ୍ଡିଆ ୧୦୧ ରନର ବିଶାଳ ବିଜୟ...

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

ବାରବାଟୀରେ ଭାରତର ବଡ଼ ବିଜୟ! ଦକ୍ଷିଣ ଆଫ୍ରିକାକୁ ୧୦୧ ରନରେ ହରାଇଲା ‘ସୂର୍ଯ୍ୟ’ ଟିମ୍

କଟକ,୯।୧୨: ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିବା ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚରେ ଭାରତୀୟ କ୍ରିକେଟ୍ ଟିମ୍ ଦକ୍ଷିଣ ଆଫ୍ରିକାକୁ ୧୦୧ ରନର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri