Posted inଜାତୀୟ

ସ୍ବଚ୍ଛତା ଅଭିଯାନ: ଇନ୍ଦୋରରେ ଆରମ୍ଭ ହେଲା ବାସନକୁସନ ବ୍ୟାଙ୍କ

ଇନ୍ଦୋର,୨୩।୭: ସ୍ବଚ୍ଛ ସହର ଭାବେ ଲଗାତାର ୪ର୍ଥ ଥର ପାଇଁ ଏକ ନମ୍ବର ସ୍ଥାନରେ ରହିଥିବା ଇନ୍ଦୋର ପକ୍ଷରୁ ପରିବେଶ ସୁରକ୍ଷା ପାଇଁ ଏକ ନୂତନ ପଦକ୍ଷେପ ଗ୍ରହଣ କରାଯାଇଛି। ଏହା ଅନ୍ତର୍ଗତ ସହରରେ ଏକ ବାସନକୁସନ ବ୍ୟାଙ୍କର ଶୁଭାରମ୍ଭ କରାଯାଇଛି। ଲୋକେ ଏଠାରୁ ମାଗଣାରେ ଘରେ ହେଉଥିବା ବିଭିନ୍ନ ଉତ୍ସବ ପାଇଁ ବାସନକୁସନ ନେଇପାରିବେ। ପରେ ଏହାକୁ ସଫା କରି ଫେରାଇବେ। ସହରରେ ବିବାହ କିମ୍ବା ଅନ୍ୟ ଉତ୍ସବ ଅନୁଷ୍ଠିତ ହେଲେ ପାଷ୍ଟିକ୍‌, ସୋଲ ଅବା କାଗଜର ଖାଇବା ଥାଳି ଓ ପ୍ଲେଟ୍‌ ଯୋଗୁ ସୃଷ୍ଟି ହେଉଥିବା ବଜ୍ୟବସ୍ତୁ ତଥା ପରିବେଶ ପ୍ରଦୂଷଣରୁ ଦୂରେଇ ରହିବା ଲାଗି ଇନ୍ଦୋର ନଗର ନିଗମ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ଏଣିକି ଲୋକେ ବିଭିନ୍ନ ଉତ୍ସବରେ ବାସନ ବ୍ୟାଙ୍କରୁ ବାସନକୁସନ ନେବା ଦ୍ୱାରା ଏସବୁ ସମସ୍ୟାର ସମାଧାନ ହୋଇପାରିବ ବୋଲି ନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri