Posted inଜାତୀୟ

ସ୍ବଚ୍ଛ ଭାରତ ମିଶନ: ଖୋଲାରେ ଶୌଚ ହେଉଥିବା ଅଞ୍ଚଳର ଭୂତଳ ଜଳ ଅଧିକ ପ୍ରଦୂଷିତ

ନୂଆଦିଲ୍ଲୀ,୬।୬: ପ୍ରଧାନମନ୍ତୀ ନରେନ୍ଦ୍ର ମୋଦି ସରକାରଙ୍କ ସ୍ବଚ୍ଛ ଭାରତ ମିଶନ ଦ୍ୱାରା ଭୂତଳ ଜଳ ପ୍ରଦୂଷଣ ମାତ୍ରା କମିବାରେ ଲାଗିଛି। ତେବେ ଖୋଲାରେ ଶୌଚ ହେଉଥିବା ଅଞ୍ଚଳରେ ଭୂତଳ ଜଳ ଅଧିକ ପ୍ରଦୂଷିତ ହେଉଥିବା ୟୁନିସେଫ୍‌ର ଏକ ରିପୋର୍ଟରେ ପ୍ରକାଶ ପାଇଛି। ଏହି ମର୍ମରେ ବିହାର ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଆଦି ରାଜ୍ୟର ବିଭିନ୍ନ ଗାଁର ୭ଶହ ୫୨ ଭୂତଳ ଜଳ ନମୂନା ସଂଗ୍ରହ କରାଯାଇ ଏହାର ଯାଞ୍ଚ୍‌ ହୋଇଥିବା କୁହାଯାଉଛି। ଏଭଳି ଅଞ୍ଚଳର ଭୂତଳ ଜଳ ୧୨.୭ ପ୍ରତିଶତ ଅଧିକ ପ୍ରଦୂଷିତ ହୋଇଥିବା ରିପୋର୍ଟରେ ପ୍ରକାଶ ପାଇଛି। ଇତିମଧ୍ୟରେ କେନ୍ଦ୍ର ସରକାର ୫ ଲକ୍ଷ ୬୨ ହଜାର ଗାଁକୁ କେନ୍ଦ୍ର ସରକାର ଶୌଚମୁକ୍ତ ଘୋଷଣା କରିଛନ୍ତି। ଦେଶରେ ଜଳ ସମସ୍ୟା ଦୂର ପାଇଁ ସରକାର ପାନୀୟ ଜଳ ଉପରେ ଏବେ ଫୋକସ୍‌ କରିବା ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ ମଦ: ଚଢ଼ାଉ କରି ଧରିଲା ପୋଲିସ

ବଞ୍ଚୋ,୧।୬(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ଦୀର୍ଘଦିନ ଧରି ବେଆଇନ ଭାବେ ମଦ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତି…

ସ୍ୱୟଂ ସହାୟକ ଗୋଷ୍ଠୀର ବ୍ୟାଙ୍କ ଖାତା ଖୋଲିବା ପାଇଁ ଯାଇଥିଲେ: ମୁକୁଳା ବିଏସଏନଏଲ୍ ତାର ନେଲା ଜୀବନ

ମୋହନା,୧।୬ (ମନ୍ମଥ ମିଶ୍ର): ମୁକୁଳା ଭାବେ ପଡ଼ିଥିବା ବିଏସଏନଏଲ୍ ତାର ନେଲା ଜଣେ ମହିଳାଙ୍କ ଜୀବନ। ଏଭଳି   ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର.ଉଦୟଗିରି ଥାନା…

ଜୋର ଧରିଲା ‘ମାଳି ସୁରକ୍ଷା ଆନ୍ଦୋଳନ’: ଖଣି ଖନନ ବିରୋଧରେ ଏକଜୁଟ ହେଲେ ଆଦିବାସୀ, କହିଲେ ଆମକୁ ଭତ୍ତା ନୁହଁ…

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ‘ମାଆ, ମାଟି ଓ ମାଳି’ର ସୁରକ୍ଷା ପାଇଁ ଚାଲିଥିବା ଗଣ-ଆନ୍ଦୋଳନ ଏବେ ତୀବ୍ର…

ଟେଲିଫୋନ ଏକ୍ସଚେଞ୍ଜରୁ ବ୍ୟାଟେରୀ ଚୋରି: ବିଜୁଳି ଚାଲିଗଲେ ଉପଭୋକ୍ତା ସେବାରୁ ବଞ୍ଚିତ

ଭଞ୍ଜନଗର, ୧।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଟେଲିଫୋନ ଏକ୍ସଚେଞ୍ଜରୁ ଗତ ଶୁକ୍ରବାର ମୂଲ୍ୟବାନ ସବୁ ବ୍ୟାଟେରୀ ଚୋରି ହୋଇଯାଇଛି । ଏହାପୂର୍ବରୁ…

ପାଣି ପାଇଁ ବ୍ଲକ ସମ୍ମୁଖରେ ଅନଶନ କଲେ ସମିତି ସଭ୍ୟ, ବାଲଟି ଧରି ମହିଳାମାନେ

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପାଣି ପାଇଁ ସମିତି ସଭ୍ୟ ବ୍ଲକ ସମ୍ମୁଖରେ ଅନଶନ କରିଥିବା ବେଳେ ମହିଳାମାନେ ରାସ୍ତା ଅବରୋଧ କରିଛନ୍ତି । ଏଭଳି ଦୃଶ୍ୟ ଦେଖିବାକୁ…

Featured Video Play Icon

ପୋଲିସ ଟିମ୍‌ ନେଇ ଶାଶୂ ଘରେ ପହଞ୍ଚିଲେ ତ୍ରିଷ୍ଣା, ତା’ପରେ…

ଭୁବନେଶ୍ୱର, ୧।୬: ୟ୍ୟୁଟବର ତ୍ରିଷ୍ଣା ପୋଲିସ ଉପସ୍ଥିତରେ ଶାଶୂ ଘରେ ପହଞ୍ଚି ସମସ୍ତ ଯୌତୁକ ଜିନିଷ…

RCB ଜିତିବା ପରେ ରୋମାଣ୍ଟିକ ହେଲେ ଅନୁଷ୍କା: ଶେୟାର କଲେ ଏମିତି ଫଟୋ

ନୂଆଦିଲ୍ଲୀ,୧।୬: ଲଗାତାର ଦ୍ୱିତୀୟ ବର୍ଷ ପାଇଁ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିଜୟୀ ହୋଇଛି। ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ…

ପୁଣି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହ ଖେଳ: ଅନଲାଇନରେ ମହାପ୍ରସାଦ, ଖଜା ବିକ୍ରି ନେଇ…

ପୁରୀ, ୧।୬ (ଅଜିତ କୁମାର ମହାନ୍ତି): ପୁଣିଥରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଅପମାନ ହେଉଥିବା ସହ ଭକ୍ତମାନଙ୍କ ଭାବାବେଗ ସହିତ ଖେଳାଯାଉଥିବା ଘଟଣା ସାମ୍ନାକୁ ଆସିଛି। ଅନଲାଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri