ସ୍ବତନ୍ତ୍ର କୋଶଲ ପ୍ରଦେଶ ଗଠନ ଦାବି: ଏପ୍ରିଲ ୧ କଳାଦିବସ, ୨୯ରେ ମହାବନ୍ଦ ଡାକରା

ବରଗଡ଼ ଅଫିସ, ୧୪।୩- ସ୍ବତନ୍ତ୍ର କୋଶଲ ପ୍ରଦେଶ ଗଠନ ଦାବିରେ ପୁଣି ଆନ୍ଦୋଳନ ତେଜି ଉଠୁଛି। ଏହାକୁ ନେଇ ଆସନ୍ତା ଏପ୍ରିଲ ୧ତାରିଖକୁ କଳା ଦିବସ ଭାବେ ପାଳନ କରାଯିବ ଏବଂ ଏପ୍ରିଲ ୨୯ ତାରିଖ କୋଶଲ ମହାବନ୍ଦ କରାଯିବ। ଶନିବାର ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ପରିସରରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ କୋଶଲ ରାଜ୍ୟ ସମନ୍ବୟ ସମିତି କେନ୍ଦ୍ରୀୟ କମିଟିର ଅଧ୍ୟକ୍ଷ ପ୍ରମୋଦ ମିଶ୍ର ଏହି ସୂଚନା ଦେଇଛନ୍ତି। ସେ ଆହୁରି କହିଛନ୍ତି, ଏଥର ଆନ୍ଦୋଳନରେ ଆହୁରି ୩ଟି ଦାବି ଅର୍ଥାତ୍‌ କୋଶଲାଞ୍ଚଳରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା, ଧାନ କିଣାବିକାରେ ଟୋକନ ବ୍ୟବସ୍ଥାକୁ ଉଚ୍ଛେଦ ଏବଂ ସ୍ଥାୟୀ ନିଯୁକ୍ତି ଦାବି ଯୋଡ଼ାଯାଇଛି। ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ କମିଟିର ଉପସଭାପତି ମନୋରଞ୍ଜନ ସିଂ ବରିହା, ନାରାୟଣ ମହାପାତ୍ର, ବିଭୁଦତ୍ତ ମିଶ୍ର, ପ୍ରଶାନ୍ତ ମାଝି ପ୍ରମୁଖ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri