ସ୍ବତନ୍ତ୍ର କ୍ଲବରେ ରୋହିତ-ଧାଓ୍ବନ

ଲଣ୍ଡନ,୯ା୬: ଭାରତୀୟ କ୍ରିକେଟ ଦଳର ଓପ୍‌ନିଂ ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ଓ ଶିଖର ଧାଓ୍ବନ ସ୍ବତନ୍ତ୍ର କ୍ଲବରେ ସ୍ଥାନ ପାଇଛନ୍ତି। ଏହି ଦୁଇ ବ୍ୟାଟ୍ସମ୍ୟାନଙ୍କ ଯୋଡ଼ି ଏଠାରେ ଅଷ୍ଟ୍ରେଲିଆ ବିପକ୍ଷ ଖେଳାଯାଇଥିବା ମ୍ୟାଚ୍‌ରେ ୧୨୭ ରନ୍‌ର ଭାଗୀଦାରି କରିଛନ୍ତି। ଆଇସିସି ଟୁର୍ନାମେଣ୍ଟରେ ରୋହିତ-ଧାଓ୍ବନଙ୍କ ଏହା ୬ଷ୍ଠ ଶତକୀୟ ଭାଗୀଦରି। ଏଥିସହ ଭାରତୀୟ ଓପ୍‌ନିଂ ଯୋଡ଼ି ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ମାଥ୍ୟୁ ହେଡେନ ଓ ଆଡାମ ଗିଲ୍‌ଖ୍ରୀଷ୍ଟଙ୍କ ସହ ସମକକ୍ଷ ହୋଇଛନ୍ତି। ଦୁଇ ପୂର୍ବତନ ଅଷ୍ଟ୍ରେଲିଆନ ଓପ୍‌ନର ମଧ୍ୟ ସମାନ ସଂଖ୍ୟକ ଶତକୀୟ ଭାଗୀଦାରି କରିଥିଲେ। ଏହି ତାଲିକାରେ ଶ୍ରୀଲଙ୍କାର କୁମାର ସଙ୍ଗକାରା ଓ ଟି.ଏମ୍‌. ଦିଲ୍‌ସାନଙ୍କ ଯୋଡ଼ି (୫ଥର) ଏବଂ ଦକ୍ଷିଣ ଆଫ୍ରିକାର ହର୍ଷଲ ଗିବ୍ସ-ଗ୍ୟାରୀ କର୍ଷ୍ଟନ (୪ଥର)ଙ୍କ ଯୋଡ଼ି ମଧ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri