ସ୍ବତନ୍ତ୍ର ଟ୍ରେନ୍‌ରେ ଫେରିଲେଣି ୨୧.୫ ଲକ୍ଷ ପ୍ରବାସୀ

ନୂଆଦିଲ୍ଲୀ,୨୧।୫:କରୋନା ମହାମାରୀ ସଂକ୍ରମଣ ସମୟରେ ଦେଶର ବିଭିନ୍ନ ରାଜ୍ୟରେ ଫସି ରହିଥିବା ଲକ୍ଷ ଲକ୍ଷ ପ୍ରବାସୀ ଶ୍ରମିକଙ୍କୁ ସେମାନଙ୍କ ଘରକୁ ପଠାଇବା ବ୍ୟବସ୍ଥା କରାଯାଇଛି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ନିର୍ଦ୍ଦେଶ ଅନୁସାରେ ରେଳ ମନ୍ତ୍ରଣାଳୟ ବର୍ତ୍ତମାନ ସୁଦ୍ଧା ୧୬ଶହ ଶ୍ରମିକ ସ୍ବତନ୍ତ୍ର ଟ୍ରେନ ମାଧ୍ୟମରେ ବିଭିନ୍ନ ରାଜ୍ୟକୁ ପ୍ରାୟ ୨୧.୫ଲକ୍ଷ ପ୍ରବାସୀଙ୍କୁ ପଠାଇ ସାରିଛି। ବୁଧବାର ସନ୍ଧ୍ୟା ସୁଦ୍ଧା ୧୪୫୦ଟି ଟ୍ରେନ୍‌ ବିଭିନ୍ନ ଷ୍ଟେଶନରେ ପହଞ୍ଚତ୍ ସାରିଥିବା ବେଳେ ଅବଶିଷ୍ଟ ୧୫୦ଟି ଟ୍ରେନ ଗନ୍ତବ୍ୟସ୍ଥଳ ଅଭିମୁଖେ ବାହାରିସାରିଛି। ପ୍ରତି ଟ୍ରେନ୍‌ରେ ୧୨ଶହ ଜଣ ଯାତ୍ରୀ ଏବଂ ୨୪ଟି ବଗି ସହ ଯାତ୍ରା କରୁଛି। ପ୍ରତି ବଗିରେ ୭୨ସିଟ୍‌ ଓ ୫୪ ଜଣ ଯାତ୍ରୀ ଅଛନ୍ତି । ସରକାରଙ୍କ କୋଭିଡ୍‌-୧୯ କଟକଣା ଓ ନିୟମ ଅନୁସାରେ ପ୍ରବାସୀ ଶ୍ରମିକମାନେ ଯାତ୍ରା କରୁଛନ୍ତି। ଉତ୍ତର ପ୍ରଦେଶକୁ ସର୍ବାଧିକ ୯ଶହ ଟ୍ରେନ ଯାଇଥିବା ବେଳେ ଜମ୍ମୁକୁ ସର୍ବନିମ୍ନ ୨ଟି ଟ୍ରେନ୍‌ ଯାତ୍ରା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?