ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ କେରଳରୁ ରାୟଗଡ଼ାରେ ପହଞ୍ଚିଲେ ୨୧୬ ପ୍ରବାସୀ

ରାୟଗଡ଼ା ଅଫିସ,୨୧ା୫: କେରଳକୁ ରୋଜଗାର କରିବା ପାଇଁ ଓଡ଼ିଶାର ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, କନ୍ଧମାଳ ଓ ମାଲକାନଗିରି ଜିଲାରୁ ବହୁ ଶ୍ରମିକ ଯାଇଥିଲେ। କରୋନା ଯୋଗୁ ଲକ୍‌ଡାଉନ୍‌ ହେବାରୁ ସେମାନେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇଥିଲେ। ଫଳରେ ଏକ ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ ତିରୁଲଭାଲରୁ ଆସି ସେମାନେ ଗୁରୁବାର ରାୟଗଡ଼ାରେ ପହଞ୍ଚିଛନ୍ତି। ଗଜପତିରୁ ୪୧ଜଣ, ରାୟଗଡ଼ାର ୧୭,କୋରପୁଟର ୧୧,ନବରଙ୍ଗପୁର ୧୨୧, କନ୍ଧମାଳର ୨୩ ଓ ମାଲକାନଗିରି ଜିଲାର ୩ ଜଣ ମିଶି ସର୍ବମୋଟ ୨୧୬ଜଣ ଶ୍ରମିକ ରାୟଗଡ଼ାରେ ପହଞ୍ଚିଛନ୍ତି।
ରାୟଗଡ଼ା ଜିଲାପାଳ ପ୍ରମୋଦ କୁମାର ବେହେରା, ଅତିରକ୍ତ ଜିଲାପାଳ ଶରତ ଚନ୍ଦ୍ର ପଣ୍ଡା,ପିଡିଡିଆରଡିଏ ଅମ୍ରିତ ଋତୁରାଜ, ଉପଜିଲାପାଳ ପ୍ରତାପ ଚନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ପ୍ରବାସୀ ଶ୍ରମିକମାନଙ୍କୁ ସ୍ବାଗତ କରିଥିଲେ। ସେହିପରି ରାୟଗଡ଼ା ଜିଲାର ରାମନାଗୁଡ଼ା ବ୍ଲକର ୫ଜଣ, ଗୁଣୁପୁର ୩ ଏବଂ ମୁନିଗୁଡ଼ା ୯ ସର୍ବମୋଟ ୧୭ ଜଣ ଶ୍ରମିକଙ୍କୁ ବିଡିଓଙ୍କୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri