ସ୍ବତନ୍ତ୍ର ନବମ ଇଣ୍ଡିଆ ରିଜର୍ଭ ବାଟାଲିୟନ ପକ୍ଷରୁ ସ୍ବାସ୍ଥ୍ୟ ଶିବିର: ୨ ଶହ ଲୋକଙ୍କୁ ଚିକିତ୍ସା କରାଗଲା

ଜୁନାଗଡ,୩୧।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଜାରିଙ୍ଗ ମେଡିକାଲ କଲେଜ ପରିସରରେ ଶୁକ୍ରବାର ଏକ ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। କଳାହାଣ୍ଡି ଜିଲା ସ୍ବତନ୍ତ୍ର ନବମ ଇଣ୍ଡିଆ ରିଜର୍ଭ ବାଟାଲିୟନ ପକ୍ଷରୁ ଆୟୋଜିତ ଏହି ସ୍ବାସ୍ଥ୍ୟ ଶିବିରରେ ଅଞ୍ଚଳର ୨ ଶହ ଲୋକଙ୍କୁ ମାଗଣାରେ ଚିକିତ୍ସା କରାଯାଇଛି। ସ୍ବାସ୍ଥ୍ୟ ଶିବରରେ ଡାକ୍ତର ନଟବର ବିଶୋଇ,ବିନୋଦିନୀ ପାତ୍ର, ଫାର୍ମାସିଷ୍ଟ ଶ୍ୟାମ ସୁନ୍ଦର ପ୍ରଧାନ, ଅଯୋଧ୍ୟା ନାଥ ତ୍ରୀପାଠୀ, ଷ୍ଟାପନର୍ସ ଲକ୍ଷ୍ମୀପ୍ରିୟା ଚାନ୍ଦ, ନୟନା ବାଗ, ଶରତ ଚନ୍ଦ୍ର ବିଷି, ଚାଣକ୍ୟ ମେହେର ପ୍ରମୁଖ ଦାୟିତ୍ୱ ନେଇ ଲୋକଙ୍କୁ ଚିକିତ୍ସା କରିଥିଲେ। ଏହି ଅବସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଡାକ୍ତର ପ୍ରିୟଙ୍କା ସିନ୍ଧା ଯୋଗଦେଇ କାର୍ଯ୍ୟକ୍ରମ ଉଦ୍‌ଘାଟନ କରିଥିଲେ। କାର୍ଯ୍ୟକ୍ରମରେ କମାଣ୍ଡେଣ୍ଟ ଦେବେନ୍ଦ୍ର ନାଥ ବେହେରା, ସୁବେଦାର ମଦନ କୁମାର ଶବର, ବ୍ରଜ କିଶୋର ବେହେରା, ଉମାଶଙ୍କର ଦାଶ ପ୍ରମୁଖଙ୍କ ସହ ଅନ୍ୟାନ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ସମ୍ବଲପୁରରେ ଭାରତ ବନ୍ଦ ସଫଳ: ଜାତୀୟ ରାଜପଥରେ ଗାଡ଼ି ଜାମ୍‌

ସମ୍ବଲପୁର,୧୨।୨(ପ୍ରମୋଦ ବହିଦାର): ନୂଆ ଶ୍ରମ କୋଡ଼ ନେଇ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଭିନ୍ନ ଶ୍ରମିକ ସଂଗଠନ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଫଳରେ ଶ୍ରମ…

ରାସ୍ତାରେ ଷ୍ଟଣ୍ଟ୍‌ କରୁଥିଲେ ଯୁବକ: ମାଡ଼ିବସିଲା ପୋଲିସ

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଦକ୍ଷିଣ(ରାଇଟ) ଡାଇକ ରାସ୍ତାରେ ବେପରୁଆ ଓ ବିପଦପୂର୍ଣ୍ଣ ଭାବରେ କାର୍‌ ଚାଳନା(ଷ୍ଟଣ୍ଟ) କରିଥିବା ଅଭିଯୋଗରେ ୭ ଯୁବକଙ୍କୁ…

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ନିଲମ୍ବିତ ହେଲେ ସହକାରୀ ପ୍ରଫେସର

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ବବିଦ୍ୟାଳୟର ଏମ୍‌ବିଏ ବିଭାଗର ଗବେଷଣାରତ ଜଣେ ପିଏଚ୍‌ଡି ଛାତ୍ରୀଙ୍କୁ ତାଙ୍କ ଗାଇଡ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ଛାତ୍ରୀଙ୍କ ଅଭିଯୋଗ ଆଧାରରେ ବିଶ୍ବବିଦ୍ୟାଳୟର…

ସମ୍ବଲପୁର ସର୍କଲ ଜେଲ୍‌ରେ ରାଜସ୍ଥାନ ପୋଲିସ

ସମ୍ବଲପୁର,୬।୨: ରାଜସ୍ଥାନ ପୋଲିସର ଏକ ଟିମ୍‌ ଶୁକ୍ରବାର ସମ୍ବଲପୁର ସର୍କଲ ଜେଲ୍‌ରେ ପହଞ୍ଚି ପୋଲିସ ଅଧିକାରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜସ୍ଥାନ ପୋଲିସ ଜେଲ୍‌ରେ ଥିବା ଦୁର୍ଦ୍ଦାନ୍ତ…

ସରକାରଙ୍କ ବଡ଼ ଘୋଷଣା: ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ

ସମ୍ବଲପୁର,୨।୨:(ପ୍ରମୋଦ ବହିଦାର): ସମ୍ବଲପୁର ପାଇଁ  ବଡ଼ ଘୋଷଣା। ଖୁସିହେବେ ବୁର୍ଲାବାସୀ। ସମ୍ବଲପୁର ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri