ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଅହମଦାବାଦରେ ପହଞ୍ଚିଲେ ଏମ୍ସ ନିର୍ଦ୍ଦେଶକ

ଅହମଦାବାଦ,୯।୫: ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ)ର ନିର୍ଦ୍ଦେଶକ ଡାକ୍ତର ରଣଦୀପ ଗୁଲେରିଆ ଶନିବାର ଗୁଜରାଟ ଅହମଦାବାଦର ସିଭିଲ ହସ୍ପିଟାଲରେ ପହଞ୍ଚିଛନ୍ତି। ସେଠାରେ ସେ କରୋନା ରୋଗୀଙ୍କୁ ଚିକିତ୍ସା କରୁଥିବା ଡାକ୍ତରମାନଙ୍କୁ କୋଭିଡ-୧୯ ଚିକିତ୍ସା ସମ୍ପର୍କରେ ଉପଦେଶ ଦେଇଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ନିର୍ଦ୍ଦେଶକ୍ରମେର ମେ’ ୮ରେ ଡାକ୍ତର ଗୁଲେରିଆ ଓ ଡାକ୍ତର ମନିଶ ସୁରେଜା ଭାରତୀୟ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଅହମଦାବାଦ ଗସ୍ତ କରିବା ସହ ସେଠାରେ ଥିବା ସିଭିଲ ହସ୍ପିଟାଲ ଓ ଏସ୍‌ଭିପି ହସ୍ପିଟାଲରେ ଡାକ୍ତରମାନଙ୍କୁ କୋଭିଡ-୧୯ ଚିକିତ୍ସା ସମ୍ପର୍କିତ ବିଶେଷଜ୍ଞ ପରାମର୍ଶ ଦେବାର କାର୍ଯ୍ୟକ୍ରମ ଥିଲା। ସୂଚନାଯୋଗ୍ୟ, ମହାରାଷ୍ଟ୍ର ପରେ ଗୁଜରାଟରେ ସର୍ବାଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ସେଠାରେ ଏବେ ସଂକ୍ରମିତଙ୍କ ସଂଖ୍ୟା ରହିଛି ୭,୪୦୪ ଓ ୪୪୯ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

TMC ଛାଡ଼ିଲେ ଏମ୍‌ପି କାକୋଲି ଘୋଷ, ମମତାଙ୍କର ଥିଲେ ଅତି ଘନିଷ୍ଠ

କୋଲକାତା,୨୭ା୫: TMCକୁ ବଡ଼ ଝଟ୍‌କା। ଦଳ ଛାଡ଼ଛନ୍ତି ଏମ୍‌ପି କାକୋଲି ଘୋଷ। ସେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅତି ଘନିଷ୍ଠ ଥିଲେ। ବାରାଶତ୍ରୁରୁ ସେ…

ଅଧାରୁ ଫେରିଲା ଏୟାର ଇଣ୍ଡିଆ ବିମାନ, ୩ ଘଣ୍ଟା ଉଡ଼ାଣ ପରେ…

ନୂଆଦିଲ୍ଲୀ,୨୭ା୫: ଯାନ୍ତ୍ରିକ ତ୍ରୁଟି ପାଇଁ ଅଧାରୁ ଫେରିଲା ଏୟାର ଇଣ୍ଡିଆ ବିମାନ। ସାନ ଫ୍ରାନ୍ସିସ୍କୋ ଯାଉଥିଲା ବେଳେ ଅଧାରୁ ଫେରି ଆସିଲା। ୩ ଘଣ୍ଟା ଉଡ଼ାଣ କରି…

IPL ଇତିହାସରେ ପ୍ରଥମଥର ପାଇଁ ଘଟିଲା ଏମିତି: ସବୁ ଦଳର ଖେଳାଳି…

ନୂଆଦିଲ୍ଲୀ,୨୭।୫: IPL 2026 ଲିଗ ମାର୍ଚ୍ଚ ୨୮ରେ ଆରମ୍ଭ ହୋଇଥିଲା। ଏହି ଟୁର୍ନାମେଣ୍ଟ ଏବେ ଏହାର ଦ୍ୱିତୀୟ ମାସ ସମାପ୍ତ ହେବାକୁ ଯାଉଛି। ଏହି ସିଜିନ ଏକ…

୪ ଡେପୁଟି ସିଏମ୍‌ଙ୍କ ସହ କ୍ଷମତା ସମ୍ଭାଳିବେ ଡିକେ ଶିବକୁମାର; ନାଁ ଫାଇନାଲ୍!

ବେଙ୍ଗାଲୁରୁ,୨୭।୫: ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କ ଇସ୍ତଫା ଏବଂ ଉପମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାରଙ୍କ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ ସମ୍ପର୍କରେ କଳ୍ପନାଜଳ୍ପନା ମଧ୍ୟରେ, ରାଜ୍ୟରେ ନୂଆ ସରକାର ଗଠନ ସମ୍ପର୍କରେ ଆଉ…

ତୈଳଦର ଅହେତୁକ ବୃଦ୍ଧି ନେଇ ବିଜୁ ଯୁବ ଛାତ୍ର ଜନତା ଦଳର ପ୍ରତିବାଦ

ପାଟଣାଗଡ଼,୨୭ା୫(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ବିଜେଡି ଦଳ ପକ୍ଷରୁ ପେଟ୍ରୋଲ, ଡିଜେଲ ଓ ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦରବୃଦ୍ଧି କୁନେଇ ବୁଧବାର ସ୍ଥାନୀୟ ବିଜୁ ଯୁବ…

ରେଲେଓ଼୍ବ ଷ୍ଟେଶନରେ ମହଙ୍ଗା ହେଲା ଖାଦ୍ୟ; ଜାଣନ୍ତୁ କେଉଁ ଖାଦ୍ୟ କେତେ ବଢିଲା…

ନୂଆଦିଲ୍ଲୀ,୨୭।୫: ରେଳ ଷ୍ଟେସନରେ ମହଙ୍ଗା ହେଲା ଖାଦ୍ୟ; ନୂତନ ଦର ଜୁନ ୧ ରୁ ଲାଗୁ ହେବା ନେଇ ବଡ଼ ଘୋଷଣା। ଏହି ନୂତନ ସଂଶୋଧନ ପରେ,…

ସ୍କୁଟିରେ ଚାଲାଣ ହେଉଥିଲା ବ୍ରାଉନସୁଗାର, ମାଡ଼ି ବସିଲା ପୋଲିସ

ଧାମନଗର,୨୭ା୫(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଦିନକୁ ଦିନ ବ୍ରାଉନସୁଗାର ବା ନିଶା କାରବାର ବୃଦ୍ଧି ପାଉଥିବା ବେଳେ ଏହା ଉପରେ ଲଗାମ ଲଗାଇବାକୁ ପୋଲିସକୁ…

୮୦% ଭିନ୍ନକ୍ଷମ ସୁନୀଲଙ୍କୁ ମିଳୁନି ଭତ୍ତା: ପଚାରିବାରୁ ସରପଞ୍ଚଙ୍କ ଦେଲେ ଏଭଳି ମନ୍ତବ୍ୟ, କହିଲେ ମୋ ନିଜ ଭାଉଜଙ୍କର ମଧ୍ୟ…

ଥୁଆମୂଳ ରାମପୁର, ୨୭ା୫ (ଦୁର୍ଗା କୀର୍ତ୍ତି): ସରକାର ଗରିବ, ଅସହାୟ ଓ ଭିନ୍ନକ୍ଷମମାନଙ୍କ ସାମାଜିକ ସୁରକ୍ଷା ପାଇଁ କୋଟି କୋଟି ଟଙ୍କାର ଯୋଜନା ପ୍ରଣୟନ କରୁଥିବା ବେଳେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri