Posted inଜାତୀୟ

ସ୍ବାଗତ ଅପେକ୍ଷାରେ ମୋଗଲ ଗାର୍ଡେନ

ନୂଆଦିଲ୍ଲୀ,୩।୨: ରାଷ୍ଟ୍ରପତି ଭବନର ମୋଗଲ ଗାର୍ଡେନ ଏବେ ସଜେଇ ହୋଇ ଅତିଥିଙ୍କୁ ସ୍ବାଗତ କରିବାକୁ ଅପେକ୍ଷା ରଖିଛି। ଫେବୃୟାରୀ ୫ରୁ ମାର୍ଚ୍ଚ ୮ ପର୍ଯ୍ୟନ୍ତ ଏହା ଆଗନ୍ତୁକଙ୍କୁ ସ୍ବାଗତ କରିବ ବୋଲି ଜଣାପଡିଛି। ଏଠାରେ ପ୍ରାୟ ୧୦ ହଜାରୁ ଅଧିକ ଟ୍ୟୁଲିପ, ୧୩୮ ପ୍ରକାରର ଗୋଲାପ ୭୦ ପ୍ରକାରର ୫ ହଜାରରୁ ଊର୍ଦ୍ଧ୍ୱ ଫୁଲ ଦର୍ଶକଙ୍କ ମନମୋହିବ। ଦୁର୍ଲଭ ଓ ଆକର୍ଷକ ଗୋଲାପ ପାଇଁ ପ୍ରସିଦ୍ଧ ଏହି ଉଦ୍ୟାନରେ ଏଥର ଗ୍ରେସ ଦ ମୋନାକୋ ନାମକ ଗୋଲାପ ଦର୍ଶକଙ୍କ ଦୃଷ୍ଟି ଆକର୍ଷଣ କରିବ ବୋଲି କୁହାଯାଉଛି। ଏହାକୁ ଗତବର୍ଷ ମୋନାକୋର ରାଜା ଏଲବର୍ଟ ଦ୍ୱିତୀୟ ରୋପଣ କରିଥିଲେ। ଏହାସହ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ, ମଦର ଟେରେସା, ପୂର୍ବତନ ଆମେରିକା ରାଷ୍ଟ୍ରପତି ଜନ ଏଫ୍‌ କେନେଡି, ମହାରାଣୀ ଏଲିଜାବେଥ ଓ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ନାମରେ ନାମିତ ଗୋଲାପ ମଧ୍ୟ ଦର୍ଶକଙ୍କୁ ଟିକେ ଅଡୁଆରେ ପକାଇବାକୁ ପ୍ରସ୍ତୁତ ହୋଇ ରହିଛି। ଏହାସହ ଚା’କପ୍‌ ଆକାରର ଟ୍ୟୁଲିପ ମଧ୍ୟ ଏହି ଗାର୍ଡେନର ଏକ ସ୍ବତନ୍ତ୍ର ପରିଚୟ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri