Posted inଜାତୀୟ

ସ୍ବାଧୀନତା ଦିବସର ୯୨ ମିନିଟ୍‌ର ଭାଷଣ: ପ୍ରଧାନମନ୍ତ୍ରୀ ସର୍ବାଧିକ ୪୭ ଥର ନାଗରିକ ଶବ୍ଦର କଲେ ଉଚ୍ଚାରଣ

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୩ ତମ ସ୍ବାଧୀନତା ଦିବସ ଅବସରରେ ଲାଲ୍‌ କିଲ୍ଲାରୁ ଦେଶ ଉଦ୍ଦେଶ୍ୟରେ ୯୨ ମିନିଟ୍‌ ଭାଷଣ ଦେଇଛନ୍ତି। ଏହି ସମୟରେ ସେ ସର୍ବାଧିକ ୪୭ ଥର ନାଗରିକ ଶବ୍ଦର ଉଚ୍ଚାରଣ କରିଛନ୍ତି। ସେ ୩୦ ଥର ସ୍ବତନ୍ତ୍ରତା ଶବ୍ଦ ଏବଂ ୨୪ ଥର ପାଣି ଶବ୍ଦର ବ୍ୟବହାର କରିଛନ୍ତି। ସେହିପରି ଗରିବ ଶବ୍ଦ ୧୭ ଥର, ୧୬ ଥର ଆତଙ୍କବାଦ ଶବ୍ଦ, କିଷାନ୍‌ ଏବଂ ଅର୍ଥବ୍ୟବସ୍ଥା ୧୫ ଥର, ଧାରା ୩୭୦ ଶବ୍ଦ ୧୪ ଥର, ପର୍ଯ୍ୟଟନ ୧୩ ଥର, ବିକାଶ ୧୧ ଥର, ସେନା, ମହାତ୍ମାଗାନ୍ଧୀ, ମହିଳା ୧୦ ଥର, ଜନସଂଖ୍ୟା ୯ ଥର ଉଚ୍ଚାରଣ କରିଛନ୍ତି। ସେହିପରି ପ୍ରଧାନମନ୍ତ୍ରୀ ପ୍ଲାଷ୍ଟିକ୍‌ ୮ ଥର, ଇଜ୍‌ ଅଫ୍‌ ଡୁଇଙ୍ଗ୍‌ ବିଜନେସ୍‌ ୭ ଥର, ଶାନ୍ତି, ଶିକ୍ଷା ଓ ଜମ୍ମୁ-କଶ୍ମୀର ୬ ଥର, ଏକ ରାଷ୍ଟ୍ର ୫ ଥର, ଯୋଜନା, ରକ୍ଷା, ଯୁଦ୍ଧ, ରୋଜଗାର, ଜ୍ଞାନକୌଶଳ, ଦଳିତ ଶବ୍ଦ ୪ ଥର ଉଚ୍ଚାରଣ କରିଛନ୍ତି। ଅପରପକ୍ଷରେ ଦୁର୍ନୀତି ଶବ୍ଦ ୩ ଥର, ବନ୍ୟା, ଚନ୍ଦ୍ରାୟନ, ଲଦାଖ ଆଦି ଶବ୍ଦ ୨ ଥର ଲେଖାଏଁ ଉଚ୍ଚାରଣ କରିଥିବାବେଳେ ସ୍ବଚ୍ଛ ଭାରତ ଶବ୍ଦ ଥରେ ଉଚ୍ଚାରଣ କରିଛନ୍ତି। ତେବେ ପ୍ରଧାନମନ୍ତ୍ରୀ ନିଜ ଭାଷଣରେ ଥରେ ହେଲେ ମଧ୍ୟ କଳାଧନ ଏବଂ ପାକିସ୍ତାନର ନାମ ଉଚ୍ଚାରଣ କରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

WHOର ଭୟଙ୍କର ଭବିଷ୍ୟବାଣୀ: ୨୦୫୦ ସୁଦ୍ଧା ବିଶ୍ୱରେ…

ଓ୍ବାଶିଂଟନ୍‌,୧୪।୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(WHO)ର ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ କରିଛି। ପ୍ରଥମ ଓ୍ବାଲର୍‌ଡ ରିପୋର୍ଟ ଅନ୍‌ ହିଅରିଂ ଅନୁଯାୟୀ, ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରାୟ ୨.୫…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri