Posted inବରଗଡ଼

ସ୍ବାଧୀନତା ଦିବସ ପାଳିତ

ବରଗଡ ଅଫିସ,୧୫।୮: ବରଗଡ କେଶବ ନଗରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଗୁରୁବାର ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉକ୍ତ ସମାରୋହରେ ଶିକ୍ଷାବିତ୍‌ ରୁକ୍ମଣ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସ୍କୁଲ ପରିଚାଳନା କମିଟି ସଭାପତି ତେଜସ୍ବୀ ଦିଶ୍ରୀ, ପ୍ରଧାନ ଆଚାର୍ଯ୍ୟ ସନ୍ତୋଷ କୁମାର ଦାସ ଏବଂ ଅନ୍ୟ ଗୁରମା ଗୁରୁଜୀ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ଛାତ୍ରୀଛାତ୍ର ପରେଡ ପ୍ରଦର୍ଶନ କରିଥିଲେ। ସେହିପରି ଅତିଥିମାନେ ଦେଶ ମାତୃକାର ସେବାରେ ନିଜ ଜୀବନକୁ ଉତ୍ସର୍ଗ କରିଥିବା ବରପୁତ୍ରଙ୍କ ପଥାନୁସରଣ ସହିତ ଦେଶସେବା କରିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଡକୋକୁ ହସ୍ତାନ୍ତର ହେବ ବରଗଡ ଚିନିକଳ ଜମି, ପ୍ରତିଷ୍ଠା କରାଯିବ ନୂତନ ଶିଳ୍ପ

ଭୁବନେଶ୍ୱର,୧୫ା୩: ବରଗଡସ୍ଥିତ ଚିନିକଳ ଜମିକୁ ଇଡକୋକୁ ହସ୍ତାନ୍ତର କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଆଗାମୀ ଦିନରେ ଇଡକୋ ଏହି ଜମିରେ ନୂତନ...

ବିଜେପୁର ଆସନ ଉପରେ ସଭିଙ୍କ ଆଖି

ବରଗଡ଼,୧୫।୩(ପ୍ରେମାନନ୍ଦ ଖମାରୀ):ମୁଖ୍ୟମନ୍ତ୍ରୀଙ୍କ ଦ୍ୱିତୀୟ ନିର୍ବାଚନମଣ୍ଡଳୀ କୁହାଯାଉଥିବା ବରଗଡ଼ ଜିଲା ବିଜେପୁର ଆସନ ପ୍ରତି ଏବେ ସଭିଙ୍କ ଆଖି ରହିଛି। ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ...

ନୂଆ ତତ୍ପର, ପୁରୁଖା ଛାନିଆ

ବରଗଡ଼, ୧୦।୩ (ପ୍ରେମାନନ୍ଦ ଖମାରୀ): ଓଡ଼ିଶାରେ ବିଜେଡି ଓ ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ଚାରିଆଡ଼େ ହୁରି ପଡ଼ିଛି। ହେଲେ ବରଗଡ଼ ଜିଲାରେ ତିନି...

ପାହାନ୍ତିଆରେ ଉଠିବ ବିଶ୍ୱେଶ୍ୱର ବାବାଙ୍କ ମହାଜାଗର ଦୀପ

ସରଣ୍ଡା, ୭।୩(ଯୁଧିଷ୍ଠିର ମହାପାତ୍ର): ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଅଷ୍ଟଶମ୍ଭୁ ମଧ୍ୟରେ ଅନ୍ୟତମ ଶୈବପୀଠ ସରଣ୍ଡାରେ ବିରାଜିତ ମହାପ୍ରଭୁ ଶ୍ରୀଶ୍ରୀ ବିଶ୍ୱେଶ୍ୱରଙ୍କ ମହାଶିବରାତ୍ରି ଓ ଜାଗର ମହୋତ୍ସବ...

ଟାଙ୍ଗରା ଭୂଇଁରେ ସବୁଜବଳୟ

ଭେଡେନ,୨୯।୨(ସୁଦନ ମହାକୁର): ଦିନେ ଯେଉଁ ସ୍ଥାନରେ ଦୂବଘାସ କଅଁଳୁ ନ ଥିଲା, ଖାଲି ପାଦରେ ଚାଲିଲେ ପାଦ ଫୁଟିଯିବାର ଭୟ ରହୁଥିଲା ସେଠି ଆଜି ଗଛରେ...

ବରଗଡ଼ରେ ପ୍ରବଳ ବର୍ଷା

ବରଗଡ,୨୭।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ସମେତ ଆଖପାଖ ଅଞ୍ଚଳରେ ମଙ୍ଗଳବାର ରାତି ପ୍ରାୟ ୮ଟା ୪୦ ମିନିଟରୁ ପ୍ରବଳ ବର୍ଷା ଲାଗି ରହିଛି । ବର୍ଷା...

ଭାଜପାରେ ମିଶିଲେ ଅତାବିରା ପୂର୍ବତନ ବିଧାୟକ ନିହାର ମହାନନ୍ଦ

ବରଗଡ଼/ଭୁବନେଶ୍ୱର,୨୫ା୨(ପ୍ରେମାନନ୍ଦ ଖମାରୀ): ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ ବରଗଡ କଂଗ୍ରେସ ସଭାପତି ତଥା ଅତାବିରାର ପୂର୍ବତନ ବିଧାୟକ ନିହାର ମହାନନ୍ଦ। ରବିବାର ନିଜର ଶତାଧିକ ସମର୍ଥକଙ୍କ...

କଂଗ୍ରେସ ସ୍ବାଗତକଲା, ଭାଜପାର ଭର୍ତ୍ସନା

ବରଗଡ଼,୨୫।୨(ପ୍ରେମାନନ୍ଦ ଖମାରୀ)ରାଜ୍ୟ ସରକାର ଶନିବାର ୩୪ଟି ନୂଆ ଏନ୍‌ଏସି ଘୋଷଣା କରିଛନ୍ତି। ଏଥିରେ ବରଗଡ଼ ଜିଲାର ଅତାବିରା ନିର୍ବାଚନ ମଣ୍ଡଳୀର ଭେଡ଼େନ ଏବଂ ପଦ୍ମପୁର ନିର୍ବାଚନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri