Posted inଜାତୀୟ

ସ୍ବାମୀଙ୍କୁ ଜେଲ୍‌ ପଠାଇବା ପାଇଁ ଫିଲ୍ମ ଷ୍ଟାଇଲ୍‌ରେ ମିଛ ଆତ୍ମହତ୍ୟା କଲେ ସ୍ତ୍ରୀ; ବେଙ୍ଗାଲୁର୍‌ରୁ ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୧୦।୭: ସ୍ବାମୀଙ୍କୁ ଜେଲ୍‌ ପଠାଇବା ପାଇଁ ଜଣେ ସ୍ତ୍ରୀ ଫିଲ୍ମ ଷ୍ଟାଇଲ୍‌ରେ ମିଛ ଆତ୍ମହତ୍ୟା କରିଥିଲେ। ତେବେ ପରେ ପୋଲିସ ତାଙ୍କୁ ବେଙ୍ଗାଲୁର୍‌ରୁ ଜୀବିତ ଅବସ୍ଥାରେ ଗିରଫ କରିଛି। ଜୁଲାଇ ୫ରୁ ଦିଲ୍ଲୀର ଜଣେ ମହିଳା କୋମଲ ନିଖୋଜ ଥିବା ନେଇ ମାମଲା ଦାଏର ହୋଇଥିଲା। ପୋଲିସ ହିଡେନ୍‌ ନଦୀ ପୋଲ ଉପରୁ ତାଙ୍କ କାର୍‌କୁ ଜୁଲାଇ ୬ରେ ଜବତ କରିଥିଲା। କାର୍‌ରେ କୋମଲ ସ୍ବାମୀ ଏବଂ ଶାଶୁଘର ସଦସ୍ୟଙ୍କ ଯୋଗୁ ଆତ୍ମହତ୍ୟା କରୁଥିବା ନେଇ ଲେଖିଥିବା ଚିଠି ପୋଲିସକୁ କାର୍‌ରୁ ମିଳିଥିଲା। ପୋଲିସ ୩ ଦିନ ପର୍ଯ୍ୟନ୍ତ ନଦୀରେ ଖୋଜିବା ପରେ ମଧ୍ୟ ମୃତଦେହ ପାଇ ନ ଥିଲା। ଏନେଇ ପୋଲିସ ବ୍ୟାଙ୍କରେ କାମ କରୁଥିବା ତାଙ୍କ ସ୍ବାମୀ ଅଭିଷେକ ଚୌଧୁରୀ ଏବଂ ପରିବାରଙ୍କୁ ପଚରା ଉଚରା ଆରମ୍ଭ କରିଥିଲା। ମାତ୍ର କୋମଲ ଅନ୍ୟ କିଛି ଲୋକଙ୍କ ସହିତ ଯୋଗାଯୋଗରେ ଥିବା ପୋଲିସ ଜାଣିପାରିଥିଲା। ପରେ ଏକ ପୋଲିସ ଦଳ ବେଙ୍ଗାଲୁର୍‌ରେ ପହଞ୍ଚି ସେଠାରୁ କୋମଲଙ୍କୁ ଗିରଫ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ମେଟ୍ରୋ, ବସ୍‌ରେ ଅଫିସ ଯିବାଆସିବା କରୁଥିବା କର୍ମଚାରୀଙ୍କୁ ମିଳିବ ଅଧିକ ଦରମା

ନୂଆଦିଲ୍ଲୀ,୧୦।୬: ଦିଲ୍ଲୀ ସରକାର ନିଜ କର୍ମଚାରୀଙ୍କ ହିତ ପାଇଁ ଏବଂ ବଢୁଥିବା ଇନ୍ଧନ (ଫ୍ୟୁଏଲ) ସଙ୍କଟର ମୁକାବିଲା କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର…

ମୀନାକ୍ଷୀ ନଟରାଜନଙ୍କ ନାମାଙ୍କନପତ୍ର ଖାରଜ, ଆଜି ହୋଇପାରେ ଆଲୋଚନା

ଭୋପାଳ,୧୦ା୬: ମଧ୍ୟପ୍ରଦେଶରୁ ରାଜ୍ୟ ସଭାରେ ଖାଲି ପଡ଼ିବାକୁ ଥିବା ୩ଟି ଆସନ ଲାଗି ନିର୍ବାଚନ ହେବାକୁ ଯାଉଥିବାବେଳେ ଭାଜପାର ଏକ ଅଭିଯୋଗ ଆଧାରରେ କଂଗ୍ରେସ ପ୍ରାର୍ଥୀ ମୀନାକ୍ଷୀ…

ଆମେରିକା-ଇରାନ ଡିଲ୍‌ ଫାଇଲ କ୍ଲୋଜ? ଆମେରିକାର ବିମାନ ଆକ୍ରମଣରେ ୮ ସହର ଧୂଆଁରେ ଆଚ୍ଛାଦିତ

ତେହରାନ,୧୦।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ସ୍ଥଗିତ ଥିବା ପରି ମନେ ହେଉଛି। ଏକ ଆମେରିକୀୟ ଆପାଚେ ହେଲିକପ୍ଟରକୁ ଖସାଇ ଦେବା…

ବିଦେଶରେ ଫସି ରହିଛନ୍ତି ଆନନ୍ଦପୁରର ଯୁବକ, ଉଦ୍ଧାର ପାଇଁ ପ୍ରଶାସନକୁ ନିବେଦନ କଲେ…

ବଞ୍ଚୋ,୧୦।୬(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଅଞ୍ଚଳର ଯୁବକ ସତ୍ୟଦୀପ ସାହୁ ତାଞ୍ଜାନିଆରେ ଫସି ରହିଥିବା ନେଇ ଚିନ୍ତା ପ୍ରକାଶ ପାଇଛି। ତାଙ୍କୁ ସୁରକ୍ଷିତ…

୧୫ IPS ଅଫିସରଙ୍କୁ ଦିଆଗଲା ୧୭ ଜିଲା ନିରୀକ୍ଷଣ ଦାୟିତ୍ୱ, ଜାଣନ୍ତୁ କେଉଁ ଜିଲାରେ କିଏ…

ଭୁବନେଶ୍ୱର, ୧୦।୬: ଆଇନଶୃଙ୍ଖଳା ସଜାଡ଼ିବା ପାଇଁ ରାଜ୍ୟ ପୋଲିସ ମୁଖ୍ୟାଳୟର ବଡ଼ ପଦକ୍ଷେପ। ୧୫ IPS ଅଫିସରଙ୍କୁ ଦିଆଗଲା ୧୭ଟି ଜିଲାର ସ୍ବତନ୍ତ୍ର ନିରୀକ୍ଷଣ ଓ ତଦାରଖ…

ନେହେରୁଙ୍କୁ ଟପିଲେ ମୋଦି: ଦେଶର ରାଜନୀତିରେ ନୂତନ ଅଧ୍ୟାୟ

ନୂଆଦିଲ୍ଲୀ,୧୦।୬: ଜୁନ ୧୦ ଅର୍ଥାତ୍‌ ଆଜି ଦେଶର ରାଜନୀତିରେ ଏକ ନୂତନ ଅଧ୍ୟାୟ ଲେଖାହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ…

ବିଶ୍ୱକପ୍‌ ଆରମ୍ଭ ପୂର୍ବରୁ ଫିଫା ଜାରିକଲା କଡ଼ା ନୂଆ ନିୟମାବଳୀ,ଜାଣନ୍ତୁ…

ଓ୍ବାଶିଂଟନ୍‌,୧୦।୬: ଆମେରିକାସରେ ହେବାକୁ ଥିବା ଫିଫା ବିଶ୍ୱକପ୍‌ର ୨୩ତମ ସଂସ୍କରଣ ଲାଗି ଖେଳାଳିଙ୍କୁ କଡ଼ା ଶୃଙ୍ଖଳା ମଧ୍ୟରେ ରହିବାକୁ ପଡ଼ିବ। ସମୟ ନଷ୍ଟ ଓ ଇଞ୍ଜୁରି ବାହାନା…

ଏକ୍ସପାୟାରୀ ମେଡିସିନ ଖାଇ ଆଶାକର୍ମୀଙ୍କ ଝିଅଙ୍କ ମୃତ୍ୟୁ ଅଭିଯୋଗ, ANM ସେଣ୍ଟରରୁ ଯାଇ ଆଣିଥିଲେ ମେଡିସିନ

କେନ୍ଦୁଝର,୧୦।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ସିଂପୁର ପଞ୍ଚାୟତ ତଳବରଡ଼ା ଗ୍ରାମରେ ଏକ୍ସପାୟାରୀ ମେଡିସିନ ଖାଇ ଜଣେ ଆଶାକର୍ମୀଙ୍କ ଝିଅ ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri