ସ୍ବାମୀଙ୍କୁ ପଥରରେ ଛେଚି ମାରିଦେଲେ ସ୍ତ୍ରୀ

କପ୍ତିପଦା, ୧୭।୪(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ମଝିଗାଡ଼ିଆ ପଞ୍ଚାୟତ ମହୁଲପଙ୍ଖା ଗାଁରେ ଜଣେ ମହିଳା ମଙ୍ଗଳବାର ରାତିରେ ତାଙ୍କ ସ୍ବାମୀଙ୍କୁ ପଥରରେ ଛେଚି ହତ୍ୟା କରିଛନ୍ତି। ମୃତକ ହେଲେ ଟୁନା ବେସ୍ରା। ତାଙ୍କ ଅଭିଯୁକ୍ତ ସ୍ତ୍ରୀ ହେଲେ ଚମ୍ପା।
ପ୍ରକାଶ ଯେ, ମଙ୍ଗଳବାର ରାତିରେ କୌଣସି କଥାକୁ ନେଇ ଟୁନା ଓ ଚମ୍ପାଙ୍କ ମଧ୍ୟରେ ବଚସା ହୋଇଥିଲା। ସେହି ସମୟରେ ଟୁନା ପ୍ରଥମେ ଚମ୍ପାକୁ ଆକ୍ରମଣ କରିଥିଲେ। ଏଥିରେ ଚମ୍ପା ଉତ୍‌କ୍ଷିପ୍ତ ହୋଇ ଟୁନାଙ୍କୁ ଏକ ପଛରରେ ଛେଚି ହତ୍ୟା କରିଥିଲେ। ଖବର ପାଇ କପ୍ତିପଦା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଉଦଳା ପଠାଇଛି। ଆହତ ଚମ୍ପାଙ୍କୁ ଚିକିତ୍ସା ପାଇଁ କପ୍ତିପଦା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୋଲିସ ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା: ଭାଙ୍ଗିଲା ୭ ଘର, ବୋରିଗୁମ୍ମାରେ ରେକର୍ଡ…

କୋରାପୁଟ,୫ା୭(ଅମିତାଭ ବେହେରା): କୋରାପୁଟ ଜିଲାରେ ରବିବାର ପ୍ରବଳ ବର୍ଷା ହୋଇଛି। ଜିଲାର ୧୪ଟି ବ୍ଲକରେ ମୋଟ୍‌ ୧୩୭୧.୪ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ଜୟପୁର କୋରାପୁଟ ଆଦି…

ତାରାତାରିଣୀ କଲେଜର ହେବ ଆଧୁନିକୀକରଣ, ଅଞ୍ଚଳରେ ଖୁସିର ଲହରୀ

ପୁରୁଷୋତ୍ତମପୁର,୫ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ପାଇଁ ଚଳିତ ବର୍ଷ ଏକ ଐତିହାସିକ ବର୍ଷ ପାଲଟିଛି । କେନ୍ଦ୍ର ସରକାରଙ୍କ ପ୍ରତିଷ୍ଠିତ ରୁଷା/ପିଏମ-ଉଷା ପ୍ରକଳ୍ପରେ…

ଭିଜିଲାନ୍ସ ଜାଲରେ ମହିଳା ସରପଞ୍ଚ, ମାଛ ଚାଷ ସବସିଡି ପାଇଁ SHGରୁ ନେଉଥିଲେ ଲାଞ୍ଚ

ସୋନପୁର,୫ା୭: ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ନିମ୍ନା ପଞ୍ଚାୟତର ମହିଳା ସରପଞ୍ଚ । ମାଛ ଚାଷ ସବସିଡି ପାଇଁ SHG ଠାରୁ ୨୦ ହଜାର ଲାଞ୍ଚ…

ଡ୍ରାଫ୍ଟ ଭୋଟର ତାଲିକା ପ୍ରକାଶ: କୋରାପୁଟ ଜିଲାରୁ ବାଦ୍‌ ପଡ଼ିଲେ…

କୋରାପୁଟ,୫ା୭(ଅମିତାଭ ବେହେରା): ରବିବାର କୋରାପୁଟସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତା ଆୟୋଜିତ ବୈଠକରେ ଡ୍ରାଫ୍ଟ ଭୋଟର ତାଲିକା ପ୍ରକାଶ କରାଯାଇଥିବାବେଳେ ଏଥିରୁ…

ବାଇକ୍‌ ସହ ଲୁଟିନେଇଥିଲେ ଟଙ୍କା, ପୋଲିସ ୫ ଜଣଙ୍କୁ ଗିରଫ କରି ତାଙ୍କଠାରୁ…

ରିଷିଡ଼ା/ମ.ରାମପୁର,୫ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ମ.ରାମପୁର ନିକଟସ୍ଥ ଅରନଝରଣ ଘାଟିଠାରେ ୩ତାରିଖ ଶୁକ୍ରବାର ୫ଜଣ ଦୁର୍ବୃତ୍ତ ଏକ ଗାଡ଼ିରେ ଆସି ବଗବେଡ଼ା ଗାଁର ହେମସାଗର ଦେହେରିଆ ଓ…

ପ୍ରକାଶ ପାଇଲା ଭୋଟର ତାଲିକା: ୨୭ ଲକ୍ଷ ୯୨ ହଜାର ୧୫୮ ଜଣ ସାମିଲ, ବାଦ୍‌ ପଡ଼ିଲେ…

ଛତ୍ରପୁର,୫ା୭(ଦିଲ୍ଲୀପ ସାମଲ): ଭାରତର ଗଣତାନ୍ତ୍ରିକ ପର୍ବ କୁହାଯାଉଥିବା ନିର୍ବାଚନ ପ୍ରକ୍ରିୟାରେ ସ୍ବଚ୍ଛତା, ନିର୍ଭୁଲ ଏବଂ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ…

୯ ଘଣ୍ଟା ଧରି ପାଣିରେ ଫସିଛି କାର୍‌, ଭିତରେ ୪ ଜଣ ଥାଇ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଲାଠୋର ନୂଆପଡ଼ା ରାସ୍ତାରେ ଥିବା ରେଲଓ୍ବେ ଅଣ୍ଡର ଗ୍ରାଉଣ୍ଡ ପୋଲ ଭିତର ଦେଇ ଏକ କାର୍‌ ଯାଉଥିବାବେଳେ ପାଣି…

SIRରେ କଟିଲା ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟରଙ୍କ ନାଁ

ଭୁବନେଶ୍ୱର,୫ା୭: ରାଜ୍ୟରେ SIR ପ୍ରକ୍ରିୟାରେ ୨୦ ଲକ୍ଷ ୧୪ ହଜାର ଭୋଟରଙ୍କ ନାଁ କଟିଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍‌.ଏସ୍‌ ଗୋପାଳନ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri