ସ୍ବାମୀଙ୍କୁ ହତ୍ୟା କରି ଜେଲ ଗଲେ ସ୍ତ୍ରୀ

ବ୍ରହ୍ମପୁର ଅଫିସ,୧୭ା୫-ସ୍ବାମୀଙ୍କୁ ହତ୍ୟା କରିବା ଅଭିଯୋଗରେ ଟାଉନ ଥାନା ପୋଲିସ ଶନିବାର ସ୍ତ୍ରୀ ସୁନୀତା ବେହେରାଙ୍କୁ ଗିରଫ କରିଛି। ଘଟଣା ବେଳେ ବ୍ୟବହୃତ ରକ୍ତଭିଜା ଶିଳପୁଆ ଜବତ କରିଛି। ମାମଲା ନଂ.୯୫/୨୦ରେ ସୁନୀତାଙ୍କୁ ଶନିବାର କୋର୍ଟଚାଲାଣ କରାଯାଇଛି।
ପ୍ରକାଶ ଯେ, ଗେଟବଜାର ଜାଗିଲି ସାହିରେ ବନମାଳୀ ବେହେରାଙ୍କ ସ୍ତ୍ରୀ ସୁନୀତା ୫ ପିଲା ଓ ରୋଗଣା ଶାଶୁଙ୍କ ସହ ରହୁଥିଲେ। ଶୁକ୍ରବାର ଅପରାହ୍ନ ପ୍ରାୟ ୫ ଟାରେ ବନମାଳୀ ନିଶାସକ୍ତ ଅବସ୍ଥାରେ ଆସି ସ୍ତ୍ରୀଙ୍କ ସହ ଝଗଡ଼ା କରିଥିଲେ। ପରେ ଉତ୍ତ୍ୟକ୍ତ ହୋଇ ବନମାଳୀ ସୁନୀତାଙ୍କୁ ମାଡ଼ ମାରିଥିଲେ। ଏଥିରେ ସୁନୀତା ରାଗିଯାଇ ପାଖରେ ଥିବା ଏକ ଶିଳପୁଆରେ ବନମାଳୀଙ୍କ ମୁଣ୍ଡକୁ ପ୍ରହାର କରିଥିଲେ। ଫଳରେ ସେ ତଳେ ପଡିଯିବା ସହ ରକ୍ତସ୍ରାବ ହୋଇଥିଲା। ଗୁରୁତର ଅବସ୍ଥାରେ ସୁନୀତା ତାଙ୍କୁ ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରିଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ଶନିବାର ବନମାଳୀଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

୩୪ ବର୍ଷ ପରେ ପ୍ରଥମ ବାର୍ଷିକ ଉତ୍ସବ: ଛାତ୍ରୀଛାତ୍ରଙ୍କୁ ଭଲ ମଣିଷ ହେବାକୁ ପରାମର୍ଶ

ଦାରିଙ୍ଗବାଡି, ୨୦/୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତ ପାଟ୍ଟା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଶୁକ୍ରବାର ବିଦ୍ୟାଳୟର…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା: ୧୪୦ରୁ ଊଦ୍ଧର୍‌ବ ପ୍ରତିଯୋଗୀଙ୍କ କୃତିତ୍ୱ ଅର୍ଜନ

ଭଞ୍ଜନଗର,୧୯/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି। ଏଥିରେ ଭଞ୍ଜନଗର ସବ ଟ୍ରେଜେରୀ ଅଫିସର୍‌…

୩୯ ଶିକାରିଙ୍କୁ ବାନ୍ଧିଲା ବନବିଭାଗ: ୯ ଦେଶୀ ବନ୍ଧୁକ, ୨୦ ଧନୁତୀର ଜବତ

ବାରିପଦା,୨୦।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଅଞ୍ଚଳରେ ଶିକାର କରିବାକୁ ପ୍ରବେଶ କରିଥିବା ଶିକାରିଙ୍କୁ ବନବିଭାଗ ଗିରଫ କରଛି…

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍‌ରେ ତାଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri