ସ୍ବାମୀଙ୍କ ମୃତ୍ୟୁକୁ ଦୁଇ ବର୍ଷ ବିତିଥିଲେ ସୁଦ୍ଧା ସାଏବାନିଙ୍କୁ ମିଳିନି ବିଧବା ଭତ୍ତା

ଭତ୍ତାଲାଠୋର,(ଡି.ଏନ୍‌.ଏ.):୧୯।୬: ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଆଁଝର ପଞ୍ଚାୟତ ଅଧୀନ ଚାଉଲଡିଆ ଗ୍ରାମର ସାଏବାନି ରଣା (୫୫)ଙ୍କୁ ବିଧବା ଭତ୍ତା ମିଳି ନ ଥିବା ଅଭିଯୋଗ ହୋଇଛି।
ସୂଚନାଯୋଗ୍ୟ, ଦୁଇ ବର୍ଷ ପୂର୍ବେ ସାଏବାନିଙ୍କ ସ୍ବାମୀଙ୍କ ଯକ୍ଷ୍ମାରେ ମୃତ୍ୟୁ ଘଟିଥିଲା। ମାତ୍ର ଏଯାବତ୍‌ ତାଙ୍କୁ ସାମାଜିକ କଲ୍ୟାଣ ଯୋଜନାରେ ସାମିଲ୍‌ କରି ଭତ୍ତା ପ୍ରଦାନ କରାଯାଇ ନ ଥିବା ସେ ଅଭିଯୋଗ କରିଛନ୍ତି। ଏ ନେଇ ଆବଶ୍ୟକୀୟ କାଗଜପତ୍ର ଏକତ୍ରିତ କରି ପଞ୍ଚାୟତଠାରୁ ବ୍ଲକ ପର୍ଯ୍ୟନ୍ତ ଯାଇଥିଲେ ହେଁ ତାଙ୍କୁ ଭତ୍ତା ମିଳି ନାହିଁ। ସେ ଗରୀବ ଶ୍ରେଣୀର ହୋଇଥିବାରୁ କୌଣସି ଉପାୟ ନ ପାଇ ମଜୁରୀ ଲାଗୁଛନ୍ତି। ଏନେଇ କରୁଆଁଝର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ପୃଥୀରାଜ ରାଉତଙ୍କୁ ଯୋଗାଯୋଗ କରିବାରୁ ସେ କୁହନ୍ତି, ତାଙ୍କର କାଗଜ ପତ୍ର ଦେଖି ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରାଯିବ। ତେବେ ଯଥା ଶୀଘ୍ର ତାଙ୍କୁ ଭତ୍ତା ଯୋଗାଇ ଦେବା ପାଇଁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଭାଜିତ ରାୟ ପ୍ରତ୍ୟାହାର ଆବେଦନର ପୁନର୍ବିଚାର କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮ା୧୦(ପି.ଟି.): ମୁଖ୍ୟ ନିର୍ବାଚନ କମିଶନର(ସିଇସି) ଏବଂ ନିର୍ବାଚନ କମିଶନର (ଇସି) ନିଯୁକ୍ତି ପାଇଁ ଅଣାଯାଇଥିବା ୨୦୨୩ ଆଇନକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନଗୁଡ଼ିକୁ ବୃହତ୍ତର ସାମ୍ବିଧାନିକ ପୀଠକୁ…

ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପାଇଁ ଲଢ଼େଇ ଜାରି ରହିବ

ନୂଆଦିଲ୍ଲୀ,୮୧୦ ମୁଖ୍ୟ ନିର୍ବାଚନ କମିଶନର(ସିଇସି)ଙ୍କ ବିରୋଧରେ କକ୍‌ରୋଚ ଜନତା ପାର୍ଟି (ସିଜେପି)ର ଆନ୍ଦୋଳନ ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପର୍ଯ୍ୟନ୍ତ ଜାରି ରହିବ। ଏପରିକି ସିଇସି ଜ୍ଞାନେଶ କୁମାରଙ୍କ…

ଚୀରନିଦ୍ରାରେ ବଲିଉଡ଼ର ଭେଟେରାନ ଆକ୍ଟର ‘ନାନା ପାଟେକର’

ମୁମ୍ବାଇ: ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ୭୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗୋଆର ଡୋନା ପାଉଲା ସ୍ଥିତ…

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?