ସ୍ବାମୀଙ୍କ ସହ କାହିଁକି କାମ କରନ୍ତିନି ବିଦ୍ୟା

ମୁମ୍ବାଇ: ବଲିଉଡ୍‌ ଡାର୍ଟି ଗର୍ଲ ବିଦ୍ୟା ବଲାନ୍‌ଙ୍କ ସ୍ବାମୀ ସିଦ୍ଧାର୍ଥ ମଧ୍ୟ ବଲିଉଡ୍‌ର ଜଣେ ଭଲ ପ୍ରଯୋଜକ। ହେଲେ ନାୟିକା ଭାବେ ବିଦ୍ୟା ସିଦ୍ଧାର୍ଥଙ୍କ ସହ କାମ କରିବାକୁ ପସନ୍ଦ କରନ୍ତି ନାହିଁ। ତେବେ ଏହାର କାରଣ ସମ୍ପର୍କରେ ବିଦ୍ୟା ନିକଟରେ ଏକ ସାକ୍ଷାତ୍‌କାରରେ ପ୍ରକାଶ କରିଛନ୍ତି। ସିଦ୍ଧାର୍ଥ ‘ଦଙ୍ଗଲ’, ‘ଏବିସିଡି’, ‘ଚେନ୍ନାଇ ଏକ୍ସପ୍ରେସ୍‌’, ‘ବର୍ଫି’ ଭଳି ହିଟ୍‌ ଫିଲ୍ମ ଭେଟି ଦେଇଥିବା ବେଳେ ବିଦ୍ୟା କିନ୍ତୁ ଏହାଠାରୁ ଦୂରେଇ ରହିଛନ୍ତି। ବିଦ୍ୟା କୁହନ୍ତି ମୁଁ ଅନ୍ୟ ପ୍ରଯୋଜକ ବା ନିର୍ଦ୍ଦେଶକଙ୍କ ସହ କାମ କଲେ କିଛି ଯଦି ଅସୁବିଧା ହୁଏ ତେବେ ମୁଁ କାମ ଅଧାରୁ ବନ୍ଦ କରି ପାରିବି କି ତାଙ୍କ ସହ ତର୍କ କରିପାରିବି। କିନ୍ତୁ ସିଦ୍ଧାର୍ଥଙ୍କ ସହ ସେ ସେମିତି କରିପାରିବେ ନାହିଁ ବୋଲି କହିଛନ୍ତି। ଅନ୍ୟପଟେ ବିଦ୍ୟା ଅନ୍ୟ ପ୍ରଯୋଜକ ଓ ନିର୍ଦ୍ଦେଶକଙ୍କୁ ଯେତିକି ପାରିଶ୍ରମିକ ଦାବି କରିପାରିବେ ତାହା ସେ ତାଙ୍କ ସ୍ବାମୀଙ୍କ ପାଖରେ ଦାବି କରି ପାରିବେ ନାହିଁ। ତେଣୁ ତାଙ୍କ ପବିତ୍ର ସମ୍ପର୍କରେ ଫାଟ ହେବାକୁ ସେ କେବେ ଚାହାଁନ୍ତି ନାହିଁ ବୋଲି କହିଛନ୍ତି। ତେଣୁ ସେ ସ୍ବାମୀଙ୍କ ସହ କାମ କରିବାକୁ ପସନ୍ଦ କରୁ ନ ଥିବା କହିଛନ୍ତି। ପାରିବାରିକ ଜୀବନ ତାଙ୍କର ସୁଖମୟ। ତେଣୁ ସେ ଏହାକୁ ବଜାୟ ରଖିବାକୁ ଯାଇ ଏହାଠି କାମ କରୁ ନ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ପୁଣି ଲଘୁଚାପ: ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମବଙ୍ଗ- ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଏହା ପ୍ରଭାବରେ…

ନୂଆ ଡିଜିପିଙ୍କୁ ନେଇ ଅଙ୍କକଷା: ଚର୍ଚ୍ଚାରେ ୩, ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୨୫ା୭(ତ୍ରିନାଥ ମହାନ୍ତି):୧୯୯୦ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆ ଅଗଷ୍ଟ ୧୬ରେ ଅବସର ଗ୍ରହଣ କରିବେ। ତାଙ୍କ କାର୍ଯ୍ୟକାଳ ସରି ଆସୁଥିବାବେଳେ ରାଜ୍ୟର କିଏ…

ନିଶା କାରବାରରେ ପୋଲିସର ହାତ: ମୁହଁ ଖୋଲିଲେ ଇନ୍‌ଫର୍ମର

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ଥମିବା ନାଁ ନେଉନାହିଁ। ତେବେ କିଛି ପୋଲିସ କର୍ମଚାରୀ ନିଶା ବେପାରୀଙ୍କ ସହିତ ସମ୍ପର୍କ ରଖିଥିବା ଯୋଗୁ ଏଭଳି କାରବାରକୁ…

ରେକର୍ଡ କଲା PM ମୋଦିଙ୍କ ଭିଡିଓ, ୨୪ ଘଣ୍ଟାରେ ସବୁଠୁ ଅଧିକ…

ନୂଆଦିଲ୍ଲୀ,୨୫।୭: CJP ବିକ୍ଷୋଭକାରୀ ଏବଂ ସରକାରଙ୍କ ମଧ୍ୟରେ ଶନିବାର ଆଉ ଏକ ବୈଠକ ହେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି ଉପରେ କେନ୍ଦ୍ରିତ…

ସରକାରଙ୍କ ଉପରେ ବଢୁଛି ଚାପ: ଏବେ କ’ଣ କରିବେ ମୋଦି

ନୂଆଦିଲ୍ଲୀ,୨୫ା୭(ପି.ଟି./ଏଜେନ୍ସି): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ସିଜେପି ପକ୍ଷରୁ ଚାଲିଥିବା ଆନ୍ଦୋଳନ ସରକାରଙ୍କ ଉପରେ ବଡ଼ ଚାପ ସୃଷ୍ଟି କରିଛି। ଶୁକ୍ରବାର ସରକାର ଓ…

ସାର ବିକ୍ରିରେ ଅନିୟମିତତା: ୬ ଡିଲରଙ୍କ ଲାଇସେନ୍ସ ରଦ୍ଦ

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟ ଜୋରସୋର୍‌ରେ ଚାଲିଥିଲାବେଳେ ସାରର କୃତ୍ରିମ ସଙ୍କଟ ଏବଂ କଳାବଜାର ଚାଷୀମାନଙ୍କୁ ଚିନ୍ତାରେ ପକାଇ ଦେଇଛି। ଏଭଳି ଅଭିଯୋଗ ପାଇବା ପରେ…

ଇସ୍ତଫା ଦେବେ ନାହିଁ ଧର୍ମେନ୍ଦ୍ର ପ୍ରଧାନ! ସରକାରଙ୍କ କଡ଼ା ଆଭିମୁଖ୍ୟ, ଗୋଟିଏ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ମାମଲାରେ ଦାୟିତ୍ୱ ନିର୍ଦ୍ଧାରଣ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଜାତୀୟ ରାଜଧାନୀ ଦିଲ୍ଲୀର ଜନ୍ତର-ମନ୍ତରରେ ଗତ ଏକ…

ରାଇକିଆରେ ବାହୁଡା଼ ଯାତ୍ରା ସମ୍ପନ୍ନ

ରାଇକିଆ,୨୪ା୭ (ପ୍ରଦୀପ ବେହେରା): ରାଇକିଆ ଠାରେ ଶୁକ୍ରବାର ବାହୁଡ଼ା ଯାତ୍ରା ସମ୍ପନ୍ନ ହୋଇଛି। ଅସ୍ଥାୟୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିରାଜମାନ କରିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କର ସାମ୍ନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri