Posted inଜାତୀୟ

ସ୍ବାମୀ ଚିନ୍ମୟାନନ୍ଦଙ୍କୁ ୭ ଘଣ୍ଟା ଜେରା: ପୀଡିତାଙ୍କ ସହ ଆଶ୍ରମ ପହଞ୍ଚିଲା ଏସ୍‌ଆଇଟି

ଲକ୍ଷ୍ନୌ,୧୩।୯: ଶାହାଜାହାନପୁର ନିବାସୀ ଆଇନ ଛାତ୍ରୀଙ୍କୁ ଯୌନ ଶୋଷଣା ମାମଲାରେ ଶେଷରେ ଏସ୍‌ଆଇଟି ପୂର୍ବ କେନ୍ଦ୍ରମନ୍ତ୍ରୀ ସ୍ବାମୀ ଚିନ୍ମୟାନନ୍ଦଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ଶୁକ୍ରବାର ଏସ୍‌ଆଇଟିର ଏକ ଟିମ୍‌ ପୀଡିତାଙ୍କୁ ନେଇ ଚିନ୍ମୟାନନ୍ଦଙ୍କ ଆଶ୍ରମରେ ପହଞ୍ଚିଥିଲା। ଏହା ପୂର୍ବରୁ ଏସ୍‌ଆଇଟି ଚିନ୍ମୟାନନ୍ଦଙ୍କୁ ପାଖାପାଖି ୮ ଘଣ୍ଟା ଜେରା କରିଥିବା ସୂଚନା ମିଳିଛି। ଏହି ସମୟରେ ଏସ୍‌ଆଇଟି ଚିନ୍ମୟାନନ୍ଦଙ୍କୁ ଛାତ୍ରୀ ଜଣକ ଆଣିଥିବା ଅଭିଯୋଗକୁ ନେଇ ପ୍ରଶ୍ନ କରିଥିଲେ। ଏହା ପୂର୍ବରୁ ଏସ୍‌ଆଇଟି ସ୍ବାମୀ ଚିନ୍ବୟାନନ୍ଦନଙ୍କ ଓକିଲ, କଲେଜ ପ୍ରିନ୍ସିପାଲ ଓ ଅନ୍ୟ କର୍ମଚାରୀଙ୍କୁ ଜେରା କରିସାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ: ଭାରତ ଯୋଗାଇବ ଇଣ୍ଡୋନେସିଆକୁ ସେହି ଅସ୍ତ୍ର, ଯାହା ପାକିସ୍ତାନକୁ ଥରାଇ ଦିଏ…

ନୂଆଦିଲ୍ଲୀ,୭।୭: ଭାରତ-ଇଣ୍ଡୋନେସିଆ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ ହୋଇଛି। ଭାରତ ମଙ୍ଗଳବାର ଇଣ୍ଡୋନେସିଆକୁ ବ୍ରହ୍ମୋସ କ୍ଷେପଣାସ୍ତ୍ର ଯୋଗାଇ ଦେବା ନେଇ ଚୁକ୍ତି ସ୍ବାକ୍ଷର କରିଛି।…

ସିରିଜ ବିସ୍ଫୋରଣରେ ଥରି ଉଠିଲା ସିରିଆ; ଡାମାସ୍କସରେ ମାକ୍ରନଙ୍କ ହୋଟେଲ ନିକଟରେ ମଧ୍ୟ ବଡ଼ ବିସ୍ଫୋରଣ, ସୁରକ୍ଷିତ ଅଛନ୍ତି ରାଷ୍ଟ୍ରପତି

ଡାମାସ୍କସ,୭।୭: ମଙ୍ଗଳବାର ସିରିଆର ରାଜଧାନୀ ଡାମାସ୍କସରେ ଗୋଟିଏ ପରେ ଗୋଟିଏ ବିସ୍ଫୋରଣ ଘଟିଥିଲା। ଉଲ୍ଲେଖଯୋଗ୍ୟ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ବର୍ତ୍ତମାନ ସିରିଆ ଗସ୍ତରେ ଅଛନ୍ତି ଏବଂ…

ଆଳି ବ୍ରାହ୍ମଣୀ ନଦୀରେ ଭାସୁଛି ବିରାଟକାୟ କୁମ୍ଭୀର, ଆତଙ୍କିତ ସ୍ଥାନୀୟ ଲୋକେ

ପଟ୍ଟାମୁଣ୍ଡାଇ,୭।୭(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଳି ଦେଇ ବହିଯାଇଥିବା ବ୍ରାହ୍ମଣୀ ନଦୀର ପତ୍ରପୁର ସେତୁ ନିକଟରେ ଏକ ବିରାଟକାୟ ବଉଳା କୁମ୍ଭୀର ଭାସୁଥିବା ଦେଖିବାକୁ ମିଳିଛି…

ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri