ସ୍ତ୍ରୀଙ୍କୁ ଖୁସି କରିବା ଲାଗି ଏପରି କିଛି ଉପହାର ଦେଇଛନ୍ତି ଏମାନେ

କୁହାଯାଏ କି ସ୍ବାମୀଙ୍କୁ ଖୁସି କରିବା ଲାଗି ରାସ୍ତା ତାଙ୍କ ପେଟ ଦେଇ ଯାଇଥାଏ। ଅର୍ଥାତ ଭଲ ରୋଷେଇ କରି ଖାଇବାକୁ ଦେଲେ ସେମାନେ ସେଥିରେ ସନ୍ତୁଷ୍ଟ ହୋଇଥାନ୍ତି। ତେବେ ସ୍ତ୍ରୀଙ୍କୁ ଖୁସି କରିବା ଲାଗି ମଧ୍ୟ ସେପରି କିଛି ଉପାୟ ରହିଛି। ତାହା ହେଉଛି ଉପହାର। ସ୍ତ୍ରୀଙ୍କୁ ମନେଇବାକୁ ହେଲେ ଉପହାର ହିଁ ଯଥେଷ୍ଟ ବୋଲି ଅନେକେ କୁହନ୍ତି। ତେବେ ଆପଣ ଜାଣିଛନ୍ତି ବଲିଉଡ୍‌ ଅଭିନେତାମାନେ ତାଙ୍କ ସ୍ତ୍ରୀଙ୍କୁ ଦେଉଥିବା ଉପହାର ସମ୍ପର୍କରେ। ଏହା ସେମାନଙ୍କ ଲାଗି ସାଧାରଣ କଥା ହୋଇ ଥିଲେ ମଧ୍ୟ ସ୍ତ୍ରୀଙ୍କ ଖୁସି ଲାଗି ସେମାନେ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରିବାକୁ ପଛାଇ ନ ଥାନ୍ତି।
ତେବେ ଜାଣନ୍ତୁ ଏମାନେ ସ୍ତ୍ରୀଙ୍କୁ କ’ଣ ଦେଇଛନ୍ତି ଉପହାର…

ବିରାଟ-ଅନୁଷ୍କା
ଅନୁଷ୍କା ଶର୍ମାଙ୍କୁ ବିରାଟ କୋହଲି ଏକ ସୁନ୍ଦର ଉପହାର ଦେଇଛନ୍ତି ତାହା ହେଉଛି ମୁମ୍ବାଇର ଏକ ବିରାଟ ଅଟ୍ଟାଳିକା।

ରାଜ୍‌ କୁନ୍ଦ୍ରା – ଶିଳ୍ପା ସେଟ୍ଟୀ
ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କୁ ତାଙ୍କ ସ୍ବାମୀ ରାଜ୍‌ କୁନ୍ଦ୍ରା ଅନେକ ଉପହାର ଦେଇଛନ୍ତି। ରାଜ୍‌ ଶିଳ୍ପାଙ୍କୁ ଦେଉଥିବା ଉପହାର ସବୁବେଳେ ଚମକପ୍ରଦ ହୋଇଥାଏ। ସେ ଦୁବାଇରେ ଶିଳ୍ପାଙ୍କୁ ଏକ ଆପାର୍ଟମେଣ୍ଟ ଓ ପରେ ଲଣ୍ଡନରେ ଏକ ଘର କିଣି ଦେଇଛନ୍ତି। ତା’ ସହ ଏକ ହୀରା ମୁଦି।

ଅକ୍ଷୟ କୁମାର- ଟ୍ବିଙ୍କିଲ ଖାନ୍ନା:
ବଲିଉଡ୍‌ର ଖିଲାଡି ଅକ୍ଷୟ କୁମାର ସ୍ତ୍ରୀ ଟ୍ବିଙ୍କିଲଙ୍କ ମନ ଜିଣିବାକୁ କୌଣସି ଉପାୟ ଛାଡି ନାହାନ୍ତି । ସେ ତାଙ୍କୁ ବେଣ୍ଟଲି କାର କିଣି ଦେଇଛନ୍ତି।

ଆନନ୍ଦ ଆହୁଜା-ସୋନମ କପୁର:
ଗତବର୍ଷ ବିବାହ ବନ୍ଧନରେ ବାନ୍ଧି ହୋଇଥିବା ଆନନ୍ଦ ଆହୁଜା ଓ ସୋନମ କପୁର ମଧ୍ୟ ଉପହାର ମାମଲାରେ ବେଶ୍‌ ସକ୍ରିୟ। ଆନନ୍ଦ ନିକଟରେ ସୋନମଙ୍କୁ ଏକ ବଙ୍ଗଳା ଉପହାର ଦେଇଛନ୍ତି। ଏହାର ମୂଲ୍ୟ ୧୫୦ କୋଟିରୁ ଅଧିକ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri