ସ୍ବାସ୍ଥ୍ୟକର୍ମୀଙ୍କୁ କରୋନା: ହୋମ କ୍ୱାରାଣ୍ଟାଇନରେ ରହିଲେ ରାୟଗଡ଼ା ସିଡିଏମ୍‌ଓ

ରାୟଗଡା ଅଫିସ,୧୦।୬-ରାୟଗଡା ଜିଲାରେ ବୁଧବାର ୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୨ ଜଣ ଯୁବତୀ ରହିଥିବାବେଳେ ଅନ୍ୟ ଜଣେ ପୁରୁଷ ରହିଛନ୍ତି। ସେମାନେ ନିକଟରେ ଦିଲ୍ଲୀରୁ ଫେରି କ୍ୱାରାଣ୍ଟାଇନରେ ଥିଲେ। ସେହିପରି ଅନ୍ୟ ଆକ୍ରାନ୍ତ ଜଣକ ୩୪ ବର୍ଷୀୟ ସ୍ବାସ୍ଥ୍ୟକର୍ମୀ ବୋଲି ଜଣାପଡ଼ିଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କ କଣ୍ଟ୍ରାକ୍ଟ ଟ୍ରେସିଂ ଜାରି ରହିଛି। ସମସ୍ତଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯିବ ବୋଲି ଜିଲାପାଳ ସୂଚନା ଦେଇଛନ୍ତି। କ୍ୱାରାଣ୍ଟାଇନ ସେଣ୍ଟର ଗୁଡ଼ିକ ସହ ମିନି ମେଡିକାଲ କଲୋନୀ ମଧ୍ୟ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ସମସ୍ତ ଆକ୍ରାନ୍ତଙ୍କୁ ଗଜପତି କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ସ୍ବାସ୍ଥ୍ୟକର୍ମୀଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ସିଡିଏମ୍‌ଓଙ୍କ ସମେତ ସ୍ବାସ୍ଥ୍ୟ ବିଭାଗର କିଛି କର୍ମୀ ହୋମ କ୍ୱାରାଣ୍ଟାଇନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା: ୩ ମନ୍ତ୍ରୀଙ୍କ କଟିଲା ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଟିକେଟ ଘୋଷଣା କରିଛନ୍ତି। ତାଲିକାରେ ୪ ନୂଆ ମୁହଁ...

ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କାଟି ବର୍ଷାଙ୍କ ଉପରେ ଭରସା

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବିଜେଡି ବଡ଼ଚଣାର ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କଟିଛି। ତାଙ୍କ...

ସର୍‌ପ୍ରାଇଜ୍‌ କଲେ ନବୀନ, ଆଶାୟୀ ବରିଷ୍ଠ ନେତାଙ୍କ କାଟିଲେ ଟିକେଟ୍‌!

ଭୁବନେଶ୍ୱର,୨୦।୪: ପୁରୁଖା ନେତାଙ୍କ ଉପରେ ବିଜେଡିର ଭରସା ପାଉନାହିଁ। ଏହାର ପ୍ରମାଣସ୍ବରୂପ ନିର୍ବାଚନ ମଇଦାନକୁ ଦଳ ସଦ୍ୟ ସାମିଲ ହୋଇଥିବା ପ୍ରାର୍ଥୀଙ୍କୁ ଓହ୍ଲାଉଛି। ଫଳରେ ଦୀର୍ଘଦିନ...

ବିଜେଡି ବିଧାନସଭା ପ୍ରାର୍ଥୀ ତାଲିକା: ରଘୁନାଥ ସାହୁଙ୍କୁ ମିଳିଲା ଏହି ଆସନ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ତାଲିକାରେ ରହିଛି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନାଁ। ସେ ବଡ଼ଚଣାରୁ...

କେନ୍ଦ୍ରାପଡ଼ାରୁ ଗଣେଶ୍ୱର, ବଡ଼ଚଣାରୁ ଲଢ଼ିବେ…

ଭୁବନେଶ୍ୱର,୨୦।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡି ପକ୍ଷରୁ ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ...

ବର୍ଷାଙ୍କୁ ମିଳିଲା ଟିକେଟ୍‌, ଏହି ଠୁ ଲଢିବେ…

ଭୁବନେଶ୍ୱର,୨୦।୪: ୬ଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ନିକଟରେ ବିଜୁ ଜନତା ଦଳରେ ଯୋଗ ଦେଇଥିବା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ଦଳ...

ସକାଳୁ ନିଆଁବର୍ଷା! ୩୫ ଛୁଇଁଲାଣି ପାରା

ଭୁବନେଶ୍ୱର,୨୦।୪: ଆଜି ବି କଲବଲ କରିବ ତାତି । ସକାଳୁ ଛୁଇଁଲାଣି ୩୫ । ଆଜି ସକାଳ ୮ଟା ସୁଦ୍ଧା ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା...

ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି, ଜାଣନ୍ତୁ କାହାକୁ ମିଳିଲା କେଉଁ ଆସନ

ଭୁବନେଶ୍ୱର,୨୦।୪: ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି। ବଡ଼ଚଣାରୁ ଲଢିବେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ସେହିପରି ଚିଲିକାରୁ ରଘୁନାଥ ସାହୁ, କେନ୍ଦ୍ରାପଡ଼ାରୁ ଗଣେଶ୍ବର ବେହେରା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri