ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣମନ୍ତ୍ରୀଙ୍କ ସହ ୟୁନିସେଫ୍‌ ମୁଖ୍ୟକ୍ଷେତ୍ର ଅଧିକାରୀଙ୍କ ଆଲୋଚନା

ଭୁବନେଶ୍ୱର,୨୯।୮(ବ୍ୟୁରୋ): ୟୁନିସେଫ୍‌ର ମୁଖ୍ୟ କ୍ଷେତ୍ର ଅଧିକାରୀ ମୋନିକା ନେଲ୍‌ସେନ୍‌ ଗୁରୁବାର ସଚିବାଳୟଠାରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣମନ୍ତ୍ରୀ ନବ କିଶୋର ଦାସଙ୍କ ସହିତ ଆଲୋଚନା କରିଛନ୍ତି। ରାଜ୍ୟରେ ଶିଶୁ ଓ ମାତୃ ମୃତ୍ୟୁହାର ହ୍ରାସ, କାର୍ଯ୍ୟକାରୀ ହେଉଥିବା ସମ୍ପୂର୍ଣ୍ଣା ଯୋଜନା ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଉପରେ ଆଲୋଚନା କରିଥିଲେ। ଏହିସବୁ କାର୍ଯ୍ୟକ୍ରମ ଓଡ଼ିଶାରେ ବେଶ୍‌ ସଫଳତାର ସହିତ କାର୍ଯ୍ୟକାରୀ ହେଉଥିବା ଏବଂ ଏହାର ସୁଫଳ ମିଳୁ ନ ଥିବା ପ୍ରକାଶ କରି ଆଗାମୀ ଦିନରେ ୟୁନିସେଫ୍‌ ତା’ର ସହାୟତା ଓ ସହଯୋଗ ବଜାୟ ରଖିବ ବୋଲି ପ୍ରକାଶ କରିଛନ୍ତି। ଏହି ଆଲୋଚନାରେ ୟୁନିସେଫ୍‌ର ସ୍ବାସ୍ଥ୍ୟ ବିଶେଷଜ୍ଞ ଡାଃ ବିବେକ ଭିରେନ୍ଦ୍ର ସିଂହ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଟିବାଡି ଜଙ୍ଗଲରେ ପୋଲିସ-ମାଓବାଦୀ ମୁଁହାମୁଁହି, ଟଳିଲେ ୨…

ଫୁଲବାଣୀ, ୨୨।୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ରାଇକିଆ ଥାନା କରଡ଼ା ପଞ୍ଚାୟତର ନିଟିବାଡି ଜଙ୍ଗଲରେ ପୋଲିସ ଏବଂ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି । ଉଭୟ ପକ୍ଷରୁ…

ରାଜଧାନୀରେ ବଢ଼ୁଛି ନିଶା କାରବାର

ଭୁବନେଶ୍ୱର,୨୨।୨(ତ୍ରିନାଥ ମହାନ୍ତି): ଟ୍ବିନ୍‌ ସିଟିରେ ଛାଇଗଲେଣି ନିଶା ବେପାରୀ। ପ୍ରତିବର୍ଷ ଗିରଫ ହେଉଥିବା ନିଶା ବ୍ୟବସାୟୀଙ୍କ ସଂଖ୍ୟା ଏବଂ ମାମଲା ରୁଜୁର ତଥ୍ୟକୁ ଦେଖିଲେ ଏହା ସ୍ପଷ୍ଟ…

ହଠାତ କଳା କାର୍‌ରେ କୁଆଡେ ଗଲେ ଅଭିଷେକ ଶର୍ମା-ଗୌତମ ଗମ୍ଭୀର? ମ୍ୟାଚ୍‌ର କିଛି ଘଣ୍ଟା ପୂର୍ବରୁ ଏଭଳି ପଦକ୍ଷେପକୁ ନେଇ ଚର୍ଚ୍ଚା…

ଅହମ୍ମଦାବାଦ,୨୨।୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଏକ ହାଇ-ଭୋଲଟେଜ୍‌ ସୁପର-୮ ମ୍ୟାଚ୍‌ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌…

ବାହଘର ପରେ କନିଆକୁ ଧରି ଘରକୁ ଫେରୁଥିଲେ, ବର ମୁଣ୍ଡରେ ବନ୍ଧୁକ ଲଗାଇ ନବବଧୂକୁ ଧରି ପ୍ରେମିକ ଛୁ

ତରଭା/ବଲାଙ୍ଗୀର,୨୨।୨(ମାନଭଞ୍ଜନ ମିଶ୍ର/ସୁନୀଲ ମହାନ୍ତି): ଫିଲ୍ମ ଷ୍ଟାଇଲରେ ଜଣେ ଯୁବକ ବନ୍ଧୁକ ଦେଖାଇ ଅଧାବାଟରୁ ନବବଧୂଙ୍କୁ ନେଇ ଫେରାର ହୋଇଯାଇଥିବା ନେଇ ଅଭିଯୋଗ ହୋଇଛି । ବରଙ୍କ ଘର…

ମଦ ପିଇବାକୁ ବାପାଙ୍କୁ ମାଗିଲେ ଟଙ୍କା ନଦେବାରୁ ହାଣିଲେ…

ଦିଗପହଣ୍ଡି,୨୨|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ିି ପଞ୍ଚାୟତ ଦସିପୁର ଗାଁ ରେ ଶନିବାର ରାତି ପ୍ରାୟ ୧ ଟାରେ ଘଟିଯାଇଛି ଏକ…

‘ଯେଉଁମାନେ ଖେଳନ୍ତି, କେବଳ ସେମାନେ ପ୍ରସ୍ଫୁଟିତ ହୁଅନ୍ତି…’, ‘ମନ କି ବାତ’ରେ କାନାଡିଆନ ଦଳ ବିଷୟରେ କାହିଁକି କହିଥିଲେ ମୋଦି? ଜାଣନ୍ତୁ…

ନୂଆଦିଲ୍ଲୀ,୨୨।୨: ରବିବାର (୨୨ ଫେବୃଆରୀ) ମନ କି ବାତର ୧୩୧ ତମ ଏପିସୋଡରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଏହି ଶିଖର ସମ୍ମିଳନୀରେ ବିଶ୍ୱ AI…

ମହାପୁରୁଷଙ୍କୁ କି ଦଣ୍ଡ: ସର୍ବ ସମ୍ମୁଖରେ …

ଗଞ୍ଜମ,୨୨।୧(ବିଦ୍ୟାଧର ସାହୁ): ମହାପୁରୁଷ ମାନଙ୍କୁ କି ପ୍ରକାର ଦଣ୍ଡ। ସର୍ବ ସମ୍ମୁଖରେ ମହାପୁରୁଷ ମାନଙ୍କୁ ଏଭଳି ଅପମାନିତ କରିବାକୁ କାହାର ସାହସ ହେଲା ତାହା ସହରରେ ଚର୍ଚ୍ଚା…

ସୁପର-୮ ପାଇଁ ଟିମ୍‌ ଇଣ୍ଡିଆରେ ହେବ ସଞ୍ଜୁ ସାମସନଙ୍କ ଏଣ୍ଟ୍ରି? ସୂର୍ଯ୍ୟକୁମାର କାହିଁକି କହିଲେ ଏମିତି

ଅହମ୍ମଦାବାଦ,୨୨।୨: ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଭାରତ ରବିବାର ଦକ୍ଷିଣ ଆଫ୍ରିକା ବିପକ୍ଷରେ ସୁପର-୮ ଅଭିଯାନ ଆରମ୍ଭ କରିବ। ଲିଗ ପର୍ଯ୍ୟାୟରେ ଦଳ ନିଜର ସମସ୍ତ ଚାରୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri