ସ୍ବାସ୍ଥ୍ୟ ପାଇଁ ବରଦାନ ସେଓ: ନିୟମିତ କରନ୍ତୁ ସେବନ, ଏସବୁ ରୋଗରୁ ପାଇବେ ମୁକ୍ତି

ସୁସ୍ଥ ରହିବାକୁ ସମସ୍ତେ ଚାହାନ୍ତି। ମାତ୍ର ବର୍ତ୍ତମାନର ଜୀବନଶୈଳୀରେ ସେସବୁ ସମ୍ଭବ ହୋଇପାରୁନାହିଁ। କେଉଁଠି ନା କେଉଁଠି ଅବହେଳା କାରଣରୁ ଅଧିକାଂଶ ଲୋକ ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟାରେ ଆକ୍ରାନ୍ତ ହେଉଛନ୍ତି। ତେବେ ନିଜକୁ ସୁସ୍ଥ ରଖିବା ପାଇଁ ଚାହୁଁଥିଲେ ପ୍ରତିଦିନ ସକାଳେ ଏକ ସେଓ ନିଶ୍ଚିତ ଖାଆନ୍ତୁ। ଏଥିରେ ଫାଇବର ମାତ୍ରା ଅଧିକ ଥାଏ, ଯାହା ରୋଗ ପ୍ରତିରୋଧକ ଶକ୍ତିକୁ ବଢ଼ାଇଥାଏ। ଏହାଛଡ଼ା ସେଓ ଅନେକ ରୋଗରୁ ରକ୍ଷା ମଧ୍ୟ କରିଥାଏ। ଜାଣନ୍ତୁ ସେ ସବୁ ସମ୍ପର୍କରେ…

ସେଓ ଖାଇବା ଫଳରେ କ୍ୟାନ୍‌ସର ଆଶଙ୍କା କମ୍‌ ହୋଇଥାଏ। ବିଶେଷକରି ଅଗ୍ନାଶୟ କ୍ୟାନ୍‌ସର ଆଶଙ୍କା ୨୩ ପ୍ରତିଶତ କମ୍‌ ହୋଇଥାଏ।

ଏହାକୁ ଖାଇବା ଫଳରେ ମାଂସପେଶୀଜନିତ ସମସ୍ୟା ହୋଇ ନ ଥାଏ। ଏଥିରେ ଥିବା ଫାଇବର ଆଣ୍ଠୁ ଗଣ୍ଠି ସମସ୍ୟାରୁ ମୁକ୍ତି ଦେଇଥାଏ।

ଏଥିରେ ଫେନୋଲିକ୍‌ ରହିଥାଏ। ଏହା ହୃଦ୍‌ଘାତ ଆଶଙ୍କାରୁ ମଧ୍ୟ ଦୂରେଇ ରଖିଥାଏ।

ଏହାକୁ ଖାଇବା ଫଳରେ ପାଚନତନ୍ତ୍ର ମଧ୍ୟ ଶକ୍ତ ହୋଇଥାଏ। ଫଳରେ ପେଟଜନିତ କୌଣସି ସମସ୍ୟା ଉପୁଜି ନ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଅଧିକାରୀ ଅଭାବ

ମଧ୍ୟପ୍ରଦେଶରେ ଅନୁମୋଦିତ ସଂଖ୍ୟା ତୁଳନାରେ ୧୫୦ରୁ ଅଧିକ ଆଇଏଏସ୍‌ ଅଧିକାରୀଙ୍କ ଅଭାବ ରହିଛି। ଏହା ଏକ ସାମାନ୍ୟ ବ୍ୟବଧାନ ନୁହେଁ ବରଂ ଏକ ବ୍ୟବସ୍ଥାଗତ ଅଭାବକୁ ଇଙ୍ଗିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri