ସ୍ବା ସ୍ଥ୍ୟ ସୂ ଚ ନା : ଦାନ୍ତ ଏବଂ ମାଢ଼ିଜନିତ ସମସ୍ୟାରୁ କେମିତି ପାଇବେ ରକ୍ଷା

ଦାନ୍ତ ଏବଂ ମାଢ଼ିଜନିତ ରୋଗ ସୃଷ୍ଟି କରିଥାଏ। ତେଣୁ ଭଲ ଭାବରେ ଦାନ୍ତ ଘଷନ୍ତୁ। କେତେକେ ଏହି କାମକୁ ଚଟାପଟ ଶେଷ କରିଦେଇଥାଆନ୍ତି। ଅତିକମ୍‌ରେ ଦୁଇ ମିନିଟ୍‌ ଦାନ୍ତ ଘଷନ୍ତୁ।
ରହିବା ପଛରେ ବିଶ୍ରାମର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ତେଣୁ ପ୍ରତିଦିନ ଅତିକମ୍‌ରେ ୬-୭ଘଣ୍ଟା ଶୁଅନ୍ତୁ।
ବଢ଼ିବା ସହ କେତେକ ସ୍ବାସ୍ଥ୍ୟଜନିତ ସମସ୍ୟା ଦେଖାଦେଇଥାଏ। ଏହାକୁ କଦାପି ଅବହେଳା କରନ୍ତୁ ନାହିଁ। ତୁରନ୍ତ ଡାକ୍ତରଙ୍କ ସହ ପରାମର୍ଶ କରନ୍ତୁ।
ଭିତରେ ଅନେକେ ଖାଦ୍ୟପେୟ ପ୍ରତି ଠିକ୍‌ ଭାବରେ ନଜର ଦେଇପାରି ନ ଥାନ୍ତି। ଏହାଦ୍ୱାରା ଗ୍ୟାଷ୍ଟ୍ରିକ୍‌, ପାଚନକ୍ରିୟାଜନିତ ସମସ୍ୟା ଦେଖାଦେଇଥାଏ। ତେଣୁ ନିର୍ଦ୍ଦିଷ୍ଟ ସମୟ ଅନ୍ତରାଳରେ କିଛି ଖାଆନ୍ତୁ।
ରୋଗ ଉପରେ କିମ୍ବା ଔଷଧ ଉପରେ ଯଦି ଆପଣ ଠିକ୍‌ ଭାବରେ ଜାଣିନାହାନ୍ତି ତେବେ ଅନ୍ୟମାନଙ୍କୁ ଏ ନେଇ ପରାମର୍ଶ ନ ଦେବା ଭଲ।