ସ୍ବେଚ୍ଛାକୃତ ରକ୍ତଦାନ ଶିବିର, ୪୦ୟୁନିଟ୍‌ ରକ୍ତ ସଂଗ୍ରହ

ଜୁନାଗଡ,୬ା୫(ଡି.ଏନ୍‌.ଏ)-କରିବା ରକ୍ତ ଦାନ, ବଞ୍ଚାଇବା ଜୀବନ ଏହି ଉଦ୍ଦେଶ୍ୟ ନେଇ ମଙ୍ଗଳବାର ବିଜେଡି ପକ୍ଷରୁ ଭବାନୀପାଟଣା ରକ୍ତ ଭଣ୍ଡାରଠାରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସ୍ବେଚ୍ଛାକୃତ ଭାବେ ୪୦ ଜଣ ରକ୍ତଦାନ କରିଥିଲେ। ବିଜେଡି ନେତ୍ରୀ ଇଂ. ବୈଶାଖୀ ନନ୍ଦଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ଶିବିରରେ ଅବସରପ୍ରାପ୍ତ ସୈନିକ ତଥା କଳାହାଣ୍ଡି ମିଲଟାରୀ ଏକାଡେମୀର ପ୍ରତିଷ୍ଠାତା ଶ୍ୟାମସୁନ୍ଦର ପଣ୍ଡା, ପୂର୍ବତନ ପୌରାଧ୍ୟକ୍ଷ ଆଦିତ୍ୟ ପ୍ରସାଦ ନନ୍ଦ, ଛାତ୍ର ନେତା ଅବିନାଶ ଠାକୁର, ରବି ପଟ୍ଟନାୟକ, ମଣ୍ଟୁ ନାଏକ, ଆଶୁ ପୁରୋହିତ, ମିତୁ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ପାଲଟିଛି ମରଣଯନ୍ତା: ମରାମତି ଦାବିରେ ଗ୍ରାମବାସୀଙ୍କ ଧାରଣା

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି ପାଇଁ…

ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…

ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି: ଚିଠି କରି କାମ ସାରିଦେଲେ…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri