ସ୍ବେଚ୍ଛାସେବୀଙ୍କୁ ଧରି ସଚେତନ କଲା ପୋଲିସ

ଫୁଲବାଣୀ ଅଫିସ, ୧୩ା୪- ଫୁଲବାଣୀ ସହରରେ ପୋଲିସ ସୋମବାର ଟିମ୍‌ ହ୍ୟୁମାନିଟ୍‌ର ସ୍ବେଚ୍ଛାସେବୀଙ୍କୁ ଧରି କରୋନା ସଚେତନ କରିଛି। ଟିମ୍‌ର ସଦସ୍ୟ ସାଇରାମ ପାତ୍ର, ହିମାଂଶୁ ନାୟକ, ଲମ୍ବୋଦର ରଥ, ଏସ୍‌. କେ. ଅବଦୁଲ୍‌ ସାକିର ପ୍ରମୁଖ କରୋନା ଚିତ୍ରକଳା ଥିବା ପୋଷାକ ସହିତ ହେଲମେଟ୍‌ ପିନ୍ଧି ସହରର ବିଭିନ୍ନ ଅଞ୍ଚଳ ଗସ୍ତ କରି ସଚେତତନା କରାଇଥିଲେ। ଗୋପବନ୍ଧୁ ଛକ ଠାରୁ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ଉପ ଜିଲାପାଳ ସୁରେଶ କୁମାର ପ୍ରଧାନ, ସଦର ଏସଡ଼ିପିଓ ମହେନ୍ଦ୍ରନାଥ ମୁର୍ମୁ, ଆଦର୍ଶ ଥାନାଧିକାରୀ ନରେଶ କୁମାର ସାହୁ, ରିଜର୍ଭ ଇନ୍ସପେକ୍ଟର ଧର୍ମେନ୍ଦ୍ର ପ୍ରଧାନ, ସର୍ଜେଣ୍ଟ ସରୋଜ ବେହେରା, ଅତିରିକ୍ତ ତହସିଲଦାର ଅନିତା ସାହୁଙ୍କ ସମେତ ଅନ୍ୟମାନେ ସାମିଲ୍‌ ହୋଇ ଲୋକଙ୍କୁ କରୋନା ଭୟାବହତା, ମାକ୍ସ ବ୍ୟବହାର, ବାରମ୍ବର ହାତ ଧୋଇବା ଆଦି ଉପରେ ସଚେତନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଇଁତୋଳାରୁ ତାଇଓ୍ବାନ, ଦେବାଶିଷଙ୍କ ସଫଳତାର ଯାତ୍ରା, ଏମିତି କାମ କରି…

ଗଞ୍ଜାମ,୧୮ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ଦେବାଶିଷ ତରାଇ।l ପୁଇଁତୋଳା ଭଳି ଏକ ଗାଁରୁ ଅନ୍ତର୍ଜାତୀୟ ଶିକ୍ଷା ଓ ଗବେଷଣା ମଞ୍ଚ ପର୍ଯ୍ୟନ୍ତ ଦେବାଶିଷ…

ନ୍ୟାୟ ମାଗିବାକୁ ଥାନାକୁ ଯାଇଥିଲେ ନାବାଳିକା; ଥାନା ଅଧିକାରୀଙ୍କ ଧମକରେ ଅଚେତ ହୋଇଗଲେ, ତାପରେ…

ବାରିପଦା/ମୋରଡ଼ା,୧୮।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ମା’ବାପାଙ୍କ ସହିତ ଅଭିଯୋଗ ପତ୍ର ନେଇ ଥାନାକୁ ଯାଇଥିବା ଜଣେ ନାବାଳିକା ଥାନା ଅଧିକାରୀଙ୍କ ଧମକପୂର୍ଣ୍ଣ ବ୍ୟବହାରରେ ଚେତାଶୂନ୍ୟ ହୋଇ…

ବାଂଲାଦେଶରେ ମିଳିମିଳାରେ ୪୫୦ ଶିଶୁଙ୍କ ମୃତ୍ୟୁ; ୟୁନୁସ ସରକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଢାକା,୧୮।୫: ମାର୍ଚ୍ଚ ମାସରୁ, ବାଂଲାଦେଶରେ ମିଳିମିଳା ରୋଗରେ ୪୫୦ ରୁ ଅଧିକ ପିଲାଙ୍କ ମୃତ୍ୟୁ ହୋଇଛି। ଏହାକୁ ଦୃଷ୍ଟିରେ ରଖି, ପୂର୍ବତନ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା…

ଯାନ୍ତ୍ରିକ ମାୟାଜାଲ

ଆଧୁନିକ ସଭ୍ୟତାର ଏକ କ୍ଷୁଦ୍ର ଯନ୍ତ୍ର ଆଜି ମାନବ ସମାଜର ଜୀବନଶୈଳୀକୁ ଏମିତି ବଦଳାଇ ଦେଇଛି ଯେ ସୂର୍ଯ୍ୟୋଦୟଠାରୁ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଆମର ପ୍ରତିଟି ପଦକ୍ଷେପ ମୋବାଇଲ…

ପାହାଡ଼ ପାଦଦେଶରେ ବେଆଇନ ଗୃହ ନିର୍ମାଣ ଅଭିଯୋଗ: ତଦନ୍ତ ନିର୍ଦ୍ଦେଶ ଦେଲେ ତହସିଲଦାର

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତରେ ରହିଥିବା ଐତିହ୍ୟ ତୀର୍ଥକ୍ଷେତ୍ର ଋଷିମାଳରେ ସଂରକ୍ଷିତ ଜଙ୍ଗଲକୁ ସାଧାରଣ ଲୋକଙ୍କ ପକ୍ଷରୁ ଜବରଦଖଲ କରାଯାଉଥିବା ନେଇ…

ଶପଥ ନେଲେ କେରଳର ନୂଆ ମୁଖ୍ୟମନ୍ତ୍ରୀ

ଥିରୁଭାନନ୍ତପୁରମ,୧୮।୫: ସୋମବାର (୧୮ ମଇ, ୨୦୨୬) ତିରୁଭାନନ୍ତପୁରମର କେନ୍ଦ୍ରୀୟ ଷ୍ଟାଡିୟମରେ କଂଗ୍ରେସ ନେତା ଭି.ଡି. ସାଥୀସାନ୍‌ କେରଳର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ଏବଂ ସେ…

୩୦ ମିନିଟ ପର୍ଯ୍ୟନ୍ତ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ଯୁଦ୍ଧକୁ ନେଇ ହେଲା ନୂଆ ପ୍ଲାନ? ଜାଣନ୍ତୁ…

ଓ୍ବାଶିଂଟନ,୧୮।୫: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସପ୍ତାହେ ଧରି ଚାଲିଥିବା ତୀବ୍ର ସଂଘର୍ଷ ପରେ ବର୍ତ୍ତମାନ ଏକ ଅସ୍ତ୍ରବିରତି କାର୍ଯ୍ୟକାରୀ ହେଉଛି। ତଥାପି, ଏହା ସତ୍ତ୍ୱେ,…

ସିଆଇଆଇର ଆଦର୍ଶ ମହିଳା ସମ୍ମାନରେ ସମ୍ମାନିତ ହେଲେ ଦାରିଙ୍ଗବାଡ଼ିର ସୁନାଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଅଞ୍ଚଳର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ାଙ୍କୁ ଦେଶ ସ୍ତରରେ ସିଆଇଆଇ ଆଦର୍ଶ ମହିଳା ସମ୍ମାନ ମିଳିବା ବ୍ରାହ୍ମଣୀଗାଁ ଅଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri