ସ୍ବୟଂ ସହାୟିକା ଗୋଷ୍ଠୀ ଓ ପୌର କର୍ମଚାରୀଙ୍କ ମଧ୍ୟରେ ଧସ୍ତାଧସ୍ତି ଘଟଣା: ପ୍ରତିବାଦରେ ପୌର କାର୍ଯ୍ୟାଳୟରେ କର୍ମଚାରୀଙ୍କ ଆନ୍ଦୋଳନ

ଆନନ୍ଦପୁର,୨୮।୫(ସ୍ବ.ପ୍ର.)-ଆନନ୍ଦପୁର ପୌରପରିଷଦ କାର୍ଯ୍ୟାଳୟରେ ବୁଧବାର ମହିଳା ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟ ଓ ପୌର କର୍ମଚାରୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା। ଏହାର ପ୍ରତିବାଦରେ ଗୁରୁବାର ପୌର କାର୍ଯ୍ୟାଳୟ ଗେଟରେ ତାଲା ପକାଇ କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ କରିଛନ୍ତି। ଅନ୍ୟପଟେ ଥାନା ଅଧିକାରୀଙ୍କ ଡାକରାରେ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟାମାନେ ଆଲୋଚନା ପାଇଁ ଥାନାକୁ ଯାଇଥିବା ଜଣାପଡିଛି। ପୌର କାର୍ଯ୍ୟାଳୟ ସହକାରୀ ଯନ୍ତ୍ରୀ ପଦ୍ମାବତୀ ମୁର୍ମୁଙ୍କ ଅଭିଯୋଗକ୍ରମେ ଆନନ୍ଦପୁର ଥାନାରେ କେସ୍‌ ନଂ. ୭୮/୨୦ରେ ଏକ ମାମଲା ରୁଜୁ ହୋଇଛି। ଖବରଲେଖା ହେବା ସୁଦ୍ଧା ସମସ୍ୟାର ସମାଧାନ ହୋଇ ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଂଗଠନ ସୁଦୃଢ଼ କରିବାକୁ ଭାଜପାର ଆହ୍ୱାନ: ଚିନାମାଳିପଶି ହାଟ ପଡ଼ିଆରେ …

ପାଟଣା, ୧୦।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ୍‌ ଅନ୍ତର୍ଗତ ଚିନାମାଳିପଶି ହାଟ ପଡ଼ିଆଠାରେ ଶନିବାର ଭାରତୀୟ ଜନତା ପାର୍ଟି ( ଭାଜପା)ର ପାଟଣା…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ଲୋକଙ୍କ ଅଭିଯୋଗ ଶୁଣିଲେ ବିଧାୟକ

ପାଟଣା,୮।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତରେ ଗୁରୁବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ଇଣ୍ଡି ମେଣ୍ଟର ବନ୍ଦ ଡାକରା: ଗାଡ଼ିମୋଟର ଫେରାଇଦେଲେ ବିକ୍ଷୋଭକାରୀ

ପାଟଣା,୮ା୧୦(ବୀର କିଶୋର ଦାଶ): ଇଣ୍ଡିମେଣ୍ଟର ଭାରତ ବନ୍ଦ ଡାକରାକୁ ସମର୍ଥନ କରି ପାଟଣା ଓ ସାହାର ପଡ଼ା ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ କଂଗ୍ରେସ ପକ୍ଷରୁ ପିକେଟିଂ…

ଏମ୍‌ଏମ୍‌ଡିଆର, ଏସ୍‌ଆଇଆର୍‌ ମୁଖ୍ୟ ପ୍ରସଙ୍ଗ ନେଇ କଂଗ୍ରେସର ବନ୍ଦ ଡାକରା

କେନ୍ଦୁଝର,୮ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଏମ୍‌ଏମ୍‌ଡିଆର, ଏସ୍‌ଆଇଆର୍‌-୨୦୨୬, ପାଠ୍ୟପୁସ୍ତକ ତ୍ରୁଟି ଏବଂ ବନ୍ୟା ସମସ୍ୟା ପ୍ରସଙ୍ଗକୁ ନେଇ ବୁଧବାର ଓଡ଼ିଶା ବନ୍ଦ ଡାକରା ପରିପ୍ରେକ୍ଷୀରେ କେନ୍ଦୁଝରରେ ବନ୍ଦ ପାଳନ…

ଆନନ୍ଦପୁର କଲେଜ ନିର୍ବାଚନ ପାଇଁ ପୋଲିସ-ପ୍ରଶାସନର ସମନ୍ୱୟ ବୈଠକ: ପଡ଼ୁଛି ଉଠୁଛି କଲେଜ କ୍ୟାମ୍ପସ

ବଞ୍ଚୋ, ୭।୧୦ (ପ୍ରଦୋଷ ବିଶ୍ୱାଳ): ଓଡ଼ିଶା ସରକାରଙ୍କ ନିର୍ଦ୍ଧାରିତ କଲେଜ ନିର୍ବାଚନକୁ ଶାନ୍ତିଶୃଙ୍ଖଳା ଓ ସୁରକ୍ଷିତ ଭାବେ ସମ୍ପନ୍ନ କରିବା ଲକ୍ଷ୍ୟରେ ଆନନ୍ଦପୁର ପୁଲିସ ଓ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?