Posted inଫୁରସତ

‘ସ୍ମାଇଲ୍‌’ ବହୁଳ ବ୍ୟବହୃତ ଇମୋଜି: ନିର୍ମାତା କିଏ ଜାଣନ୍ତୁ

ପ୍ରତିବର୍ଷ ଜୁଲାଇ ୧୭କୁ ‘ଇମୋଜି ଡେ’ ଭାବେ ପାଳନ କରାଯାଏ । ୨୦୧୪ରୁ ଏହି ପ୍ରକ୍ରିୟା ଆରମ୍ଭ ହୋଇଛି। ଆଜିକାଲିର ସମୟରେ ମେସେଜର ବହୁଳ ବ୍ୟବହାର ତଥା ଇମୋଜିର ପ୍ରୟୋଗକୁ ଦୃଷ୍ଟିରେ ରଖି ଏହି ଦିବସ ପାଳିତ ହେଉଛି। ତେବେ ବିଭିନ୍ନ ସୋସିଆଲ ମିଡିଆରେ କାନ୍ଦ, ହସ ଏବଂ ରାଗ ଭଳି ଭାବନାକୁ ବ୍ୟବହାରକାରୀ ‘ଇମୋଜି’ ଦ୍ୱାରା ସହଜରେ ପରିପ୍ରକାଶ କରିପାରୁଛନ୍ତି।
ଅନ୍ୟମାନଙ୍କଠାରୁ ଭାରତୀୟମାନେ ଇମୋଜିରେ ଖୁସି, ଲୁହ ଓ କିସ୍‌ର ବ୍ୟବହାର କରିଥାନ୍ତି। ଏହା କମ୍ପାନୀ ପକ୍ଷରୁ ପ୍ରସ୍ତୁତ ଏକ ରିପୋର୍ଟରେ କୁହାଯାଇଛି। ତେବେ ବ୍ୟବହାର କରାଯାଉଥିବା ସ୍ମାଇଲ ଇମୋଜିକୁ ପ୍ରଥମେ କିଏ ପ୍ରସ୍ତୁତ କରିଥଲେ ଜାଣନ୍ତି? ଏହାକୁ ଆମେରିକାର ହର୍ଭି ରୋଜ ବଲ୍‌ ପ୍ରସ୍ତୁତ କରିଥିଲେ। ସେ ଜାଣି ନ ଥିଲେ ଏହା ପରେ ଲୋକପ୍ରିୟ ହୋଇପାରିବ।
୧୯୬୩ରେ ହର୍ଭି ଏକ ବିଜ୍ଞାପନ ଓ ପେପର ଏଜେନ୍ସି ଚଳାଉଥିବା ବେଳେ ଏକ ମ୍ୟୁଚୁଆଲ ଲାଇଫ୍‌ ଇନ୍‌ସୁରାନ୍ସ କମ୍ପାନୀ ତାହାର ସମସ୍ୟା ନେଇ ତାଙ୍କ ପାଖକୁ ଆସିଥିଲା। ତାଙ୍କ କର୍ମଚାରୀ ଦୁଃଖୀ ଥିବା ଦେଖି ହର୍ଭି ଏକ ସ୍ମାଇଲ ତିଆରି କରିଥିଲେ। ଏଥିପାଇଁ ତାଙ୍କୁ ୪୫ ଡଲାର ମିଳିଥିଲ। ରାଗିଥିବା କର୍ମୀଙ୍କୁ ଖୁସି କରିବାପାଇଁ ପ୍ରଥମେ ଏହାକୁ ବ୍ୟବହାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

୨୪ ଘଣ୍ଟାରେ ୨୬୦୦୦ ବସ୍‌ ଉଠ୍‌ ହୋଇ ଗିନିଜ ଓ୍ବାର୍ଲଡ ରେକର୍ଡ

ପିଲାଦିନେ ସ୍କୁଲରେ ପାଠ ପଢି ନ ଥିଲେ ଦଣ୍ଡ ଆକାରରେ ସାର୍‌ କହୁଥିଲେ ବସ୍‌ ଉଠ୍‌ ହେବା ପାଇଁ। ୩୦ ଥର ବସ୍‌ ଉଠ୍‌ ହେଲା...

ଉଛୁଳା ଭକ୍ତିର ଅନ୍ତରାଳେ….

ମା’ଛେଉଣ୍ଡ ମାଧବ ବାବୁ ଭଦ୍ରଲୋକରେ ଗଣାହେଲେ, ଯେବେଠୁଁ କଷ୍ଟକରି ଉଚ୍ଚଶିକ୍ଷା ଲାଭ କଲା ପରେ ଉଚ୍ଚ ପଦବୀଯୁକ୍ତ ଚାକିରି ପାଇଲେ। ତାଙ୍କର ସବୁଗୁଣ ଭଲ l...

ନିମାପଡ଼ାର ‘ମାଇପି ମେଳା’

ଗୁହାରିଆ ପଡ଼ିଲେ ମାନସିକ ପୂରଣ ହୋଇଥାଏ l ଅନ୍ଧବିଶ୍ୱାସ ହେଉ କି ବିଶ୍ୱାସ, ଏଭଳି ଏକ ପ୍ରଥା କିନ୍ତୁ ପ୍ରଚଳିତ ହୋଇଆସୁଅଛି କାହିଁ କେବେଠୁ। ପୁରାଣ...

ପ୍ରଥମ ରୋଜଗାର ବୋଉକୁ ଦେଇଥିଲି: ଲଳିତ କୁମାର

ମୋର ଜନ୍ମ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ନନ୍ଦଳା ଗ୍ରାମରେ। ମାତା ପାର୍ବତୀ ସ୍ବାଇଁ ଓ ପିତା ଭିକାରୀ ସ୍ବାଇଁଙ୍କର ତିନିପୁଅଙ୍କ ଭିତରେ ମୁଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri