ସ୍ମାର୍ଟଫୋନ୍‌କୁ ସାବଧାନ..

ଦିନରେ ଅଧଘଣ୍ଟା ଧରି ଫୋନ୍‌ରେ ଗପିଲେ ବ୍ରେନ୍‌ ଟ୍ୟୁମର ହେବ ବୋଲି ଆମେରିକାରେ ହୋଇଥିବା ଏକ ସର୍ଭେ ରିପୋର୍ଟରେ ପ୍ରକାଶ ପାଇଛି। ଏହା ଦ୍ୱାରା ଆଖି ଉପରେ ଖରାପ ପ୍ରଭାବ ପଡ଼ିବା ସହିତ ଅନିଦ୍ରା ଆଦି ରୋଗ ସୃଷ୍ଟି ହୋଇଥାଏ। ଏହାଦ୍ୱାରା କାନ ମଧ୍ୟରେ ଥିବା ମାଂସପେଶୀର ତାପମାତ୍ରା ବଢ଼ିବା ସହିତ ମସ୍ତିଷ୍କ ଉପରେ ଖରାପ ପ୍ରଭାବ ପଡ଼ିଥାଏ। ଏଭଳି ଲାଗି ରହିଲେ ୧୦ ବର୍ଷ ପରେ ବ୍ରେନ୍‌ ସେଲ୍‌ରେ ପରିବର୍ତ୍ତନ ଘଟି ଅଯଥା କୋଷ ବିଭାଜନ ହୋଇ ଟ୍ୟୁମର ହେବାର ଆଶଙ୍କା ରହିଥାଏ ବୋଲି ଏହି ସର୍ଭେ ରିପୋର୍ଟରେ ଦର୍ଶାଯାଇଛି। ଛୋଟ ପିଲାଙ୍କ ଉପରେ ସ୍ମାର୍ଟଫୋନ୍‌ର ଅଧିକ ଖରାପ ପ୍ରଭାବ ପଡ଼ିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡୋନେସିଆରେ ଜ୍ୱାଳାମୁଖି ଦେଖିବା ଚାଇନା ମହିଳାଙ୍କୁ ପଡିଲା ମହଙ୍ଗା

ଜାକର୍ତ୍ତା,୨୪।୪: ଇଣ୍ଡୋନେସିଆର ଆଗ୍ନେୟଗିରି ଦେଖିବା ଚାଇନାର ଜଣେ ମହିଳାଙ୍କ ପାଇଁ ମୃତ୍ୟୁର କାରଣ ପାଲଟିଥିଲା ଯେତେବେଳେ ସେ ଜ୍ୱଳନ୍ତ ଆଗ୍ନେୟଗିରି ନିକଟରେ ଫଟୋ ଉଠାଉଥିଲେ। ଏହି...

ପାକିସ୍ତାନ ମାଟିରୁ ଇସ୍ରାଏଲକୁ ଧମକ ଦେଲେ ଇରାନ ରାଷ୍ଟ୍ରପତି

ଇସଲାମାବାଦ୍‌,୨୪।୪: ପାକିସ୍ତାନ ଗସ୍ତରେ ଆସୁଥିବା ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସି ଇସ୍ରାଏଲ ପାଇଁ ଏକ ବଡ଼ ଧମକ ଦେଇଛନ୍ତି। ସେ କହିଛନ୍ତି, ଯଦି ଇସ୍ରାଏଲ କୌଣସି...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

ଏସିଆ ବିଶ୍ୱର ସବୁଠାରୁ ବିପର୍ଯ୍ୟୟ ପ୍ରବଣ ଅଞ୍ଚଳ

ଜେନେଭା, ୨୪।୪: ଜଳବାୟୁ ପରିବର୍ତ୍ତନର ପ୍ରଭାବ ଉପରେ ସାରା ବିଶ୍ୱର ନଜର ରହିଛି। ତେବେ ଗତ କିଛି ବର୍ଷ ଧରି ଏହାର ସର୍ବାଧିକ ପ୍ରଭାବ ବିଭିନ୍ନ...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

ମଝି ଆକାଶରେ ପରସ୍ପର ସହ ଧକ୍କା ହେଲା ଦୁଇ ବିମାନ: ଆଉ ତା’ପରେ ଘଟିଲା ଏମିତି, ଦେଖନ୍ତୁ ଭିଡିଓ

କ୍ୱାଲାଲାମ୍ପପୁର,୨୩।୪: ମାଲେସିଆରେ ଏକ ଦୁଃଖଦ ଘଟଣା ଘଟିଛି। ଏଠାରେ ଦୁଇଟି ନୌସେନା ହେଲିକପ୍ଟର ପରସ୍ପର ସହ ମୁହାଁମୁହିଁ ଧକ୍କା ହୋଇଯାଇଥିଲା। ଏହି ହେଲିକପ୍ଟରଗୁଡ଼ିକ ରୟାଲ ମାଲେସିଆ...

ଏଲନ ମସ୍କଙ୍କୁ ‘ଅହଂକାରୀ’ କହିଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ

ସିଡନୀ,୨୩।୪: ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନି ମଙ୍ଗଳବାର ବିଲିୟନେୟାର ବ୍ୟବସାୟୀ ଏଲନ ମସ୍କଙ୍କୁ ‘ଅହଂକାରୀ’ ବୋଲି ବର୍ଣ୍ଣନା କରିଛନ୍ତି। ପ୍ରକାଶ ଯେ, ଅଷ୍ଟ୍ରେଲିଆର ସିଡନୀରେ ଜଣେ...

ତାଇଓ୍ବାନ୍‌ରେ ବଡ଼ ଧରଣର ଭୂକମ୍ପ: ଭୁଶୁଡ଼ିଲା କୋଠା

ତାଇୱାନ,୨୩।୪: ତାଇୱାନରେ ଭୂକମ୍ପ କମ୍ପନ ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ) ଅନୁଯାୟୀ ସୋମବାର ବିଳମ୍ବିତ ରାତିରେ ଘଟିଥିବା ଭୂକମ୍ପର ତୀବ୍ରତା ରିକ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri