ସ୍ମାର୍ଟ ଓ୍ବିଣ୍ଡୋ

ଘର ଭିତରକୁ ପବନ ଯାତାୟାତ ପାଇଁ ଘରେ ଝରକା ଲଗାଯାଇଥାଏ। ହେଲେ ଖରାଦିନେ ଉତପ୍ତ ବାୟୁ ଏହା ଭିତର ଦେଇ ଘରକୁ ଆସିଥାଏ। ନିକଟରେ ୟୁନିଭର୍ସିଟି ଅଫ ଓ୍ବାଶିଂଟନର ବୈଜ୍ଞାନିକମାନେ ଏପରି ଏକ ଝରକା ପ୍ରସ୍ତୁତ କରିଛନ୍ତି ଯାହାକୁ ଆପଣ ଖରାଦିନେ ଖୋଲା ରଖିପାରିବେ। କେବଳ ସେତିକି ନୁହେଁ, ସାଧାରଣ ଝରକା ଦେଇ ଗରମ ପବନ ଆସୁଥିବା ହେଲେ ଏହି ଝରକା ତାହାକୁ ପ୍ରତିହତ କରିବାର କ୍ଷମତା ରଖିଛି। ଉନ୍ନତ ଜ୍ଞାନକୌଶଳବିଶିଷ୍ଟ ଏହି ସ୍ମାର୍ଟ ଓ୍ବିଣ୍ଡୋ ଦେଇ ଆଲୋକ ଘର ଭିତରକୁ ଆସିପାରିବ। ହେଲେ ସୂର୍ଯ୍ୟଙ୍କର ତତଲା ପବନ ପ୍ରବେଶ କରିପାରିବ ନାହିଁ ବୋଲି ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ତେବେ ଏହାକୁ ଆହୁରି ଉନ୍ନତ ଜ୍ଞାନକୌଶଳବିଶିଷ୍ଟ କରିବାକୁ ଉଦ୍ୟମ କରଯାଉଛି ବୋଲି ସେଥିରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷ ୨୦୨୬ରୁ ଏହି ୩ ରାଶିର ଭଲ ଦିନ ଆରମ୍ଭ: ସୃଷ୍ଟି ହେଉଛି ଚତୁର୍ଗ୍ରହୀ ଯୋଗ, ଘଟିବ…

୨୦୨୬ର ପ୍ରଥମ ଦିନ ଜ୍ୟୋତିଷ ଦୃଷ୍ଟିକୋଣରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, କାରଣ ଏହି ଦିନରେ ଏକ ଶକ୍ତିଶାଳୀ ଚତୁର୍ଗ୍ରହୀ ଯୋଗ ସୃଷ୍ଟି ହେଉଛି। ଜାନୁଆରୀ ୧, ୨୦୨୬...

ଜାନୁଆରୀ ୧୧ ସୁଦ୍ଧା ଏହି ୩ ରାଶିର ହେବାକୁ ଯାଉଛି ବଡ଼ ପରିବର୍ତ୍ତନ, ଗ୍ରହଙ୍କ ରାଜା ‘ସୂର୍ଯ୍ୟ’ କଲେ ନକ୍ଷତ୍ର ଗୋଚର

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ, ଯାହାକୁ ସୂର୍ଯ୍ୟ ଦେବତା ଏବଂ ଗ୍ରହମାନଙ୍କର ରାଜା ଉଭୟ ଭାବରେ ବିବେଚନା କରାଯାଏ, ୨୦୨୫ରେ ତାଙ୍କର ଶେଷ ଗୋଚର ସମାପ୍ତ କରିଛି।...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

ସୃଷ୍ଟି ହେବ ଗଜକେଶରୀ ଯୋଗ, ଏହି ୨ ରାଶିର ବ୍ୟକ୍ତିଙ୍କର କ୍ୟାରିଅରରେ ହେବ ଉନ୍ନତି

ଗ୍ରହ ଏବଂ ନକ୍ଷତ୍ର ମଣ୍ଡଳର ଗତିକୁ ଆଧାର କରି ୨୦୨୬ ମସିହାର ପ୍ରଥମ କିଛି ଦିନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ । ଏହି...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ମକର ସଂକ୍ରାନ୍ତି ପୂର୍ବରୁ ଏହି ୩ ରାଶିର ଚମକିବ ଭାଗ୍ୟ, ଘଟିବାକୁ ଯାଉଛି…

୨୦୨୬ରେ, ଜାନୁଆରୀ ୧୪ ତାରିଖରେ ମକର ସଂକ୍ରାନ୍ତି ପାଳନ କରାଯିବ, ଯେତେବେଳେ ସୂର୍ଯ୍ୟ ଧନୁ ରାଶି ଛାଡି ମକର ରାଶିରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ମକର...

ନୂଆବର୍ଷରେ BSNLର ଦମଦାର ଅଫର୍‌, ମାସେ ଯାଏ ଫ୍ରି ଇଣ୍ଟଟରନେଟ୍‌କୁ ସବୁ ମାଗଣା!

ନୂଆଦିଲ୍‌ଲୀ,୨୭।୧୨: ସୁଲଭ ରିଚାର୍ଜ ପ୍ଲାନ ସହିତ ଉପଭୋକ୍ତାମାନଙ୍କୁ ଆକର୍ଷିତ କରିଥିବା ସରକାରୀ ଟେଲିକମ କମ୍ପାନୀ BSNL, ନୂତନ ବର୍ଷ ପାଇଁ ଏକ ଚମତ୍କାର ଅଫର ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri