Posted inଫୁରସତ

ସ୍ମାର୍ଟ ଟଏଲେଟ୍‌

ଆପଣ ଟଏଲେଟ୍‌ ଯାଇଥିବେ ଆଉ ଟଏଲେଟ୍‌ ସରିବା ପରେ ହିଁ ନିଜ ସ୍ବାସ୍ଥ୍ୟ ସୂଚନା ଜାଣିପାରିବେ। ଏଭଳି ଏକକଥା ଶୁଣିବା ପାଇଁ ଅବଶ୍ୟ ଅଡୁଆ ଲାଗିପାରେ। କିନ୍ତୁ ଏଭଳି ସୂଚନା ଦେବାପାଇଁ ବୈଜ୍ଞାନିକମାନେ ତିଆରି କରିଛନ୍ତି ଏକ ସ୍ମାର୍ଟ ଟଏଲେଟ୍‌। ଏହି ସ୍ମାର୍ଟ ଟଏଲେଟ୍‌କୁ ତିଆରି କରିଛନ୍ତି ଷ୍ଟାନ୍‌ଫୋର୍ଡ ଯୁନିଭର୍ସିଟିର ବୈଜ୍ଞାନିକମାନଙ୍କର ଏକ ଟିମ୍‌। ଏହି ଟଏଲେଟ୍‌ ମାଧ୍ୟମରେ ଆପଣ ନିଜ ସ୍ବାସ୍ଥ୍ୟ ସମ୍ପର୍କରେ ବିଭିନ୍ନ ପ୍ରକାରର ତଥ୍ୟ ଜାଣିପାରିବେ। ସ୍ମାର୍ଟ ଟଏଲେଟ୍‌ରେ ଆପଣ ମଳତ୍ୟାଗ କରିବା ପରେ ଆପେ ଆପେ ପରୀକ୍ଷା ହେଇଯିବ। ଏହାପରେ ବ୍ୟକ୍ତିଜଣଙ୍କର ମଳ, ମୂତ୍ରରେ କେଉଁ ସବୁ ଉପାଦାନ ରହିଛି, ତାହା ସମ୍ପର୍କରେ ଏକ ନିର୍ଦ୍ଧିଷ୍ଟ ତଥ୍ୟ ବି ତତ୍‌କ୍ଷଣାତ୍‌ ବାହାରିଯିବ। ତେଣୁ ଶରୀରର କ’ଣ ସବୁ ଅସୁବିଧା ବା ରୋଗ ରହିଛି ସେନେଇ ସହଜରେ ତଥ୍ୟ ମିଳିପାରିବ। ଏଭଳି ଏକ ସ୍ମାର୍ଟ ଟଏଲେଟ୍‌ ତିଆରି କରିବାରେ ମୁଖ୍ୟ ଭୂମିକା ନେଇଛନ୍ତି ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞ ସଞ୍ଜୀବ ଗମ୍ଭୀର। ତାଙ୍କ କହିବା ଅନୁସାରେ ଏହି ଟଏଲେଟ୍‌ ମାଧ୍ୟମରେ ବ୍ୟକ୍ତିର ପରିଚୟ ବି ମିଳିପାରିବ। ଏହା ସହିତ ୟୁରିନ୍‌ ଓ ଷ୍ଟୁଲ୍‌ ପରୀକ୍ଷା ପରେ କୌଣସି ରୋଗ ଥିଲେ ସେ ସମ୍ପର୍କିତ ସୂଚନା ଦେବ ଏହି ଟଏଲେଟ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

ବିନା ପ୍ରେସ୍‌କ୍ରିପ୍ସନରେ ବିକ୍ରି ହେବନି ୧୨%ରୁ ଅଧିକ ଆଲ୍‌କୋହଲଯୁକ୍ତ ଔଷଧ

ନୂଆଦିଲ୍ଲୀ,୧୧ା୭: ଆଲ୍‌କୋହଲଯୁକ୍ତ ଔଷଧର ଦୁରୁପଯୋଗ ହେଉଥିବାରୁ ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାର ଔଷଧ ପ୍ରସ୍ତୁତି ନିୟମ ଡ୍ରଗ୍ସ ରୁଲ୍‌ସ, ୧୯୪୫ରେ ସଂଶୋଧନ ଆଣିଛନ୍ତି। ୧୨ ପ୍ରତିଶତରୁ…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri