ସ୍ମିତାରାଣୀଙ୍କ ହତ୍ୟା ଲୁଚାଇବାକୁ ଷଡ଼ଯନ୍ତ୍ର: ନରସିଂହ

ଭୁବନେଶ୍ୱର, ୨୧।୧୧ (ବ୍ୟୁରୋ): ଯାଜପୁର ଜିଲା ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁକୁ ନେଇ ବୁଧବାର ବିଧାନସଭାରେ ଶୂନ୍ୟକାଳ ଓ ମୁଲତବୀ ଆଲୋଚନା ବେଳେ ବିରୋଧୀ ଦଳ ସରକାରଙ୍କୁ କାଠଗଡାରେ ଛିଡ଼ା କରିଛନ୍ତି। ଶୂନ୍ୟକାଳରେ ଏହି ପ୍ରସଙ୍କ ଉଠାଇ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କହିଲେ ଯେ, ମୃତ ଝିଅର ବାପା ଓ ଶ୍ୱଶୁରଙ୍କୁ ଗୋଟିଏ କାଗଜରେ ଦସ୍ତଖତ କରିବାକୁ ବାଧ୍ୟ କରାଗଲା। ସତେ ଯେମିତି ସେ ଦୁଇଜଣ ପ୍ରତ୍ୟକ୍ଷ ସାକ୍ଷୀ। ସେମାନଙ୍କୁ ଡରାଇ ଧମକାଇ ଗଁାରୁ ଅଣାଯାଇ ଏଫ୍‌ଆଇଆର ଲେଖାଯାଇଛି। ସ୍ମିତାରାଣୀଙ୍କ ମୃତ୍ୟୁବେଳେ ସେମାନେ ଗଁାରେ ଥିଲେ। ସେ ସମସ୍ତ ବିଷୟ ଉଲ୍ଲେଖ ହେବା କଥା। ମାତ୍ର ତାହା କରାଯାଇନାହିଁ। ଦଳୀୟ ନେତାଙ୍କୁ ବଞ୍ଚାଇବାକୁ ଷଡ଼ଯନ୍ତ୍ର ହୋଇଛି। ସମସ୍ତ ଘଟଣାର ନିରପେକ୍ଷ ତଦନ୍ତ ହେବା ଦରକାର। ସିବିଆଇ କିମ୍ବା ଏସ୍‌ଆଇଟି ଭଳି ସଂସ୍ଥା ଦ୍ୱାରା ଏହାର ତଦନ୍ତ ହେଲେ ସବୁ କଥା ପଦାରେ ପଡ଼ିବ ବୋଲି ନରସିଂହ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…

ଛତ୍ରପୁର ପୌରପାଳିକାରେ ମିଶ୍ରଣକୁ ୫ ପଞ୍ଚାୟତବାସୀଙ୍କ ସମର୍ଥନ, ରାଜ୍ୟ ସରକାରଙ୍କୁ ଜଣାଇଲେ କୃତଜ୍ଞତା…

ଛତ୍ରପୁର,୧୯ା୨(ଦିଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନରେ ଆର୍ଯ୍ୟପଲ୍ଲୀ, କଣମଣା, ଅଗସ୍ତିନୂଆଗାଁ, ଚିକଲଖଣ୍ଡି ଓ ପୋଡାପଦର ଆଦି ୫ଟି ପଞ୍ଚାୟତର ମିଶ୍ରଣ ପାଇଁ ସରକାରଙ୍କ ପ୍ରକ୍ରିୟା ଚାଲିଛି ।…

ପୁରୁଣା ସୁନାକୁ ନୂଆ ଭଳି କରିବା ବାହାନାରେ ସୁନା ଚୋରି, ୬ ମହିଳାଙ୍କୁ କୋର୍ଟ ଚାଲାଣ କଲା…

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତ ଅଞ୍ଚଳରେ ସୁନା ଚୋରି ମାମଲାରେ ବୁଧବାର ବିଶ୍ୱନାଥପୁର ଥାନା ପୋଲିସ ୬ ମହିଳାଙ୍କୁ ଗିରଫ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri