ସ୍ୱଚ୍ଛ ହେଲା ଗଙ୍ଗାଜଳ

ବାରାଣସୀ,୫ ।୪: କରୋନା ସଂକ୍ରମଣକୁ ନେଇ ସାରା ଦେଶରେ ଲକ୍‌ଡାଉନ୍ ଘୋଷଣା କରାଯାଇଥିବା ବେଳେ କଳକାରାଖାନାକୁ ମଧ୍ୟ ବନ୍ଦ କରିଦିଆଯାଇଛି । ଫଳରେ ଏବେ ବାରାଣସୀର ଗଙ୍ଗାଜଳ ପୂର୍ବାପେକ୍ଷା ଅଧିକ ସ୍ୱଚ୍ଛ ହୋଇଛି ବୋଲି କହିଛନ୍ତି କେମିକାଲ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲଜି, ଆଇଆଇଟିର ପ୍ରଫେସର ଡ. ପିକେ ମିଶ୍ର । ତାଙ୍କ ମତରେ ଏବେ ଗଙ୍ଗା ଜଳ ୪୦ରୁ ୫୦ ପ୍ରତିଶତ ଅଧିକ ସ୍ୱଚ୍ଛ ହୋଇଯାଇଛି । ଅନ୍ୟପଟେ ଲକ୍ ଡାଉନ୍ ପରେ ଦେଶରେ ବାୟୁ ପ୍ରଦୂଷଣ ମଧ୍ୟ କମ୍ ହୋଇଛି ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ...

ପୁଣିଥରେ ଭାରତକୁ ଧୋକା ଦେବେ ଟ୍ରମ୍ପ, ଲାଗୁ କରିବେ ନୂଆ ଟାରିଫ୍‌

ଓ୍ବାଶିଂଟନ୍‌,୯।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୂଚିତ କରିଛନ୍ତି ଯେ ତାଙ୍କ ପ୍ରଶାସନ ଭାରତୀୟ ଚାଉଳ ଏବଂ କାନାଡିଆନ ସାର ସମେତ ବିଦେଶୀ କୃଷି ଉତ୍ପାଦ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri