ଭଦ୍ରକ ଅଫିସ,୧୬ା୬ : ଭଦ୍ରକ ଜିଲା ପୁରୁଣା ବଜାର ମଲିକ ମଇଦାନଠାରେ ହଜ୍ କରିବାକୁ ଯିବାକୁ ଥିବା ଲୋକଙ୍କୁ ତାଲିମ ପ୍ରଦାନ କରାଯାଉଛି l ଭଦ୍ରକ ହଜ୍ କମିଟି ପକ୍ଷରୁ ଏହି ତାଲିମ ପ୍ରଦାନ କରlଯାଉଥିବାବେଳେ ଯାତ୍ରା ସମୟରେ କେଉଁ ଦିଗ ପ୍ରତି ଧ୍ୟାନ ଦେବାକୁ ପଡ଼ିବ ସେନେଇ ତାଲିମ ପ୍ରଦାନ କରାଯାଇଥିଲା।

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...
ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...
ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...
ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...
ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...
ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...
ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ । ତେବେ ଧରାପଡିବା ପରେ ଯୁବକ...
ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...