ହଣ୍ଡପା ରେଞ୍ଜରେ ହାତୀ ଉପଦ୍ରବ, ଚିନ୍ତାରେ ଚାଷୀ

ବଇଣ୍ଡା,୨୧।୭(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ହଣ୍ଡପା ରେଞ୍ଜ ଅଧୀନରେ ଥିବା ରାଇନାଳୀ, ହେମାମୁରା, ବାତ୍ରାଖୋଳ, ଲକ୍ଷ୍ମୀପୁର, ଟେଣ୍ଟୁଲୀ ଗ୍ରାମ ଗୁଡ଼ିକରେ ଗତ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ନିକଟସ୍ଥ ଜଙ୍ଗଲରୁ ହାତୀପଲ ଗ୍ରାମାଭିମୁଖୀ ହୋଇ ଫସଲ ନଷ୍ଟ କରୁଛନ୍ତି। ବିଶେଷ କରି କଦଳୀ, ଆମ୍ବ ଗଛ ଗୁଡ଼ିକୁ ଭାଙ୍ଗୀ ନଷ୍ଟ କରିଦେଉଛନ୍ତି। ବାରମ୍ବାର ହାତୀ ଉପଦ୍ରବ ଯୋଗୁ ଅଞ୍ଚଳବାସୀ ଭୟଭୀତ ହୋଇ ପଡ଼ିଥିବାବେଳେ ରାତି ଉଜାଗର ରହି ବାଣ ଫୁଟାଇ ହାତୀ ଘଉଡ଼ାଉଛନ୍ତି। ତୁରନ୍ତ ଏଥିପ୍ରତି ବନବିଭାଗ ଦୃଷ୍ଟି ଦେଇ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ବାଜିଲା ଗୁଳି….

ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର...

ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…

ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ...

ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…

ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ...

ବାୟୁ ପ୍ରଦୂଷଣ: ଦେଶର ୬ଷ୍ଠ ସ୍ଥାନରେ ଅନୁଗୋଳ

ଅନୁଗୋଳ,୨୭।୧୧(ଦିବ୍ୟଶାନ୍ତନୁ ନାଥ): ଅନୁଗୋଳ ଜିଲାରେ ବାୟୁର ମାନ ୩ଦିନ ହେବ ଲଗାତର ବିପଦସଂକେତ ଉପରେ ରହିଛି। ବାୟୁମଣ୍ଡଳରେ ଦିନକୁ ଦିନ ପ୍ରଦୂଷଣର ମାତ୍ରା ବୃଦ୍ଧି ହେଉଥିବା...

ପରକୀୟା ପ୍ରୀତିରୁ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା

ବନ୍ତଳା,୨୩।୧୧ (ସୁଶିତ ସାହୁ): ପରକୀୟା ପ୍ରୀତିରୁ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି । ଅନୁଗୋଳ ବ୍ଲକ ବନ୍ତଳା ଥାନା...

ଆଉଘରକୁ  ଫେରିଲେନି ଡେଲିଭରି ବୟ ବୟ: ଲକ୍ଷ୍ମୀବସ୍‌ ସହ ହେଲା…

ବଇଣ୍ଡା,୨୦।୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ ଥାନା ଦିନବନ୍ଧୁପୁର ନିକଟରେ ଗୁରୁବାର ସକାଳେ ଲକ୍ଷ୍ମୀ ବସ୍‌ ସହ ଏକ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏହି...

ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ବଇଣ୍ଡା,୧୬ା୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଚିନ୍ତାମଣିପୁର ନିକଟରେ ରବିବାର ସନ୍ଧ୍ୟାରେ ଏକ ବାଇକ୍‌ ଗଛରେ ପିଟି ହୋଇଯିବାରୁ ଜଣଙ୍କର ଜୀବନ ଯାଇଛି। ମୃତକ...

ଅପରାଧୀଙ୍କୁ ଗିରଫ ଦାବିରେ ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋପ

ଅନୁଗୋଳ, ୧୧।୧୧ ( ମାନସ ବିଶ୍ୱାଳ): ଅଲ ଇଣ୍ଡିଆ ମୂଳନିବାସୀ ସଂଘ ପକ୍ଷରୁ ଘର ପୋଡିଥିବା ଅପରାଧୀଙ୍କୁ ଗିରଫ ଦାବିରେ ମଙ୍ଗଳବାର ଜିଲାପାଳ ଅଫିସ ସମ୍ମୁଖରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri