ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

କୋଟଗଡ଼,୧୮ା୮ (ଡି.ଏନ୍‌.ଏ): ଏକ ହତ୍ୟା ମାମଲାର ବିଚାର କରି ବାଲିଗୁଡ଼ା ଅତିରିକ୍ତ ଦୌରାଜଜ୍‌ ଅରବିନ୍ଦ ପଟ୍ଟନାୟକ ଶନିବାର ଅଭିଯୁକ୍ତ ଗାଗାରୀନ ନାୟକଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଗାଗାରୀନ ୨୦୧୬ ମାର୍ଚ୍ଚ ୨୭ରେ ନିଜ ସ୍ତ୍ରୀ ପ୍ରଣିତାଙ୍କୁ ତାଙ୍କ ବାପ ଘରୁ ଡାକି ଆଣି ହତ୍ୟା କରିଥିଲେ। ଏ ନେଇ ଦାରିଙ୍ଗବାଡ଼ି ଥାନାରେ ନଂ. ୧୧୮/୧୬ରେ ମାମଲା ରୁଜୁ ହୋଇଥିଲା। ଉକ୍ତ ମାମଲାର ବିଚାର କରି ଅଦାଲତ ଗାଗାରୀନଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ଅତିରିକ୍ତ ପି.ପି. ସୁଧାଂଶୁ ମୋହନ ପତି ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ହେବ ସୋନପୁର ଅଞ୍ଚଳ: ବସିଲା ବୈଠକ, ଏକାଠି ହେଲେ ମହିଳା ସଂଗଠନ, ଦେଲେ ଚେତାବନୀ

ଦାରିଙ୍ଗବାଡି, ୧୩।୨ (ଅରୁଣ ସାହୁ): ଦିନକୁ ଦିନ ଚୋରାମଦ କାରବାର ବୃଦ୍ଧି ପାଉଛି ।  ଅବାଧରେ ବିକ୍ରିବଟା ମଧ୍ୟ ଚାଲିଛି । ଏହି ବ୍ୟବସାୟ କରୁଥିବା ଲୋକଙ୍କ…

ତାତିଲେ ଉଠା ଦୋକାନୀ, ଘେରିଲେ ତହସିଲ କାର୍ଯ୍ୟାଳୟ: ପ୍ରତିଶ୍ରୁତି ଦେଲା ପ୍ରଶାସନ

ଦାରିଙ୍ଗବାଡି, ୧୩।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ୫୯ନଂ ଜାତୀୟ ରାଜପଥ କଡ଼ରେ ଉଠା ଦୋକାନୀଙ୍କୁ ଜବରଦଖଲ ଉଚ୍ଛେଦ କରାଯାଇଛି। କିନ୍ତୁ ସମସ୍ତ ଉଠା…

୨୦୨୬ବଜେଟ ଉପସ୍ଥାପନା ସହ ଭାଜପାର ସମର୍ପଣ ଦିବସ ପାଳିତ, ସରକାରଙ୍କ ଭିବି-ଜି-ରାମଜୀ ଯୋଜନା ସମ୍ପର୍କରେ ଆଲୋଚନା

ଦାରିଙ୍ଗବାଡି, ୧୨।୨ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ କିରିକୁଟି ପଞ୍ଚାୟତ ଭାଜପାର ଶକ୍ତିକେନ୍ଦ୍ର ଠାରେ ଚଳିତ ବଜେଟ ଉପସ୍ଥାପନା ଏବଂ ଭାଜପାର ସମର୍ପଣ ଦିବସ ପାଳିତ…

ଓ୍ବାଶିଂ ମେଶିନରେ ନିଆଁ ଲାଗି ୨ ମହଲାକୁ ବ୍ୟାପିଲା, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ଦାରିଙ୍ଗବାଡ଼ି,୧୨ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ବଜାରରେ ଏକ ୩ ମହଲା କୋଠାରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି କ୍ଷୟ ହୋଇଥିବା ଜଣାପଡ଼ିଛି।…

ଷ୍ଟ୍ରବେରୀ ତୋଳିଲେ ଉପମୁଖ୍ୟମନ୍ତ୍ରୀ, ସ୍ବୟଂ ସହାୟିକା ଗୋଷ୍ଠୀର ପ୍ରୟାସକୁ ପ୍ରଶଂସା କରି କହିଲେ…

ଦାରିଙ୍ଗବାଡ଼ି,୧୧ା୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡି ଅଞ୍ଚଳ ଏକ ପର୍ଯ୍ୟଟନକ୍ଷେତ୍ର ଭାବେ ଦେଶ ଓ ଦେଶ ବାହାରେ ପରିଚିତ। ପୂର୍ବରୁ ଜୈବିକ ପଦ୍ଧତିରେ ଚାଷ ହୋଇଥିବା କଫି…

ଓଡିଶାର କଶ୍ମୀର ବୁଲିଲେ ଉପମୁଖ୍ୟମନ୍ତ୍ରୀ: ବଡ଼ଧରଣର ଘୋଷଣାକୁ ଅପେକ୍ଷା

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ଗସ୍ତ କରିଛନ୍ତି। ସେ…

ଦାରିଙ୍ଗବାଡି ଇକୋ ରିଟ୍ରିଟରେ ରାତ୍ରିଯାପନ କଲେ ଉପମୁଖ୍ୟମନ୍ତ୍ରୀ: ପ୍ରଶଂସାରେ ପୋତିଲେ

ଦାରିଙ୍ଗବାଡି,୧୦।୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ ସୋମବାର ବିଳମ୍ବିତ ରାତ୍ରିରେ ଦାରିଙ୍ଗବାଡି ଇକୋ ରିଟ୍ରିଟ…

ଧରିତ୍ରୀ ପ୍ରଭାବ: ତତ୍ପରତା ଦେଖାଇଲା ବିଦ୍ୟୁତ ବିଭାଗ

ଦାରିଙ୍ଗବାଡି, ୯।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହାଠାରୁ ତେରବାଡିକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ଉପରେ ବିଦ୍ୟୁତ ତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri