ଖଲ୍ଲିକୋଟ,୧୮ା୧୨ (ଡି.ଏନ.ଏ.)-ଏକ ହତ୍ୟା ମାମଲାର ବିଚାର କରି ଖଲ୍ଲିକୋଟ ଏଡିଜେ (ଆଡିସନାଲ ଡିଷ୍ଟ୍ରିକ୍ଟ ଜଜ୍) ଶ୍ରୀନିବାସ ପ୍ରତିହାରୀ ମଙ୍ଗଳବାର ଦୋଷୀଙ୍କୁ ଆଜୀବନ କାରାଦଣ୍ଡ ସହ ୫ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦାୟ ଅଧିକା ୬ ମାସ ଜେଲଦଣ୍ଡ ଶୁଣାଇଛନ୍ତି। ସୂଚନା ଅନୁଯାୟୀ, ଖଲ୍ଲିକୋଟ ବ୍ଲକ ମଥୁରା ଗ୍ରାମରେ ୨୦୦୭ରେ ପାରିବାରିକ କଳହ ଯୋଗୁ ସୂର୍ଯ୍ୟମଣି ତରେଇ ତାଙ୍କ ବଡ଼ଭାଇ ଯୋଗେନ୍ଦ୍ରଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଥିଲେ। ଏନେଇ ଯୋଗେନ୍ଦ୍ରଙ୍କ ସ୍ତ୍ରୀ ଖଲ୍ଲିକୋଟ ଥାନାରେ ଏତଲା ଦେଇଥିଲେ। ନଂ.୮୦/୨୦୦୭ରେ ମାମଲା ରୁଜୁ କରି ପୋଲିସ ସୂର୍ଯ୍ୟମଣିଙ୍କୁ କୋର୍ଟଚାଲାଣ କରିଥିଲା। ମଙ୍ଗଳବାର ଉକ୍ତ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି ଏବଂ ଦୋଷୀକୁ ଆଜୀବନ କାରାଦଣ୍ଡ ହୋଇଛି।
Posted inଆମ ଜିଲା ଖବର, ଗଞ୍ଜାମ View All
ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…
ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…
ଟ୍ରେନ୍ ଲାଇନ୍ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍, ଚାଲିଗଲା ଜୀବନ
ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…
ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…
ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…
ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ
ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…
ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍ ନଃ ଶିବାୟ
ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…
୪୫ତମ ବାର୍ଷିକ ଉତ୍ସବ ପାଳିଲା କେସିଙ୍ଗା ମହାବିଦ୍ୟାଳୟ, ଛାତ୍ରୀଛାତ୍ରମାନଙ୍କୁ କର୍ମଯୋଗୀ ହେବାକୁ…
କେସିଙ୍ଗା, ୧୫।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ୪୫ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଶନିବାର ଅନୁଷ୍ଠିତ ଏହି ଉତ୍ସବରେ ଅଧ୍ୟକ୍ଷ ସୁଶାନ୍ତ…
୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ
ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…
ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ
ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…
Archives

